Home

ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସ୍କୁଲ ପିଲାଙ୍କୁ ନେଉଥିବା ବସ୍‌ ଓ ଅନ୍ୟାନ୍ୟ ଲାଇଟ୍‌ ଭେଇକିଲ ଏଣିକି ଯାଞ୍ଚ କରାଯିବ। ଯାଞ୍ଚ ନେଇ ସବୁ ଆଞ୍ଚଳିକ ପରିବହନ ଅଫିସ୍‌କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଚିଠି ଲେଖିଛନ୍ତି। ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଯାଞ୍ଚ କରି ୨୮…

ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ରହିବନି ଅଙ୍କୁଶ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ଚାରିଆଡୁ ପ୍ରତିବାଦ ପରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇଛନ୍ତି। ପୂର୍ବଭଳି ବିଶ୍ୱବିଦ୍ୟାଳୟଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ଏନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ବୀରେନ୍ଦ୍ର କୋରକରା…

ବଡ଼ ବ୍ୟବସ୍ଥା, ନିଯୁକ୍ତି ନାହିଁ

ଯାଜପୁର ଅଫିସ,୧୯ା୪ ଗତ ୫ ବର୍ଷ ମଧ୍ୟରେ ୪୫,୭୬୫ ଜଣ ଡିଗ୍ରୀ ଓ ଡିପ୍ଲୋମାଧାରୀ ଯୁବତୀଯୁବକ ନିଯୁକ୍ତି ଆଶାରେ ରାଜ୍ୟର ନିୟୋଜନ କାର୍ଯ୍ୟାଳୟଗୁଡ଼ିକରେ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ହେଲେ ସେଥିରୁ ମାତ୍ର ୨୭୫ ଜଣ ନିୟୋଜନ ପଞ୍ଜୀକରଣ ମାଧ୍ୟମରେ ନିଯୁକ୍ତି…

ପୋଲିସ ଛାଡ଼ି ପଳାଇଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍‌ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର। କେବଳ ପିଏମ୍‌ଜି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳ ନୁହେଁ, ସମସ୍ତ ପ୍ରମୁଖ ରାସ୍ତା ଓ ଏହାକୁ ସଂଯୋଗ…

ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍‌ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୪: ଦୁଇ ବର୍ଷ ବ୍ୟବଧାନରେ ପ୍ରଥମଥର ପାଇଁ ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍‌ ମ୍ୟାଚ୍‌। ତେବେ ଷ୍ଟାଡିୟମର କିଛି ନିର୍ଦ୍ଦିଷ୍ଟ ଷ୍ଟାଣ୍ଡ ଏବଂ ସେକ୍‌ଶନରେ ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯିବ ବୋଲି ଆଇ-ଲିଗ୍‌ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୨୨…

ସିଆରପିଏଫ୍‌ ଚେକ୍‌ପୋଷ୍ଟରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ଶ୍ରୀନଗର,୧୮।୪: ପୁଲୱାମା ଜିଲାର କାକାପୋରା ଅଞ୍ଚଳରେ ଥିବା ଏକ ରେଲଓ୍ବେ ଚେକ୍‌ପୋଷ୍ଟ ଉପରେ ସୋମବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ପୋଲିସ ଶହୀଦ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଏହି ଆତଙ୍କବାଦୀ ଆକ୍ରମଣ…

ଜାହାଙ୍ଗୀରପୁରୀ ହିଂସା: ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୮।୪: ରାଜଧାନୀ ଦିଲ୍ଲୀ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଘଟିଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୋନୁ ଶେଖ୍‌ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ଷ୍ଟାଫ୍‌ ଓ ଏନ୍‌୍‌ଡବ୍ଲୁଡିର ମିଳିତ ସହଯୋଗରେ ସୋମବାର ସୋନୁ ଶେଖ୍‌ଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ଦିଲ୍ଲୀ…

ମାର୍ଶ ପଜିଟିଭ ପରେ ନେଗେଟିଭ

ମୁମ୍ବାଇ, ୧୮ା୪ : ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମିଚେଲ ମାର୍ଶ କୋଭିଡ୍‌ ପାଇଁ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟରେ ପଜିଟିଭ ଆସିବା ପରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମ୍ୟାଚ ଖେଳାଯିବ କି…

ଆଇପିଏଲ୍‌ରେ ଟସ୍‌ ଜିତି ବୋଲିଂ ନେବା ଧାରା ଜାରି

ମୁମ୍ବାଇ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୩୦ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଚାଲିଛି। କୋଲକାତା ଅଧିନାୟକ ଶ୍ରେୟସ୍‌ ଆୟର ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଆଇପିଏଲ୍‌ ଲିଗ୍‌ରେ ଟସ୍‌ ଜିତି ବୋଲିଂ ନେବା…

ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ଦେଶର ସେନାମୁଖ୍ୟ

ନୂଆଦିଲ୍ଲୀ,୧୮।୪: ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ନୂଆ ସେନା ମୁଖ୍ୟ ହେବେ। କେନ୍ଦ୍ର ସରକାର ତାଙ୍କ ନିଯୁକ୍ତିକୁ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସରକାର ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ପାଣ୍ଡେଙ୍କୁ ପରବର୍ତ୍ତୀ ସେନାମୁଖ୍ୟ ଭାବେ ନିଯୁକ୍ତି କରିବା ପାଇଁ ନିଷ୍ପତ୍ତି…

ମହଙ୍ଗା ପଡ଼ିଲା ବିନା ଅନୁମତିରେ ଶୋଭାଯାତ୍ରା ବାହାର କରିବା: ଭିଏଚ୍‌ପି-ବଜରଙ୍ଗ ଦଳ ନାଁରେ ଏଫ୍‌ଆଇଆର ରୁଜୁ

ନୂଆଦିଲ୍ଲୀ,୧୮।୪:ହନୁମାନ ଜୟନ୍ତୀ ଅବସରରେ ରାଜଧାନୀ ଦିଲ୍ଲୀର ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ମାମଲାରେ ଦିଲ୍ଲୀ ପୋଲିସ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ବିରୋଧରେ ଏଫ୍‌ଆଇଆର ରୁଜୁ କରିଛି। ବିନା ଅନୁମତିରେ ଭିଏଚ୍‌ପି ଏବଂ ବଜରଙ୍ଗ ଦଳ ଶୋଭାଯାତ୍ରା ବାହାର…

ଏପ୍ରିଲ ୨୧ରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୮।୪: ଶିଖ୍‌ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନବମ ଶିଖ୍‌ ଗୁରୁ ଶ୍ରୀ ଗୁରୁ ତେଗ ବାହାଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?