Home

‘କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ’

ଚଣ୍ଡିଗଡ଼,୧୪।୩: ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ ଅମରିନ୍ଦର ସିଂ କହିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ପରାଜୟ…

ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଏଏପି ଏବେଠାରୁ ସଜବାଜ ହେଲାଣି। ଇତିମଧ୍ୟରେ ୨୦୨୩ରେ ପଶ୍ଚିମବଙ୍ଗରେ…

ଜମ୍ମୁରେ ବଡ଼ ଧରଣର ବିସ୍ଫୋରଣ: ୩ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ଶ୍ରୀନଗର,୧୪।୩: ଜମ୍ମୁର ରେସିଡେନ୍ସି ରୋଡ ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ଓ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।…

ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ଅକ୍ଟୋବର ୨୦୧୬ରେ ଟାଟା ସନ୍ସ ବୋର୍ଡରେ ସାମିଲ ହୋଇଥିଲେ ଏବଂ ଜାନୁଆରୀ…

ଗୁଜରାଟ, ମଧ୍ୟପ୍ରଦେଶ-ହରିଆଣା ପରେ ଏବେ ଏହି ରାଜ୍ୟରେ ଟ୍ୟାକ୍ସ ଫ୍ରି ହେଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ,୧୪।୩: ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କାଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ପିଲ୍ମ ସିନେମା ହଲ୍‌ରେ ରିଲିଜ୍‌ ହେବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ‘ଦ…

ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ହେଲେ ଅମିତ ଶାହ

ନୂଆଦିଲ୍ଲୀ,୧୪ ।୩: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଦଳ ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି । ଏହାସହ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ବି ଉତ୍ତର ପ୍ରଦେଶର ପର୍ଯ୍ୟବେକ୍ଷକ ନିଯୁକ୍ତ…

ବିରୋଧୀ ଖେଳାଳିଙ୍କ ପିଠି ଥାପୁଡାଇଲେ ଦ୍ରାଭିଡ

ବେଙ୍ଗାଲୁରୁ,୧୪।୩: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲି ଶ୍ରୀଲଙ୍କାର ଦ୍ରୁତ ବୋଲର ସୁରଙ୍ଗା ଲାକମାଲଙ୍କୁ ତାଙ୍କର ଜବରଦସ୍ତ ଅନ୍ତର୍ଜାତୀୟ କ୍ୟାରିୟର ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଲାକମଲ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ…

ଏମ୍‌ଏଲ୍‌ସି ନିର୍ବାଚନକୁ ନେଇ ଭାଜପାର ବଡ଼ ଘୋଷଣା

ଲକ୍ଷ୍ନୌ,୧୪।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପରେ ଏବେ ବିଧାନ ପରିଷଦ(ଏମ୍‌ଏଲ୍‌ସି) ପାଇଁ ନିର୍ବାଚନୀ ବିଗୁଲ ବାଜିଛି। ବିଧାନ ପରିଷଦ ନିର୍ବାଚନ ପାଇଁ ଭାଜପାରେ ଏବେ ଟିକେଟକୁ ନେଇ ମନ୍ଥନ ଜାରି ରହିଛି। ଇତିମଧ୍ୟରେ ବିଧାନ ପରିଷଦକୁ ନେଇ ଭାଜପା ପକ୍ଷରୁ ବଡ଼…

ଏମ୍‌ପି ପଦରୁ ଇସ୍ତଫା ଦେଲେ ଭଗଓ୍ବନ୍ତ ମାନ

ଚଣ୍ଡିଗଡ,୧୪।୩: ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ଏମ୍‌ପି ଭଗଓ୍ବନ୍ତ ମାନ ସୋମବାର ଦିଲ୍ଲୀରେ ପହଞ୍ଚି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜେ କୁ ଯୋଗେ ଏହି ସୂଚନା ଦେଇଛନ୍ତି। ଲୋକସଭାରେ ପହଞ୍ଚିଥିବା ପରେ ମାନ କହିଛନ୍ତି ଯେ, ମୁଁ…

ରୁଷିଆ-ୟୁକ୍ରେନ ମଧ୍ୟରେ ଇସ୍ରାଏଲ୍‌ କରିବ ମଧ୍ୟସ୍ଥତା

ଜେରୁଜେଲମ୍‌,୧୪।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୧୯ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ସମସ୍ତ ପାଶ୍ଚାତ୍ୟ ଦେଶ ବିରୋଧ କରିବା ସହ ଯୁଦ୍ଧ ବନ୍ଦ କରିବା ପାଇଁ ମସ୍କୋ ଉପରେ ଚାପ ପକାଯାଉଛି। କିନ୍ତୁ…

୯ ମହଲା ଆପାଣ୍ଟମେଣ୍ଟ ଉପରେ କ୍ଷେପଣାସ୍ତ୍ର ମାଡ କଲା ରୁଷିଆ

କ୍ୱିଭ୍‌,୧୪।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ୟୁକ୍ରେନ୍‌ର ରାଜଧାନୀ କ୍ୱିଭ୍‌କୁ ଦଖଲ କରିବା ପାଇଁ ରୁଷିଆ ସେନା ଲଗାତର ସେଠାରେ ସମାରିକ ଆକ୍ରମଣ କରୁଛନ୍ତି। ସୋମବାର ଭୋରୁ କ୍ୱିଭ୍‌ର ଏକ ୯ ମହଲା ଆପାଣ୍ଟମେଣ୍ଟ ଉପରେ…

ନିଃଶ୍ୱାସ ଦେଇ ନବଜାତକଙ୍କ ଜୀବନ ବଞ୍ଚାଇଲେ ଡାକ୍ତର

ଆଗ୍ରା,୧୪।୩: ଦୁନିଆରେ ଡାକ୍ତରଙ୍କୁ ଭଗବାନଙ୍କ ଦ୍ୱିତୀୟ ରୂପ ଭାବରେ ବିବେଚନା କରାଯାଏ। ଡାକ୍ତରମାନେ ରୋଗୀଙ୍କୁ ନୂତନ ଜୀବନ ପ୍ରଦାନ କରନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ନିକଟରେ ଆଗ୍ରାରେ ଦେଖିବାକୁ ମିଳିଛି। ଜଣେ ଡାକ୍ତର ନିଜ ନିଃଶ୍ୱାସ ଦେଇ ନବଜାତ ଶିଶୁର ଜୀବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri