Home

ଦେଶର ୪କୋଟି ଲୋକଙ୍କୁ ଦରିଦ୍ର ସୀମାରେଖା ତଳକୁ ଠେଲି ଦିଆଯାଇଛି: ରାହୁଲ

ନୂଆଦିଲ୍ଲୀ,୨୩ ।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରବିବାର ସେ ଅଭିଯୋଗ କରିଛନ୍ତି କି କେନ୍ଦ୍ର ସରକାର ଦେଶର ୪ କୋଟି ଲୋକଙ୍କୁ ଦରିଦ୍ର ସୀମାରେଖା ତଳକୁ ଠେଲି ଦେଇଛନ୍ତି । କେବଳ…

ଧାନ କିଣାବିକାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧଗୋଡ଼ାରେ ଧାନକିଣାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ଜଣେ ଚାଷୀ ସମବାୟ ସମିତିକୁ ଧାନ ବିକ୍ରି ପାଇଁ ଯାଇଥିବା ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର କିଛି ଲୋକଙ୍କ ଆକ୍ରୋଶର ଶିକାର…

ମହାକାଶ ପାଲଟୁଛି ଅଳିଆ ଗଦା, ବିଶେଷଜ୍ଞଙ୍କ ଚେତାବନୀ…

ଓ୍ବାଶିଂଟନ, ୨୩।୧ : କମର୍ସିଆଲ ସ୍ପେସ୍‌ ଇଣ୍ଡଷ୍ଟ୍ରିର ବିକାଶ ଧାରା ଜାରି ରହିଛି। ଏହା ଯୋଗୁ ମହାକାଶ ଏବେ ଅଳିଆ ଗଦା ପାଲଟିବା ଆରମ୍ଭ କରିଛି। ମହାକାଶରେ କୁଢ଼ କୁଢ଼ ଆବର୍ଜନା ସୃଷ୍ଟି ହେବାରେ ଲାଗିଛି। ସ୍ପେସ ବର୍ଜ୍ୟବସ୍ତୁ ବିଷୟରେ ବିଶେଷଜ୍ଞ…

ଉପରାଷ୍ଟ୍ରପତି କରୋନା ପଜିଟିଭ୍‌…

ନୂଆଦିଲ୍ଲୀ, ୨୩।୧ : ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ନିଜକୁ ଆଇସୋଲେଶନରେ ରଖିଥିବା ସମ୍ପର୍କରେ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ରବିବାର ସୂଚନା ଦେଇଛନ୍ତି। ଉପରାଷ୍ଟ୍ରପତି ଏକ ସପ୍ତାହ ପର୍ଯ୍ୟନ୍ତ…

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ ରହି…

ପେନସନ୍‌ ପାଇଁ ମୃତଦେହକୁ ନେଇଗଲେ ପୋଷ୍ଟ ଅଫିସ୍‌…

ଡବଲିନ୍‌, ୨୩।୧ : ଆୟର୍ଲାଣ୍ଡର କାର୍ଲୋ ସହରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଲୋକ ପେନସନ୍‌ ପାଇଁ ମୃତଦେହକୁ ନେଇ ଜୀବନ୍ତ ବ୍ୟକ୍ତିଙ୍କ ଭଳି ଠିଆ କରାଇ ପୋଷ୍ଟ ଅଫିସ୍‌ରେ ପହଞ୍ଚିଛନ୍ତି। ପୋଷ୍ଟ ଅଫିସ୍‌. କର୍ମଚାରୀମାନଙ୍କ ମଧ୍ୟରେ…

ଶରୀରରେ ୩ ମାସ ରହିଥିଲା ଗୁଳି, ଜାଣି ପାରିଲେନି ମହିଳା

ଜେରୁଜେଲମ୍‌,୨୩ା୧: ବନ୍ଧୁକର ଗୁଳି ଅଧିକାଂଶ ଲୋକଙ୍କ ଜୀବନ ନେଇଥାଏ। ମାତ୍ର ଯଦି ଜଣଙ୍କ ଶରୀରରେ ଗୁଳି ରହିବା ପରେ ବି ସେ ଜାଣି ପାରି ନ ଥିଲେ ତାହା ନିଶ୍ଚିତ ଆଶ୍ଚର୍ଯ୍ୟଜନକ। ଇସ୍ରାଏଲର ଜଣେ ମହିଳାଙ୍କ ସହିତ ଏପରି ଘଟିଛି। ବାସ୍ତବରେ…

