ଦୃଷ୍ଟି ବାଧିତ ଯାଁଳା ଭଉଣୀ, ଦୁନିଆ ଦେଖିବା ପାଇଁ ସହାୟତା ଲୋଡ଼ିଲେ ମାତାପିତା
ସୋରଡ଼ା,୧୫ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ସଞ୍ଜୟ ଗୌଡ଼ଙ୍କ ଦୁଇ ଝିଅ ଦୃଷ୍ଟି ବାଧିତ (ଯାଁଳା ଭଉଣୀ) ଥିବା ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଲମ୍ବୋଦର ଅଧିକାରୀଙ୍କଠାରୁ ଖବର ପାଇ ଶନିବାର ସ୍ଥାନୀୟ ଆଇଆଇସି ରମେଶ…
ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ପଦବୀ ମହିଳାଙ୍କ ଲାଗି ସଂରକ୍ଷଣ
ପୁରୁଷୋତ୍ତମପୁର,୧୫ା୧(ଡି.ଏନ୍.ଏ): ଗଞ୍ଜାମ ଜିଲାର ୧୪ଟି ଓ୍ବାର୍ଡ ବିଶିଷ୍ଟ ପୁରୁଷୋତ୍ତମପୁର ଏନ୍ଏସି ନିର୍ବାଚନ ଲାଗି ଅଧ୍ୟକ୍ଷ ପଦବୀଟି କେବଳ ମହିଳାଙ୍କ ନିମନ୍ତେ ସଂରକ୍ଷଣ ଥିବା ନେଇ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ପ୍ରକାଶ ପାଇଛି। ଗତ ୧ା୧ା୧୯୭୩ରେ ଏହି…
ସେନାମୁଖ୍ୟଙ୍କ ଚେତାବନୀ, ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ ଚାଇନା…
ନୂଆଦିଲ୍ଲୀ, ୧୫।୧ : ଏଲ୍ଏସିରେ ଭାରତ ଚାଇନା ସୀମାରେ ଲଗାତାର ଉତ୍ତେଜନା ଲାଗି ରହିଛି। ଚାଇନା ଜାଣିଶୁଣି ଶାନ୍ତି ପ୍ରୟାସରେ ବାଧା ସୃଷ୍ଟି କରୁଛି। ତେବେ ଏଭଳି କାର୍ଯ୍ୟକୁ ସହ୍ୟ କରାଯିବ ନାହିଁ। ଚାଇନା ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ…
ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ…
୪୬ ବର୍ଷ ବୟସରେ ମତୁଆଲା କରୁଛନ୍ତି ଏହି ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିୟନ; ହାଇସ୍କୁଲରେ ପଢ଼ୁଥିବା ବେଳେ ପଡ଼ିଥିଲେ ପ୍ରେମରେ
ନୂଆଦିଲ୍ଲୀ,୧୫।୧: ଚର୍ଚ୍ଚାରେ ଡବ୍ଲ୍ୟୁଡବ୍ଲ୍ୟୁଇର ଲୋକପ୍ରିୟ ତାରକା ମହିଳା ରେସଲର ତ୍ରିଶ୍ ଷ୍ଟ୍ରାଟସ୍। ୧୯୯୦ ଏବଂ ୨୦୦୦ ଦଶକରେ ସେ ୭ଥର ରେସଲିଂ ଚାମ୍ପିଅନ୍ ହୋଇଥିଲେ। ସେ ପୁରୁଷ ଚାମ୍ପିୟନଶିପ୍ ଜିତିଥିବା ଡବ୍ଲ୍ୟୁଡବ୍ଲ୍ୟୁଇର ମହିଳା ରେସଲରଙ୍କ ମଧ୍ୟରୁ ଜଣେ। ଏବେ ତ୍ରିଶ୍ଙ୍କୁ ୪୬…
ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…
ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ। ବିଚାରପତି ଜି.ଏସ୍. ଅଲୁଓ୍ବାଲିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିବା…
ବ୍ରେକ୍ଅପ ପରେ ସୁସ୍ମିତାଙ୍କ ଏକ୍ସ-ବୟଫ୍ରେଣ୍ଡ କହିଲେ ଏମିତି
ମୁମ୍ବାଇ: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ସୁସ୍ମିତା ସେନ୍ ଆଜିକାଲି ବୟଫ୍ରେଣ୍ଡ ରେହମନ ଶଲଙ୍କ ଠାରୁ ବ୍ରେକ୍ଅପକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଏବେ ସୁସ୍ମିତା ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ବ୍ରେକ୍ଅପ ବିଷୟରେ ସୂଚନା ଦେଇଥିଲେ। ସେ କହିଥିଲେ, ଏବେ ତାଙ୍କ…
ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ନାହିଁ କେହି ବିଦେଶୀ ଅତିଥି
ନୂଆଦିଲ୍ଲୀ,୧୫ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣ ମଧ୍ୟରେ ଚଳିତ ବର୍ଷ ପାଳନ କରାଯିବ ସାଧାରଣତନ୍ତ୍ର ଦିବସ । ଏଥର ମାତ୍ର ୨୪ ହଜାର ଲୋକ ଏଥିରେ ସାମିଲ ହେବେ ବୋଲି ଜଣାପଡିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି…
ନିଜ ସୈନ୍ୟଙ୍କ ଉପରେ ଜାଣିଶୁଣି ଆକ୍ରମଣ ଷଡ଼ଯନ୍ତ୍ର ରଚୁଛି ରୁଷିଆ…
ଓ୍ବାଶିଂଟନ,୧୫।୧: ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିବା ଲାଗି ଯୋଜନା ପ୍ରସ୍ତୁତି ଆରମ୍ଭ କରିଛି। ଏହା ଅନ୍ତର୍ଗତ ରାଷ୍ଟ୍ରପତି ବ୍ଲାଡମୀର ପୁଟିନ୍ ସରକାର ବାହାନା ଖୋଜୁଛନ୍ତି ବୋଲି ଆମେରିକା ଗୁପ୍ତଚର ସଂସ୍ଥା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରୁଷିଆ…
୧୧ କୋଟିର ଘର, ୮୦ ଲକ୍ଷର ଦାମୀ ଗାଡ଼ି; ଅଭିନେତାଙ୍କ ମୋଟ ସମ୍ପତ୍ତି ଜାଣିଲେ…
ବମ୍ବେ: ବୟସ ବଢ଼ୁଛି ହେଲେ ଛାପ ନାହିଁ। ସେଭଳି ଜଣେ ଅଭିନେତା ହେଲେ ନିଲ୍ ନିତିନ ମୁକେଶ। ଶନିବାର ସେ ୪୦ ବର୍ଷର ହୋଇଛନ୍ତି। ୧୯୮୨ ଜାନୁୟାରୀ ୧୫ରେ ଜନ୍ମଗ୍ରହଣ କରିଥିଲେ ସେ। ନିଲ୍ ଜେଜେ ବାପା ଜଣେ ଲୋକପ୍ରିୟ ଗାୟକ…
ଗୋଟିଏ ଛାତ ତଳେ ୯ ସ୍ତ୍ରୀଙ୍କ ସହ ରହୁଛନ୍ତି ଏହି ଯୁବକ, ଏମିତି ବଦଳିଗଲା ଜୀବନ
ଏକାସାଙ୍ଗରେ ୯ ମହିଳାଙ୍କୁ ବିବାହ କରି ପାଖରେ ରଖିବା ଆଶ୍ଚର୍ଯ୍ୟଜନକ କଥା। ମାତ୍ର ବ୍ରାଜିଲର ମଡେଲ ଆର୍ଥର-ଓ-ଉର୍ସୋ ୯ଜଣଙ୍କୁ ବିବାହ କରି ପାଖରେ ରଖିଛନ୍ତି। ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ ରହିଛନ୍ତି। ଆର୍ଥର ପୂର୍ବରୁ ବିବାହ କରିଥିଲେ। ମାତ୍ର ‘ଫ୍ରି…
ନେତାଜୀଙ୍କ ଜୟନ୍ତୀରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ…
ନୂଆଦିଲ୍ଲୀ, ୧୫।୧ : ଚଳିତ ବର୍ଷଠାରୁ ସାଧାରଣତନ୍ତ୍ର ଦିବସ ସମାରୋହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଜାନୁୟାରୀ ୨୩ରୁ ଆରମ୍ଭ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଏହି ସମାରୋହ ଜାନୁୟାରୀ…
Archives


