Home

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଛି। ଭାରତୀୟ ସେନାର ସର୍ବଶ୍ରେଷ୍ଠ ତଥା ଶକ୍ତିଶାଳୀ ଯୁଦ୍ଧ ଉପକରଣ ପ୍ରଦର୍ଶିତ ହୋଇଛି। ସ୍ବଦେଶୀ…

ମୁଣ୍ଡରେ ଉତ୍ତରାଖଣ୍ଡ ଟୋପି-ବେକରେ ମଣିପୁର ଗାମୁଛା, ଗୋଟିଏ ତୀରରେ ଦୁଇ ଶିକାର…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି। ଏଥିରେ ଉତ୍ତରାଖଣ୍ଡର ରାଜ୍ୟର ଜାତୀୟ ଫୁଲ ବ୍ରହ୍ମକମଳ ଅଙ୍କିତ ହୋଇଛି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମଣିପୁରର…

ପାକିସ୍ତାନ ରେଞ୍ଜର୍ସଙ୍କୁ ମିଠା ଦେଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଏହି ଅବସରରେ ଅଟ୍ଟାରୀ-ୱାଘା ସୀମାରେ ସୀମା ସୁରକ୍ଷା ବଳ (ବିଏସଏଫ) ଏବଂ ପାକିସ୍ତାନ ରେଞ୍ଜର୍ସ ମଧ୍ୟରେ ମିଠା ବିନିମୟ ହୋଇଥିଲା। ଏହା ପୂର୍ବରୁ ଦୀପାବଳିରେ ଭାରତ ଏବଂ…

ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୁଣ୍ଡରେ ଉତ୍ତରାଖଣ୍ଡର…

ପଦ୍ମଭୂଷଣ ସମ୍ମାନ ନେବାକୁ ମନା କଲେ ବୁଦ୍ଧଦେବ

କୋଲକତା,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କେନ୍ଦ୍ର ସରକାର ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। କିନ୍ତୁ ଏହାକୁ ସେ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାର ବିଷୟରେ ମୁଁ…

‘ଦେଶ ଆଗ, ଫୋନ୍‌ରେ ପରସ୍ପର କଥା ହୋଇ ଝଗଡା ଶେଷ କର’

ନୂଆଦିଲ୍ଲୀ,୨୬।୧: କିଛି ଦିନ ହେବ ଭାରତୀୟ କ୍ରିକେଟରେ ସବୁ କିଛି ଠିକ ନାହିଁ। ବିରାଟ କୋହଲି ଟି-୨୦ ଏବଂ ଟେଷ୍ଟର ଅଧିନାୟକତ୍ୱରୁ ଓହରିଯିବା ଏବଂ ତାଙ୍କୁ ଦିନିକିଆର ଅଧିନାୟକତ୍ୱରୁ ହଟାଇ ଦିଆଯିବା ଘଟଣାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଟି -୨୦…

ଭାରତ ଯାତ୍ରାକୁ ଆମେରିକାର ମନା, ବଳାତ୍କାର-ଆତଙ୍କବାଦ ଘଟଣା ବଢୁଥିବା କହିଲା…

ଓ୍ବାଶିଂଟନ, ୨୬।୧ : ଆମେରିକାର ଜୋ ବାଇଡେନ ପ୍ରଶାସନ ଏହାର ନାଗରିକମାନଙ୍କୁ ଜମ୍ମୁ-କଶ୍ମୀରରେ କରୋନା, ବଳାତ୍କାର ଏବଂ ଆତଙ୍କବାଦ ଘଟଣା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଭାରତକୁ ଯାତ୍ର କରିବା ନେଇ ମନା କରିଛନ୍ତି। ଭାରତ ଯାତ୍ରା ଉପରେ ପୁନର୍ବିଚାର କରିବାକୁ…

୧୫ ହଜାର ଫୁଟ ଉପରେ ମାଇନସ୍‌ ୩୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରାରେ ଆଇଟିବିପି ଯବାନଙ୍କ ପତାକା ଉତ୍ତୋଳନ…

ଲଦାଖ, ୨୬।୧ : ସାରା ଦେଶରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ଦେଶର ବିଭିନ୍ନ ପ୍ରାନ୍ତରୁ ଭାରତୀୟ ସେନା ଯବାନମାନଙ୍କ ସାହସ ପ୍ରଦର୍ଶନ କରୁଥିବା ଏବଂ ସେମାନଙ୍କ ତରଫରୁ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବାର ଭିଡିଓ…

୪ କୋଟି ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୬।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୫ ହଜାର ୯୧୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି…

ଦେଶବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୧: ଆଜି ସାରା ଦେଶରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଆପଣ ସମସ୍ତଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା। ସେହିପରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଶିଖର ଧାଓ୍ବନଙ୍କୁ ଶକ୍ତ ଚାପୁଡା ମାରିଲେ ବାପା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୬।୧: ଭାରତୀୟ ଦଳର ଷ୍ଟାର୍‌ ଓପନର୍‌ ଶିଖର ଧାୱନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରାୟତଃ ଫଟୋ-ଭିଡିଓ ଶେୟାର୍‌ କରନ୍ତି। ପ୍ରଶଂସକମାନେ ମଧ୍ୟ ଏହାକୁ ପସନ୍ଦ କରନ୍ତି। ନିକଟରେ ସେ ନିଜ ବାପାଙ୍କ ସହ ଇନଷ୍ଟାଗ୍ରାମରେ ଏକ ଭିଡିଓ କ୍ଲିପ…

ତ୍ରିରଙ୍ଗା କିଏ ପ୍ରସ୍ତୁତ କରିଥିଲେ ଜାଣନ୍ତି

ନୂଆଦିଲ୍ଲୀ,୨୬।୧: ଭାରତ ଏହାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଲାଲକିଲ୍ଲାଠାରୁ ଆରମ୍ଭ କରି ଦେଶର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ଅନ୍ୟାନ୍ୟ ସ୍ଥାନରେ ଲୋକମାନେ ଜାତୀୟ ପତାକା ଉତ୍ତୋଳନ କରି ଭାରତ ମାତାକୁ ସମ୍ମାନ ଦିଅନ୍ତି। ଆମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri