Home

ନିଆରା ପରମ୍ପରା: ଯେଉଁଠି ପୁରୁଷମାନେ ଶାଢି ପିନ୍ଧି ମା’ଙ୍କୁ କରନ୍ତି ପୂଜା

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଏହି ପରମ୍ପରାଗୁଡ଼ିକ ମଧ୍ୟରୁ କେତେକ ଅତ୍ୟନ୍ତ ସ୍ବତନ୍ତ୍ର । ପଶ୍ଚିମବଙ୍ଗର ହୁଗଳି ଜିଲାର ଚନ୍ଦନ ନଗରରେ ଏହିପରି ଏକ ନିଆରା ପରମ୍ପରା ରହିଛି। ଏହି ପରମ୍ପରା ସମୟରେ ପୁରୁଷମାନେ ଶାଢି ପିନ୍ଧି…

କାଟ୍ରିନାଙ୍କ ବିବାହରେ ଯୋଗଦେବେ ନାହିଁ ସଲମାନ

ଆଜିକାଲି ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫଙ୍କ ବିବାହ ଖବର ଚର୍ଚ୍ଚାରେ ରହିଛି। ଆସନ୍ତା ୭ରୁ ୯ ଡିସେମ୍ବର ମଧ୍ୟରେ ଉଭୟ ବିବାହ ବନ୍ଧନରେ ଅୋବଦ୍ଧ ହେବେ। ସୱାଇ ମାଧୋପୁରର ସିକ୍ସ ସେନ୍ସ ଫୋର୍ଟ ବାରୱରାରେ ଉଭୟଙ୍କ ବିବାହ ହେବ…

ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଅଡିଟ୍‌ ..

ନୂଆଦିଲ୍ଲୀ,୧୬।୧୧: ଦେଶରେ ଅଡିଟ୍‌ ଏବେ ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସିଏଜି ମୁଖ୍ୟାଳୟ ପରିସରରେ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ…

ପୁଣି ବିବାଦରେ ଫଶିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ରେଷ୍ଟୁରାଣ୍ଟ ଓ୍ବାନ୍‌ ୮ କମ୍ୟୁନି (One8 commune) ବିବାଦରେ ଛନ୍ଦି ହୋଇପଡିଛି। କୋହଲିଙ୍କ ରେଷ୍ଟୁରାଣ୍ଟ ବିରୋଧରେ ଅଭିଯୋଗ ଆସିଛି ଯେ ଟାନ୍ସଜେଣ୍ଡର(LGBTQ +) ସମ୍ପ୍ରଦାୟର ଲୋକଙ୍କ ସହ ଏଠାରେ ଭେଦଭାବ କରାଯାଉଛି। ସେମାନଙ୍କୁ…

ଦେଶର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ ସୌରଭ କ୍ରିପାଲ…

ନୂଆଦିଲ୍ଲୀ,୧୬।୧୧: ବରିଷ୍ଠ ଆଇନଜୀବୀ ସୌରଭ କ୍ରିପାଲଙ୍କୁ ଦିଲ୍ଲୀ ହାଇକୋର୍ଟର ବିଚାରପତି କରିବାକୁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ବିଶେଷ କଥା ହେଉଛି ସେ ଭାରତର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ। ଏହି ନିଷ୍ପତ୍ତି ନ୍ୟାୟପାଳିକା ଇତିହାସରେ ଏକ ଉଦାହରଣ ଭାବରେ ଦେଖାଯାଉଛି।…

ପତ୍ରଲେଖାଙ୍କ ହାତ ଧରିଲେ ରାଜକୁମାର

ବଲିଉଡ ଅଭିନେତା ରାଜକୁମାର ରାଓ ଗର୍ଲଫ୍ରେଣ୍ଡ ପତ୍ରଲେଖାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଉଭୟ ନିଜ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ବିବାହର ସୁନ୍ଦର ଫଟୋ ଶେୟାର କରିଛନ୍ତି। ଚଣ୍ଡିଗଡରେ ଉଭୟଙ୍କ ପରିବାର ଅନୁଷ୍ଠିତ ହୋଇଥିଲା। ୧୧ ବର୍ଷର ପ୍ରେମ…

ମହାତ୍ମାଙ୍କ ପ୍ରତିମା ଭାଙ୍ଗିଲେ…

ସିଡ୍‌ନୀ,୧୬।୧୧: ଅଷ୍ଟ୍ରେଲିଆର ମେଲବୋର୍ନରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମାକୁ ଭଙ୍ଗା ଯାଇଛି। ଲୋକାର୍ପିତ ହେବାର ଗୋଟିଏ ଦିନ ପରେ କେତେକ ଅଜଣା ଲୋକ ଏଭଳି କରିଥିବା କୁହାଯାଉଛି। ଏହାକୁ ନେଇ ଅଷ୍ଟ୍ରେଲିଆରେ ବାସ କରୁଥିବା ଭାରତୀୟ ସମୁଦାୟଙ୍କ ମଧ୍ୟରେ ନୈରାଶ ଖେଳି ଯାଇଛି।…

ଚାଇନା ସବୁଠୁ ଧନୀ ଦେଶ, ପଛରେ ପଡ଼ିଲା ଆମେରିକା…

ବେଜିଂ,୧୬।୧୧: ଆମେରିକାକୁ ପଛରେ ପକାଇ ଚାଇନା ପୃଥିବୀର ସବୁଠୁ ଧନୀ ଦେଶ ପାଲଟିଛି। ଏହି ଲକ୍ଷ୍ୟ ହାସଲ କରିବାକୁ ଚାଇନାକୁ ୨୦ ବର୍ଷ ଲାଗିଛି। ମ୍ୟାନେଜମେଣ୍ଟ କନସଲଟାଣ୍ଟ ମୈକିନ୍ସ୍‌ ଆଣ୍ଡ କମ୍ପାନୀର ଅନୁସନ୍ଧାନ ଶାଖା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା…

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି। ଏହି ସମୟରେ ୮ ହଜାର୮୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

୫ କୋଟି ଟଙ୍କାର ଘଣ୍ଟା ଜବତ ନେଇ ସଫେଇ ଦେଲେ ପାଣ୍ଡ୍ୟା: କହିଲେ…

ମୁମ୍ବାଇ,୧୬।୧୧: ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ବିବାଦରେ ଫସି ଯାଇଛନ୍ତି। ମୁମ୍ବାଇ ବିମାନବନ୍ଦରରେ କଷ୍ଟମ ବିଭାଗ ତାଙ୍କ ଠାରୁ ୫ କୋଟି ଟଙ୍କାର ଘଣ୍ଟା ଜବତ କରିଛି। ଏନେଇ ହାର୍ଦ୍ଦିକ ପାଣ୍ଡ୍ୟା ସଫେଇ ଦେଇଛନ୍ତି। ସେ ଏହା ପଛରେ ଥିବା…

ଆମେରିକାରେ ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ

ନୂଆଦିଲ୍ଲୀ, ୧୬ା୧୧: ଆମେରିକାରେ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୨୦-୨୧ରେ ପୂର୍ବ ଶିକ୍ଷାବର୍ଷ ତୁଳନାରେ ପ୍ରାୟ ୧୩ ପ୍ରତିଶତ ହ୍ରାସ ପାଇଛି। କରୋନା ମହାମାରୀ କାରଣରୁ ଏପରି ହୋଇଥିବା ସୋମବାର ଅନ୍ତର୍ଜାତୀୟ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ଚାଇନା ଚିନ୍ତା ବଢ଼ାଇଛି ଡେଲ୍ଟା

ବେଜିଂ, ୧୬ା୧୧: କରୋନାର ସବୁଠୁ ମାରାତ୍ମକ ଡେଲ୍ଟା ଭାରିଆଣ୍ଟ ଚାଇନାର ଚିନ୍ତା ବଢ଼ାଇଛି। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ମଧ୍ୟରେ ୧୩୦୮ ମାମଲା ଚିହ୍ନଟ କରାଯାଇଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବର କେତେକ ସହରରେ ଲକ୍‌ଡାଉନ ଭଳି କଟକଣା ଲଗାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri