Home

ବିନା ଅନୁମତିରେ ଧାର୍ମିକ ଶୋଭାଯାତ୍ରା ମନା

ଲକ୍ଷ୍ନୌ,୧୯।୪:ଉତ୍ତରପ୍ରଦେଶର ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ବିନା ଅନୁମତିରେ କୌଣସି ଶୋଭାଯାତ୍ରା ଏବଂ ଧାର୍ମିକ ଶୋଭାଯାତ୍ରା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆୟୋଜକମାନଙ୍କୁ ଏଥିପାଇଁ ପ୍ରଥମେ ଅନୁମତି ନେବାକୁ ପଡିବ। ଏହା ସହିତ ଆୟୋଜକମାନଙ୍କୁ ମଧ୍ୟ…

୨୫୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ଡହଳବିକଳ

ନାଉଗାଁ,୧୯ା୪(ସ୍ବ.ପ୍ର.):ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ମଧୁର ପାନୀୟ ଜଳ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। କେଉଁଠି ପାଇପ ଫାଟି ରାସ୍ତା ଘାଟରେ ପାନୀୟ ଜଳ ନଷ୍ଟ ହେଉଥିବାବେଳେ ଆଉ କେଉଁଠି ଦୀର୍ଘ ଦିନ ହେବ ପାଇପ ସଂଯୋଗ…

ମନ୍ଦିରରେ ପୂଜା ପାଉଛନ୍ତି କବି କାଳିଦାସ

କେନ୍ଦ୍ରାପଡ଼ା ଅଫିସ, ୧୯ା୪:ବିଶିଷ୍ଟ ସଂସ୍କୃତ କବି କାଳିଦାସ ଓଡ଼ିଶାର ଘରେ ଘରେ ପରିଚିତ। ତାଙ୍କ ରଚିତ ସାହିତ୍ୟକୃତି ତାଙ୍କୁ ବିଶ୍ୱ ଦରବାରରେ ପରିଚିତ କରାଇପାରିଛି। ତେବେ କାଳିଦାସଙ୍କୁ ନେଇ କେନ୍ଦ୍ରାପଡ଼ା ଜିଲାର ଏକ ଅଖ୍ୟାତ ଗଁା ଏବେ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ…

ଉଚ୍ଛେଦ ପରେ ପୁଣି ହେଉଛି ଜବରଦଖଲ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ବହୁ ସରକାରୀ ଜମି ଜବରଦଖଲରେ ରହିଛି। ଜମି ମାଫିଆଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ସରକାରୀ ଜମି ଉପରେ ଘର କରିବା ସହ ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଛନ୍ତି। ଅନେକ ସ୍ଥାନରେ ବସ୍ତି ମଧ୍ୟ ଗଢି ଉଠୁଛି।…

‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ’ ପ୍ରତିଯୋଗିତାରେ ଭୁବନେଶ୍ୱର ଦ୍ୱିତୀୟ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ମିଳିଛି ଆଉ ଏକ ସଫଳତା। ସୁରଟଠାରେ ଅନୁଷ୍ଠିତ ‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ କଣ୍ଟେଷ୍ଟ’ (ଆଇଏସ୍‌ଏସି)ର ସାମାଜିକ ଦୃଷ୍ଟିକୋଣ ବର୍ଗରେ ସୋସିଆଲି ସ୍ମାର୍ଟ ଭୁବନେଶ୍ୱର ପ୍ରୋଜେକ୍ଟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଦେଶର ୧୦୦ଟି ସ୍ମାର୍ଟ ସିଟିକୁ…

ରାଜଧାନୀରେ ହାଜତ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର,୧୯।୪ (ବ୍ୟୁରୋ):ଭୁବନେଶ୍ୱର ବଡଗଡ ଥାନା ପୋଲିସ ହେପାଜତରେ ଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଆଧାରକାର୍ଡରେ ତାଙ୍କ ନାମ ଦେବେନ୍ଦ୍ର ଚୌଧୁରୀ ରହିଥିବାବେଳେ ପୋଲିସ ସୂଚନାଅନୁସାରେ ସେ ହେଲେ ପ୍ରଦୀପ ସାହୁ(୫୬)। ତାଙ୍କ ଘର ଖୋର୍ଦ୍ଧା ଜିଲା ବାଲିପାଟପୁର ଥାନା ଭୂଷଣ୍ଡପୁର…

ମହାନଦୀ ମାମଲା ଶୁଣାଣି ମେ’ ୧୪କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧୯।୪: ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ ଛତିଶଗଡ଼ ସରକାରଙ୍କ ବ୍ୟାରେଜ୍‌ ନିର୍ମାଣ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନର ଶୁଣାଣିକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଛି। ମହାନଦୀରେ ବ୍ୟାରେଜ୍‌ ନିର୍ମାଣ ଯୋଗୁ ଓଡ଼ିଶାକୁ ଜଳପ୍ରବାହ ବାଧାପ୍ରାପ୍ତ ହୋଇଛି। ତେଣୁ ନଦୀରେ ନିର୍ଦ୍ଦିଷ୍ଟ ପରିମାଣର ଜଳପ୍ରବାହ…

ପାଣିପାଗ ଜାଣିବା ପାଇଁ ଆଉ ୮ ମାନୁଆଲ ସର୍ଫେସ୍‌ ଅବ୍‌ଜରଭେଟର ସ୍ଥାପନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାପମାତ୍ରା ଜାଣିବା ପାଇଁ ଓଡ଼ିଶାରେ ଆଉ ୮ ଜିଲାରେ ମାନୁଆଲ ସର୍‌ଫେସ୍‌ ଅବ୍‌ଜରଭେଟର ସ୍ଥାପନ କରାଯାଇଛି। ପୂର୍ବରୁ ୨୦୨୦-୨୧ରେ ନୟାଗଡ଼, ବୌଦ୍ଧ, ଛତ୍ରପୁର, ପାରଳାଖେମୁଣ୍ଡି,…

ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ…

ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ

ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍‌.ଏ.):ଗଜପତି ଜିଲା ଦୌରାଜଜ୍‌ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍‌ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୪୫ ମାମଲା ରହିଥିଲା। ସେଥିରୁ ୩୨ ମାମଲାରେ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷରେ…

ଆଜିଠୁ ବୋର୍ଡ ୱେବ୍‌ସାଇଟରେ ମିଳିବ ଆଡ୍‌ମିଟ କାର୍ଡ

କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍‌ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା…

କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ

କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍‌ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍‌ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ ହାଜର ହେବେ ନାହିଁ। ଏନେଇ ସୋମବାର ଓଡ଼ିଶା ହାଇକୋର୍ଟ କମିଶନଙ୍କ ଓ୍ବାରେଣ୍ଟ ଉପରେ ଅନ୍ତରୀଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?