Home

ଘାଟିରୁ ଖସିଲା ବସ୍‌, ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ପାରଳାଖେମୁଣ୍ଡି,୨୧ା୧(ଡି.ଏନ୍‌.ଏ.): ଗଜପତି ଜିଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାରେ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆଖି ସାମ୍ନାରେ ଚାଲିଗଲା ବନ୍ଧୁଙ୍କ ଜୀବନ, ସଙ୍ଗେ ସଙ୍ଗେ ବନ୍ଧୁପତ୍ନୀଙ୍କୁ କରିନେଲେ ବିବାହ

କୁହାଯାଏ, ଜଣେ ବନ୍ଧୁ ହିଁ ସବୁକିଛି କରିପାରେ। ଯେତେବଡ଼ ଅସୁବିଧାରେ ପଡ଼ିଥିଲେ ମଧ୍ୟ ସଚ୍ଚା ବନ୍ଧୁଟି ଆଗେ ଦୌଡ଼ି ଆସେ ସାହାଯ୍ୟ ସହଯୋଗ କରିବା ପାଇଁ। ଠିକ୍‌ ସେମିତି ଏକ ଘଟଣା ଘଟିଛି ଜଣେ ବ୍ୟକ୍ତିଙ୍କ ଠାରେ। ଦୁଇ ବନ୍ଧୁଙ୍କର ବୁଲାବୁଲିରେ…

ଜୋ ବାଇଡେନ, ବୋରିସ ଜନସନଙ୍କୁ ପଛରେ ପକାଇ ପୁଣିଥରେ ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ ମୋଦି ଆଗରେ

ୱାଶିଂଟନ/ନୂଆଦିଲ୍ଲୀ,୨୧ ।୧: ଦେଶରେ ଗୋଟିଏ ପଟେ କରୋନା ମହାମାରୀର ତୃତୀୟ ଲହର ଚାଲିଥିବା ବେଳେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ ସବୁଠାରୁ ଆଗରେ ରହିଛନ୍ତି । ଆମେରିକା ଡାଟା ଇଣ୍ଟଲିଜେନ୍ସ ଫର୍ମ ’ଦ ମର୍ଣ୍ଣି କନସଲ୍ଟ’ର…

ହଟାଯାଉନି ବ୍ୟାନର, ହୋର୍ଡିଂ

ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୌଣସି ଜନକଲ୍ୟାଣ ଯୋଜନା ସମ୍ପର୍କରେ ପ୍ରଚାର କରାଯାଇପାରିବ ନାହିଁ। ବିଭିନ୍ନ ସ୍ଥାନରେ ଲାଗିଥିବା ଦଳୀୟ ନେତା, ମନ୍ତ୍ରୀଙ୍କ…

ଭୋଟର ତାଲିକାରେ ନାଁ ନ ଥିବାରୁ ଫେରିଲେ ପ୍ରାର୍ଥୀ

ଜଟଣୀ,୨୧।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ଛଣଘର କୁସୁମାଟି ପଞ୍ଚାୟତ କାର୍ଯ୍ୟାଳୟରେ ଚଳିତବର୍ଷ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିବାକୁ ଆସିଥିବା ଆଶାୟୀ ପ୍ରାର୍ଥୀ ଓ ପ୍ରାର୍ଥତ୍ନୀମାନେ ଭୋଟର ତାଲିକାରେ ନାମ ନ…

ଇଣ୍ଡିଆ ଗେଟରେ ଆଉ ଜଳିବନି ଅମର ଯବାନ ଜ୍ୟୋତି

ନୂଆଦିଲ୍ଲୀ,୨୧ ।୧: ଶୁକ୍ରବାର ଅର୍ଥାତ୍ ଜାନୁୟାରୀ ୨୧ରୁ ଇଣ୍ଡିଆ ଗେଟରେ ଆଉ ଜଳିବନି ଅମର ଯବାନ ଜ୍ୟୋତି । ଶୁକ୍ରବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ମଶାଲକୁ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକ ବା ନ୍ୟାଶନାଲ ୱାର ମେମୋରିଆଲର ଶିଖାରେ ମିଶାଇ ଦିଆଯିବ…

ଦଳୀୟ ପ୍ୟାଡ୍‌ରେ ପ୍ରାର୍ଥୀ ତାଲିକା

ଜଗତ୍‌ସିଂହପୁର ଅଫିସ, ୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ହୋଇପାରିବେ ନାହିଁ ବୋଲି ନିୟମ ରହିଛି। କିନ୍ତୁ ଜଗତ୍‌ସିଂହପୁର ଜିଲାରେ ଏଥିରେ ବ୍ୟତିକ୍ରମ ଘଟିଛି। ବିଜେଡି…

ସମସ୍ତଙ୍କ ନଜରରେ ବରୀ, ବଡ଼ଚଣା

ଯାଜପୁର ଅଫିସ,୨୧ା୧: ସାଧାରଣ ନିର୍ବାଚନ କଥା ଦେଖିଲେ ୨୦୧୪ ଅପେକ୍ଷା ୨୦୧୯ରେ ଯାଜପୁର ଜିଲାରେ ୧୩.୨୧% ଭୋଟର ସଂଖ୍ୟା ବୃଦ୍ଧି ପାଇଥିଲା। ତଥାପି ବିଜେଡିକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେବାରେ ଭାଜପା ସଫଳ ହୋଇଥିଲା। ଜିଲାର ସମସ୍ତ ୭ଟି ବିଧାନସଭା ଆସନ…

ସବୁ ଦଳ ପାଇଁ ଅଡୁଆ ଅନ୍ତଃକନ୍ଦଳ

ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁଠୁ ସହର ସବୁଠି ରାଜନୀତି ସରଗରମ ରହିଛି। ନିର୍ବାଚନୀ ବୈତରଣୀ ପାର ହେବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏଥର ପ୍ରାର୍ଥୀଙ୍କ ଅପେକ୍ଷା…

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…

କଂଗ୍ରେସକୁ କେବଳ କଂଗ୍ରେସ ହରାଇ ପାରିବ: ସିଦ୍ଧୁ

ଚଣ୍ଡିଗଡ଼,୨୧ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେଠାକାର ରାଜନୈତିକ ବାତାବରଣରେ ମଧ୍ୟ ସେତିକି ଉଷ୍ମତା ପରିଲକ୍ଷିତ ହେଉଛି । ନିକଟରେ ଏକ ଘରୋଇ ଟେଲିଭିଜନକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri