Home

ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ…

ଏମ୍‌ପିଙ୍କ ଅଜାଣତରେ ବ୍ଲକ ପ୍ରତିନିଧି ଚୟନ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବଙ୍କ ଅଜାଣତରେ ଯୁଯୁମୁରା ବ୍ଲକ ପାଇଁ ପ୍ରତିନିଧି ଚୟନ କରାଯାଇଛି। ଏ ନେଇ ଏମ୍‌ପି ଗଙ୍ଗଦେବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଣେ ଭାଜପା କର୍ମୀ ଲେଟରପ୍ୟାଡ ରଖି ଏଭଳି କରୁଥିବା ସେ କହିଛନ୍ତି। ସେ ଆହୁରି…

ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି ବୋରିସ୍‌

ନୂଆଦିଲ୍ଲୀ, ୧୪ା୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି। ଭାରତ-ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍‌ଟିଏ) ଚୁକ୍ତିର ୨୬ ଚାପ୍ଟର ମଧ୍ୟରୁ ୪ଟି ସଫଳତାର ସହ ଶେଷ ହୋଇଥିବାବେଳେ ବୋରିସ୍‌ଙ୍କ ନୂଆଦିଲ୍ଲୀ ଗସ୍ତରେ ଆସିବେ ବୋଲି…

୨୨ କୋଟିର ଟୁଇଟ୍‌ ୨୧ ହଜାର ଟଙ୍କା

ଓ୍ବାଶିଂଟନ୍‌, ୧୫ା୪:ଟୁଇଟର ପ୍ରତିଷ୍ଠାତା ଜ୍ୟାକ୍‌ ଡୋର୍ସିଙ୍କ ପ୍ରଥମ ଟୁଇଟ୍‌ର ଏନ୍‌ଏଫ୍‌ଟିକୁ କିଣିଥିବା ବ୍ୟକ୍ତିଙ୍କୁ ବଡ଼ ଝଟକା ଲାଗିଛି। ୨୦୦୬ ମେ ୨୧ରେ ଡୋର୍ସି କରିଥିବା ଟୁଇଟ୍‌କୁ ଉଦ୍ୟୋଗୀ ସାଇନା ଏଷ୍ଟାଭି ୨.୯ ମିଲିୟନ ଡଲାର (ପ୍ରାୟ ୨୨ କୋଟି ଟଙ୍କା)ରେ କିଣିଥିବାବେଳେ…

୨୦୨୪ ମାର୍ଚ୍ଚରୁ ମାଲକାନଗିରିରୁ ବିମାନ ଉଡ଼ାଣ

ଭୁବନେଶ୍ୱର,(ବ୍ୟୁରୋ)/ମାଲକାନଗିରି/ଜୟପୁର,୧୫ା୪(ଡି.ଏନ୍‌.ଏ./ନି.ପ୍ର.): ଆସନ୍ତା ୨୦୨୪ ମାର୍ଚ୍ଚରେ ମାଲକାନଗିରିରୁ ବିମାନ ଉଡ଼ାଣ ଆରମ୍ଭ ହେବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ମାଲକାନଗିରି ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା…

ସୁଇଡେନ୍‌, ଫିନ୍‌ଲାଣ୍ଡକୁ ରୁଷିଆ ବିପଦ

ମସ୍କୋ, ୧୫ା୪:ୟୁକ୍ରେନ୍‌ ପରେ ସୁଇଡେନ୍‌ ଓ ଫିନ୍‌ଲାଣ୍ଡ ପ୍ରତି ରୁଷିଆ ଆଡ଼ୁ ବିପଦ ଘନେଇଛି। ନାଟୋ ସାମରିକ ମେଣ୍ଟରେ ସାମିଲ ହେବାକୁ ଏହି ଦୁଇ ଦେଶ ପ୍ରସ୍ତୁତି କରିଥିବାବେଳେ ରୁଷିଆ ସୁରକ୍ଷା ପରିଷଦର ଡେପୁଟି ଚେୟାରମ୍ୟାନ୍‌ ଡିମିଟ୍ରି ମେଡଭେଦେଭ୍‌ ଆଣବିକ ଯୁଦ୍ଧର…

ପୂର୍ବ ଉପକୂଳବର୍ତ୍ତୀ ସମୁଦ୍ରରେ ୨ ମାସିଆ କଟକଣା

ପାରାଦୀପ,୧୫ା୪(ସ୍ବ.ପ୍ର.): ଓଡ଼ିଶାର ୪୮୦ କିମି ପୂର୍ବ ଉପକୂଳ ସମୁଦ୍ରରେ ଶୁକ୍ରବାରଠାରୁ ୨ ମାସିଆ ସାମୁଦ୍ରିକ କଟକଣା ଲାଗୁ ହୋଇଛି। ଜୁନ୍‌ ୧୪ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିିବ। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ପ୍ରବେଶ ଉପରେ ବାରଣ କରାଯାଇଛି।…

ଗୋଷ୍ଠୀ ସଂଘର୍ଷରୁ ଯୁବ ଇଞ୍ଜିନିୟରଙ୍କୁ ହତ୍ୟା

ନୟାଗଡ଼ ଅଫିସ,୧୪।୪: ନୟାଗଡ଼ ସହରରେ ଦଣ୍ଡପବର୍ର୍ ବୁଧବାର ରାତିରେ ଶୋଭାଯାତ୍ରା ଚାଲିଥିବା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ନୟାଗଡ଼ ଟାଉନ ଥାନା ଅଧୀନ ଦୁର୍ଗାପ୍ରସାଦ ଗାଁର ଯୁବ ଇଞ୍ଜିନିୟର ନବୀନ ପରିଡ଼ା(୨୬)ଙ୍କୁ ହତ୍ୟା କରାଯାଇଛି। ଦେଉଳପଲ୍ଲୀ ଗାଁଲୋକ ନବୀନଙ୍କୁ…

ନିଯୁକ୍ତି ସଙ୍କୁଚିତ, ଆଶାୟୀ ହତାଶ

ନୂଆଦିଲ୍ଲୀ,୧୫।୪: ୨୦୨୨ ମାର୍ଚ୍ଚରେ ଭାରତର ଶ୍ରମଶକ୍ତି ୩.୮ ନିୟୁତ ହ୍ରାସ ପାଇଛି। ୨୦୨୧ ଜୁଲାଇ ପରଠୁ ଏହା ହେଉଛି ୮ ମାସ ମଧ୍ୟରେ ସର୍ବନିମ୍ନ। ନିଯୁକ୍ତି କ୍ଷେତ୍ରରେ ପର୍ଯ୍ୟାପ୍ତ ସୁଯୋଗ ନ ମିଳିବା ଭାରତୀୟ ଅର୍ଥନୀତି ପାଇଁ ଅନଟନର ସବୁଠୁ ବଡ଼…

ଦେଶର ଉତ୍ତପ୍ତ ସହର ସୋନପୁର: ପାରଦ ଛୁଇଁଲା ୪୪.୨ ଡିଗ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ତାତିର ପ୍ରକୋପ ଜାରି ରହିଛି। ଏପରି କି ରାଜ୍ୟର ତାପମାତ୍ରା ସମଗ୍ର ଦେଶରେ ରେକର୍ଡ ଭାଙ୍ଗିଛି। ଗୁରୁବାର ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଏହା ସହିତ ସୋନପୁର କେବଳ…

ଅନୁଷ୍କାଙ୍କୁ ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ କୋହଲି; ଏବେ ପୁଣି ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୪।୪: ସେ କ୍ରିକେଟ ହେଉ ଅବା ବ୍ୟକ୍ତିଗତ ଜୀବନ, ସବୁକିଛିକୁ ନେଇ ଚର୍ଚ୍ଚାରେ ଥାନ୍ତି ଭାରତ ଏବଂ ଆର୍‌ସିବିର ପୂର୍ବତନ ଅଧିନାୟକ ବିରାଟ କୋହଲି। ଆଇପିଏଲ୍‌ରେ ଆର୍‌ସିବି ଟାଇଟଲ ଜିତିବାରେ ବିଫଳ ହୋଇଥିଲେ ହେଁ ପ୍ରଶଂସକ ତାଙ୍କୁ ଭରପୂର ସମର୍ଥନ କରିଆସିଛନ୍ତି।…

ଆଇପିଏଲ୍‌ ପରେ ଟି-୨୦ ବିଶ୍ୱକପ୍‌ ଖେଳିବା ଉପରେ ସନ୍ଦେହ, ଆଉ ୪ ମାସ…

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିଥିବା ଦ୍ରୁତ ବୋଲର୍‌ ଦୀପକ ଚହର ଏବେ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ଏଥିଯୋଗୁ ସେ ଆଇପିଏଲ୍‌ର ଚଳିତ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ଏବେ ସେ ଚଳିତ ବର୍ଷ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?