Home

୩୭ ବର୍ଷ ପରେ ଭାଜପାକୁ ଦ୍ୱିତୀୟ ଥର ବିଜୟୀ କରି ଇତିହାସ ରଚିଲେ ଯୋଗୀ

ଲକ୍ଷ୍ନୌ,୧୧ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଇତିହାସ ଲେଖିଛନ୍ତି । ଦୀର୍ଘ ୩୭ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଉତ୍ତର ପ୍ରଦେଶରେ ଲଗାତାର ଦ୍ୱିତୀୟ ଥର ଶାସନ କ୍ଷମତା ଦେଇ ଇତିହାସ ସୃଷ୍ଟି କରିଛନ୍ତି…

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ ବଗି

କୋରାପୁଟ,୧୧ା୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଭେଜା ନିକଟରେ ଗୁରୁବାର ବିଳମ୍ବିତ ରାତିରେ କୋରାପୁଟ ଷ୍ଟେଶନଠାରୁ ୨୫ କିମି ଦୂରରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି କିରଣ୍ଡୁଲରୁ କୋଇଲା ବୋଝେଇ କରି ବିଶାଖାପାଟଣା ଅଭିମୁଖେ ଯାଉଥିଲା। ଏହି ସମୟରେ ଭେଜା ନିକଟରେ…

୪ ରାଜ୍ୟର ଫଳାଫଳ ନେଇ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶର ୪ ରାଜ୍ୟ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆରେ ଭାଜପା ପ୍ରତି ଅଭୂତପୂର୍ବ ଜନାଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଉପରେ ଥିବା ପ୍ରଗାଢ଼ ବିଶ୍ୱାସର ପ୍ରମାଣ ବୋଲି ଟୁଇଟ୍‌୍‌ କରି ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ…

ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ

ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବ ଶଙ୍କର ଦାସ ଗୁରୁବାର ଜେଲରୁ ବାହାରିଛନ୍ତି। ହାଇକୋର୍ଟରୁ ପିଣ୍ଟୁଙ୍କୁ ମିଳିଥିବା…

ସୁମିତ-ତପସ୍ବିନୀ ଦମ୍ପତିି ବିବାଦ ମାମଲା: ୧୫ରେ ମୂଳ ପିଟିଶନର ଶୁଣାଣି

ବ୍ରହ୍ମପୁର ଅଫିସ,୧୧ା୩: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ବିବାଦ ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ତେବେ ତପସ୍ବିନୀଙ୍କ ଭରଣପୋଷଣ ପାଇଁ ମାସିକ ୧୭ହଜାର ଟଙ୍କା ଦେବାକୁ ଜିଲା ଜଜ୍‌ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଡା. ସୁମିତଙ୍କ ଓକିଲ…

ଖୁବ୍‌ ଶୀଘ୍ର ଏମ୍ସରେ ବୃକ୍‌କ ପ୍ରତିରୋପଣ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ବୃକକ୍‌ ପ୍ରତିରୋପଣ (ରେନାଲ୍‌ ଟ୍ରାନ୍ସପ୍ଲାଣ୍ଟ୍‌) ହେବ। ରାଜ୍ୟ ସରକାରଙ୍କଠାରୁ ଏନେଇ ଅନୁମତି ମିଳିସାରିଥିବାବେଳେ ଏମ୍ସ ପକ୍ଷରୁ ଭିତ୍ତିଭୂମି ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଆବଶ୍ୟକ ଅନ୍ୟାନ୍ୟ ପ୍ରକ୍ରିୟା ସରିବା ପରେ ବହୁ ପ୍ରତୀକ୍ଷିତ ବୃକକ୍‌…

୪ ରାଜ୍ୟରେ ବିଜୟ ପରେ ଏବେ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି ମୋଦି

ନୂଆଦିଲ୍ଲୀ,୧୧ ।୩: ଗୋଟିଏ ଦିନ ପୂର୍ବରୁ ୪ ରାଜ୍ୟର ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନଜର ଗୁଜରାଟ ବିଧାନସଭା ଉପରେ । ଏବେଠାରୁ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି ।…

ଗୋ ଚାଲାଣକୁ ଲଗାମ ନାହିଁ

ନୟାଗଡ଼ ଅଫିସ,୧୧।୩: ନୟାଗଡ଼ ଜିଲାରେ ଆନ୍ତଃ ରାଜ୍ୟ ଗୋଚାଲାଣ ର଼୍ୟାକେଟ ସକ୍ରିୟ ରହିଛି। ଜିଲାରୁ ମାସକରେ ୧୦ରୁ ଊର୍ଦ୍ଧ୍ୱ ଦିନ ବେଆଇନ ଭାବେ କଂସେଇଖାନାକୁ ଗୋଚାଲାଣ ଚାଲିଛି। ବେଆଇନ ଗୋଚାଲାଣ ରୋକିବା ନେଇ ପ୍ରିଭେନ୍‌ସନ ଅଫ୍‌ କ୍ରୁଏଲିଟି ଟୁ ଆନିମଲ ଆଇନ…

ଆଚରଣବିଧି ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାର୍ଚ୍ଚ ୨୪ରେ ପୌର ନିର୍ବାଚନ। ୧୦୬ ମ୍ୟୁନିସିପାଲିଟି/ ଏନ୍‌ଏସି ଏବଂ ୩ ମହାନଗର ନିଗମ ଅଞ୍ଚଳବାସୀ ସେମାନଙ୍କ ପନପସନ୍ଦର ପ୍ରତିନିଧି ବାଛିବେ। ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳାର ସହ ସମାପନ କରିବା ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର…

ମାର୍ଚ୍ଚ ସୁଦ୍ଧା ୧୦୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ): ଓଡ଼ିଶାର ଲଘୁ ଖଣିଜ ସମ୍ପଦର ସୁପରିଚାଳନା ନିମନ୍ତେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ଆର୍ଥିକ ବର୍ଷରେ ଅଦ୍ୟାବଧି ବିଭିନ୍ନ ଲଘୁ…

ତିନି ଦିନରେ ରିପୋର୍ଟ ଦେବେ ଆର୍‌ଆଣ୍ଡ୍‌ବି ଅଧୀକ୍ଷଣ ଯନ୍ତ୍ରୀ

କଟକ ଅଫିସ,୧୧ା୩: ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ନିର୍ମାଣାଧୀନ ବ୍ରିଜ ପାର୍ଶ୍ୱ ରାସ୍ତା ଭୁଶୁଡ଼ିବା ଘଟଣାର ୩ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଆର୍‌ଆଣ୍ଡବି କଟକ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯନ୍ତ୍ରୀ ରିପୋର୍ଟ…

୨୦୨୪ ନିର୍ବାଚନ ପୂର୍ବରୁ ତୃତୀୟ ଶକ୍ତି ହୋଇଛି ଏଏପି, ୮ ବର୍ଷରେ ଜିତିଛି ଦ୍ୱିତୀୟ ରାଜ୍ୟ

ନୂଆଦିଲ୍ଲୀ,୧୧ ।୩: ପାଖାପାଖି ୮ ବର୍ଷ ପୂର୍ବେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଚକମା ଦେଇଥିବା ଆମ ଆଦମୀ ପାର୍ଟି(ଏଏପି) ଏବେ ପଞ୍ଜାବରେ ଦଶକ ଦଶକ ଧରି ଶାସନ କରୁଥିବା ବଡ ବଡ ଦଳଙ୍କୁ ଧୂଳି ଚଟାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri