Home

ବୈତରଣୀ ବ୍ରିଜ୍‌ରୁ ଡେଇଁ ଯୁବତୀ ନିଖୋଜ, ପାଓ୍ବାର ବୋଟ୍‌ ଯୋଗେ ଚାଲିଛି ଖୋଜା

ଚାନ୍ଦବାଲି,୧୪।୪(ଡି.ଏନ୍‌.ଏ.): ବୈତରଣୀର ସୁଇସାଇଡ୍‌ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ପୁଣି ଜଣେ ଯୁବତୀ ଡେଇଁ ନିଖୋଜ ଅଛନ୍ତି । ବ୍ରିଜ ଉପରୁ ୫୦ ଫୁଟ ତଳ ନଦୀ ମଧ୍ୟକୁ ଡେଇଁଥିବାରୁ ଯୁବତୀଜଣଙ୍କ ପ୍ରଖର ସ୍ରୋତରେ ଭାସି ଯାଇଛନ୍ତି। ଏହାକୁ…

 ମା ଦଣ୍ଡ କାଳୀଙ୍କ ଯାତ୍ରା ଉଦଯାପିତ 

ପୁରୁଷୋତ୍ତମ ପୁର, ୧୪/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମେରୁ ପର୍ବରେ ଉଦ୍ ଯାପିତ ହୋଇଛି। ପୁରୁଷୋତ୍ତମପୁର ସହରରେ ଥିବା ତିନି ଗୋଟି ଦଣ୍ଡ ଯାତ୍ରା ଦଳ ଧୋବା ପୁଞ୍ଜା, ବିପତ୍ତି ହାରିଣି…

ଚଳିତ ବର୍ଷ ମୌସୁମୀ ରହିବ ସ୍ବାଭାବିକ…

ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ କୃଷକମାନଙ୍କ ଆଶ୍ୱସ୍ତ କରିଛି। ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ସମୟରେ…

ପୃଥିବୀ ମୁହାଁ ସୌରଝଡ଼, ଜିପିଏସ୍‌ ସିଷ୍ଟମ୍‌-ମୋବାଇଲ ନେଟଓ୍ବାର୍କ-ସାଟେଲାଇଟ୍‌ ଟିଭି ଉପରେ ପ୍ରଭାବ ଆଶଙ୍କା…

ଓ୍ବାଶିଂଟନ, ୧୪।୪ : ସୂର୍ଯ୍ୟଙ୍କଠାରୁ ବାହାରୁଥିବା ଏକ ଉତ୍ତାପ ତରଙ୍ଗ ଝଡ଼ ପ୍ରବଳ ବେଗରେ ପୃଥିବୀ ସହ ଧକ୍କା ହେବାର ଆଶଙ୍କା ରହିଛି। ଏହା ଯୋଗୁ ଜିପିଏସ ସିଷ୍ଟମ, ମୋବାଇଲ ନେଟୱାର୍କ ଏବଂ ସାଟେଲାଇଟ ଟିଭି ପ୍ରଭାବିତ ହେବ ବୋଲି କୁହାଯାଉଛି।…

ରାଷ୍ଟ୍ରବାଦ ରାଜନୀତି, ମୋହନ ଭାଗଓ୍ବତ-ସଞ୍ଜୟ ମୁହାଁମୁହିଁ, ଅଖଣ୍ଡ ଭାରତ ସ୍ବପ୍ନ ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୪।୪ : ରାଷ୍ଟ୍ରବାଦ ରାଜନୀତି ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପ୍ରମୁଖ ମୋହନ ଭାଗଓ୍ବତ ଏବଂ ଶିବସେନା ଏମ୍‌ପି ସଞ୍ଜୟ ରାଉତ ମୁହାଁମୁହିଁ ହୋଇଛନ୍ତି। ପୁଣି ଅଖଣ୍ଡ ଭାରତ ସ୍ବପ୍ନ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଭାଗଓ୍ବତ ଏକ…

ପୁଣି ସପ୍ତାହେ ପରେ ମନେ ପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ ପାଳନ ସମାରୋହକୁ ଏମ୍‌ପି ଅପରାଜିତା ଷଡଙ୍ଗୀକୁ ଡକା ନଯିବା ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି। ଘଟଣାକୁ ନେଇ ଅପରାଜିତା କ୍ଷୋଭ ପ୍ରକାଶ କରିବା ସହ ଜଣେ ନିର୍ବାଚିତ ଜନପ୍ରତିନିଧିଙ୍କୁ କିଭଳି…

ରାଜ୍ୟବାସୀଙ୍କୁ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଗୁରୁବାର ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡିଓ ଟୁଇଟ୍‌ କରି ‘ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଚଳିତ…

ଟିକଟ କିଣିବା ପରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କଲେ ମୋଦି…

ନୂଆଦିଲ୍ଲୀ, ୧୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟରେ ଲୋକ କଲ୍ୟାଣ ମାର୍ଗଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସଂଗ୍ରହାଳୟକୁ ଲୋକାର୍ପିତ କରିବା ପୂର୍ବରୁ କାଉଣ୍ଟରରେ ପହଞ୍ଚି ଟିକଟ କିଣିଥିଲେ। ଏହାପରେ ସଂଗ୍ରହାଳୟରେ…

ଆଖଣ୍ଡଳମଣିଙ୍କ ପୀଠରେ ଶୀତଳ ଉପଚାର ନୀତି, ଗୋପାଳଙ୍କ ଜଳଲାଗି ଆରମ୍ଭ

ଆରଡି, ୧୪ା୪(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପଣା ସଂକ୍ରାନ୍ତିଠାରୁ ଶୀତଳ ଉପଚାର ନୀତି ଆରମ୍ଭ ହୋଇଛି । ଏହା ଏକମାସ ଧରି ଚାଲିବ । ପ୍ରବଳ ଗ୍ରୀଷ୍ମ ପ୍ରବହରେ ବାବାଙ୍କୁ ଶୀତଳ ସ୍ପର୍ଶ ଦେବା…

ଶୋଇଥିବା ବେଳେ ଶାବଳ ଭୁଷି ୭୫ ବର୍ଷର ବୃଦ୍ଧଙ୍କୁ ମାରିଦେଲେ

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ରେମୁଣା ଥାନା ଅନ୍ତର୍ଗତ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ରଘୁନାଥ ଜେନା(୭୫)। ମଙ୍ଗଳବାର ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ କେହି ଶାବଳରେ…

ଆମେରିକା ରିପୋର୍ଟ ନେଇ ଭାରତର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ, ୧୪।୪ : ଆମେରିକାର ବୈଦେଶିକ ବିଭାଗ ମାନବ ଅଧିକାର ରିପୋର୍ଟ-୨୦୨୧ପ୍ରକାଶ କରିଛି। ଏହି ରିପୋର୍ଟରେ ଭାରତରେ ମନଇଚ୍ଛା ଗିରଫ, ହାଜତ ମୃତ୍ୟୁ, ଧାର୍ମିକ ହିଂସା, ବାକ୍‌ ସ୍ବାଧୀନତା ଉପରେ ପ୍ରତିବନ୍ଧକ, ଗଣମାଧ୍ୟମର କଣ୍ଠରୋଧ, ସାମ୍ବାଦିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଅତ୍ୟଧିକ…

୩ ଦିନିଆ ରିମାଣ୍ଡରେ ଶିବ; କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କରିପାରେ ପୋଲିସ

ମାହାଙ୍ଗା/ସାଲେପୁର,୧୨।୪(ଡି.ଏନ୍‌.ଏ.): ରିମାଣ୍ଡରେ ଯିବେ କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ଘଟିଥିବା ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ସାହୁ । ଗୁରୁବାରଠାରୁ ଶିବଙ୍କୁ ରିମାଣ୍ଡରେ ନେଇ ପୋଲିସ ପଚରାଉଚରା କରିବ ବୋଲିଜ ଜଣାପଡ଼ିଛି। ତେବେ ଶିବଙ୍କୁ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?