ରାଜ୍ୟପାଳଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌…

ଜୟପୁର, ୨୩।୧ : ରବିବାର ସକାଳେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ରଙ୍କ ଟୁଇଟର ଆକାଉଣ୍ଟକୁ ହ୍ୟାକ କରାଯାଇଥିଲା। ରବିବାର ସକାଳ ୧୧ଟା ୨୮ରେ ରାଜ୍ୟପାଳଙ୍କ ଟୁଇଟର ହ୍ୟାଣ୍ଡେଲରୁ ଆରବୀୟ ଭାଷାରେ ଏହି ଟୁଇଟ କରାଯାଇଛି। ଏହା ସହିତ ଏକ ଇମୋଟିକନ ମଧ୍ୟ…

ଗୋଟିଏ ଆଇଟମ୍‌ ଗୀତ ପାଇଁ ସନି ଲିଓନି ନିଅନ୍ତି ଏତିକି ଟଙ୍କା

ମୁମ୍ବାଇ: ବଲିଉଡ୍‌ରେ ଆଇଟମ୍‌ ଗୀତ ଆଜିକାଲି ପ୍ରାୟ ପ୍ରତ୍ୟେକ ଫିଲ୍ମରେ ରଖାଯାଉଛି। ଅନେକ ଫିଲ୍ମରେ ଦର୍ଶକଙ୍କ ପସନ୍ଦକୁ ଧ୍ୟାନରେ ରଖି ଡ୍ୟାନ୍ସଗୁଡ଼ିକର ଶୁଟିଂ କରାଯାଇଥାଏ। ଯଦିଓ ଏହା ଆବଶ୍ୟକ ନୁହେଁ। ଏଭଳି ପରିସ୍ଥିତିରେ ଅଭିନେତ୍ରୀମାନେ ଏକ ଆଇଟମ୍‌ ନମ୍ବର ଗୀତ ପାଇଁ…

୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୧ : ଦେଶରେ କରୋନାର ତୃତୀୟ ଲହର ଜାରି ରହିଛି। ତୃତୀୟ ଲହର ଆଉ ୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବାର ଆଶଙ୍କା ରହିଛି ବୋଲି ଆଇଆଇଟି ମାଡ୍ରାସ୍‌ର ଗବେଷକଙ୍କ ପ୍ରାଥମିକ ବିଶ୍ଳେଷଣରୁ ଏସମ୍ପର୍କରେ ସୂଚନା ମିଳିଛି। ଆସନ୍ତା ୨…

ସାଧାରଣତନ୍ତ୍ର ଦିବସରେ ମୋ ଉଚ୍ଚତାଠୁ ବଡ଼ ଟ୍ରଫି ପାଇଥିଲି: ସୂର୍ଯ୍ୟମୟୀ ମହାପାତ୍ର…

ସେ ଚ୍ୟାଲେଞ୍ଜ ନେବାକୁ ପସନ୍ଦ କରନ୍ତି। ବିଉଟି ଅପେକ୍ଷା ଟ୍ୟାଲେଣ୍ଟକୁ ବେଶି ଗୁରୁତ୍ୱ ଦିଅନ୍ତି। ସମସ୍ତଙ୍କ ମନରେ ନିଜର ଏକ ସ୍ବତନ୍ତ୍ର ଛାପ ଛାଡିବାକୁ ଚାହାନ୍ତି, ଯାହାକି ତାଙ୍କ ଭିନ୍ନ ସ୍ବାଦର ଚଳଚ୍ଚିତ୍ର ତଥା ସିମ୍‌ଲା ଫିଲ୍ମ ଫେଷ୍ଟିଭାଲ୍‌ରେ ବେଷ୍ଟ ଫିଚର…

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୩।୧ : ଦେଶରେ ଓମିକ୍ରନ ଭାରିଆଣ୍ଟ୍‌ର ଗୋଷ୍ଠୀ ସଂକ୍ରମଣ ହେବାର ସଙ୍କେତ ମିଳିିଛି। ଇଣ୍ଡିଆନ୍‌ ସାର୍ସ-କୋଭ୍‌-୨ ଜେନୋମିକ୍ସ କନସୋର୍ଟିୟମ୍‌ (ଇନସାକୋଗ୍‌) ଏହାର ସର୍ବଶେଷ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ୍‌ ଦେଶରେ ଗୋଷ୍ଠୀସ୍ତରରେ ବ୍ୟାପିବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri