Home

ସଂକ୍ରମଣ କମୁଛି

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪୯ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା…

ସଚିନଙ୍କ ପାଦ ଛୁଇଁଲେ ଏହି ମହାନ କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ପରେ ସୋସିଆଲ ମିଡିଆରେ ଜଣ୍ଟି ରୋଡସ ଏବଂ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…

ଓଲଟିଲା ଡିଜେ ଗାଡ଼ି, ଚାପି ହୋଇଗଲେ ୧୦ ଜଣ

ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ମୋରଡ଼ା ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। ଡିଜେ ପ୍ରତିଯୋଗିତା ବେଳେ ଡିଜେ ଗାଡ଼ି ଓଲଟି ପଡ଼ିଛି। ଫଳର ଏହା ତଳେ ଚାପି ହୋଇ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର…

ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣକୁ ବିରୋଧ

ଆଳି,୧୫ା୪(ଡି.ଏନ.ଏ.): ଆଳି ବ୍ଲକ ଅନ୍ତର୍ଗତ ଅରଗଳ ଗଁଶରେ କେତେଜଣ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଜମିରେ ପଞ୍ଚାୟତ କର୍ତ୍ତୃପକ୍ଷ ଜୋରଜବରଦସ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ରାସ୍ତା ନିର୍ମାଣକୁ ସମ୍ପୃକ୍ତ ବ୍ୟକ୍ତିମାନେ ବିରୋଧ କରିଛନ୍ତି। ଏହି କାର୍ଯ୍ୟ…

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା: ଲୋକେ ଭୟଭୀତ

ଇଟାନଗର,୧୫।୪: ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଅନୁଭୂତ ହେବା ପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ

ଯୋଧପୁର,୧୫।୪:ରାଜସ୍ଥାନର ଯୋଧପୁର ନିକଟ ବିଲାରାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରା ଟ୍ରକ ମାଡିଯିବା ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଏହି…

ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ

ମହାକାଳପଡ଼ା,୧୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପାଞ୍ଚଳରେ ଥିବା କଳକାରଖାନାର ନିର୍ଗତ ନିଆଁ, ଧୂଆଁ ଓ ଧୂଳିର ପ୍ରଭାବ ବ୍ଲକ ଅଞ୍ଚଳରେ…

ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…

୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର୍‌ ଓଡିଆନ ସ୍ମିଥଙ୍କୁ ବହୁ ଉତ୍‌ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ ସ୍ମିଥଙ୍କ…

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ…

ଚୁଡ଼ି ବେପାରୀରୁ ଆନ୍ତଃରାଜ୍ୟ ନିଶା ମାଫିଆ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ମଙ୍ଗଳବାର ଭୁବନେଶ୍ୱରରୁ ଦୁଇ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୦୨ ଗ୍ରାମର ନିଷେଧ ନିଶାଦ୍ରବ୍ୟ ‘କୋକେନ’ ଜବତ କରିଥିଲା। ତେବେ କୋକେନ କାରବାର ଧରାପଡ଼ିବା ଓଡ଼ିଶାରେ ପ୍ରଥମ ଘଟଣା ହୋଇଥିବାବେଳେ…

ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ପ୍ରଥମେ ବୁଧବାର ଟୁଇଟ୍‌ କରି ତାଙ୍କୁ କାହିଁକି ଡକାଗଲା ନାହିଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?