Home

ତୃତୀୟ ସପ୍ତାହରେ ଫିଲ୍ମ ‘ଆରଆରଆର’ର ଜବରଦସ୍ତ ରେକର୍ଡ

ମୁମ୍ବାଇ: କୋମାରାମ ଭୀମ ଓ ଆଲୁରୀ ସୀତାରାମ ରାଜୁଙ୍କ ଚରିତ୍ରରେ ଅଭିନୟ କରିଥିବା ଜୁନିୟର ଏନ୍‌ଟିଆର ଓ ରାମଚରଣଙ୍କ ବେଶ୍‌ ରୋମାଞ୍ଚକର କାହାଣୀ ‘ଆରଆରଆର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦିନକୁ ଦିନ ଏହି ଫିଲ୍ମ ସମସ୍ତ ରେକର୍ଡ ଭାଙ୍ଗିବାରେ…

ଆସାନସୋଲ ଉପନିର୍ବାଚନ: ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ

କୋଲକତା,୧୨।୪:ପଶ୍ଚିମବଙ୍ଗର ଆସାନସୋଲ ଲୋକ ସଭା ଆସନ ପାଇଁ ମଙ୍ଗଳବାର ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ ସମୟରେ ହିଂସା ଘଟଣା ସାମ୍ନାକୁ ଆସିଛି। ଭାଜପା ପ୍ରାର୍ଥୀ ଅଗ୍ନିମିତ୍ର ପାଲ ଅଭିଯୋଗ କରିଛନ୍ତି, ଟିଏମସି କର୍ମୀମାନେ ଆମ ଉପରେ ଆକ୍ରମଣ କରିଥିଲେ। ଆମ ଗାଡି…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କଡ଼ ବାର୍ତ୍ତା ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫଙ୍କୁ ଅଭିନନ୍ଦନ ଜଣାଇବା ସହ ସେ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି। ରାଜନାଥ ସିଂ କହିଛନ୍ତି, ପଡୋଶୀ ଦେଶ (ପାକିସ୍ତାନ)ର ନୂତନ ପ୍ରଧାନମନ୍ତ୍ରୀ (ଶେହଓ୍ବାଜ୍‌ ଶରିଫ)ଙ୍କୁ ଏକମାତ୍ର ବାର୍ତ୍ତା…

ମା’ ହେବାକୁ ଯାଉଛନ୍ତି ବ୍ରିଟନି ସ୍ପିୟର୍ସ

ପ୍ରସିଦ୍ଧ ଆମେରିକୀୟ ଗାୟିକା ବ୍ରିଟନି ସ୍ପିୟର୍ସ ତୃତୀୟ ସନ୍ତାନର ମା’ ହେବାକୁ ଯାଉଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମ ଯୋଗେ ସୂଚନା ଦେଇଛନ୍ତି। ନିକଟରେ ପ୍ରେମିକ ସାମ ଅସଘରୀଙ୍କ ସହ ମାଓ୍ବି ଟ୍ରିପ୍‌ରୁ ଫେରିବା ପରେ ସେ ଏହି ଖୁସି ଖବର ପ୍ରଶଂସକଙ୍କ…

କରୋନାରେ ଜଣଙ୍କ ଜୀବନ ଗଲା

ଭୁବନେଶ୍ବର,୧୨।୩:ରାଜ୍ୟରେ ମଙ୍ଗଳବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Details of cases confirmed as death due to Covid-19, after due completion of death…

ଖସୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୯ ଜଣ…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍‌ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍‌ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି। ହାର୍ଦ୍ଦିକ…

ରିଲିଜ୍‌ ପୂର୍ବରୁ ରେକର୍ଡ ଭାଙ୍ଗିଲା କେଜିଏଫ୍‌ ୨

ଫିଲ୍ମ କେଜିଏଫ୍‌ ଚାପ୍ଟର ୨ ରିଲିଜ୍‌ ପୂର୍ବରୁ ରେକର୍ଡ କରିଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ପ୍ରତୀକ୍ଷା ଶେଷ ହେବାକୁ ଯାଉଛି। କେଜିଏଫ୍‌ ଚାପ୍ଟର ୨ ଚଳିତ ସପ୍ତାହରେ ରିଲିଜ ହେଉଛି। ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର

ମୁମ୍ବାଇ,୧୨।୪:ସ୍ବର କୋକିଳା ତଥା ଭାରତ ରତ୍ନ ଲତା ମଙ୍ଗେଶକରଙ୍କ ସ୍ମୃତିରେ ତାଙ୍କ ପରିବାର ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଲତା ମଙ୍ଗେଶକର ଏବଂ ତାଙ୍କ ପିତା ଦିନାନାଥ ମଙ୍ଗେଶକରଙ୍କ ସ୍ମୃତିରେ ଏହି ପୁରସ୍କାର ଦିଆଯିବ। ପ୍ରତିବର୍ଷ…

କିରୋସିନ ଲିଟର ୭୬ ଟଙ୍କା, ଚିନ୍ତାରେ ଖାଉଟି

ଚଣ୍ଡିଖୋଲ,୧୨ା୪(ଡି.ଏନ.ଏ.):କେନ୍ଦ୍ର ସରକାର ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ମୂଲ୍ୟ ବଢ଼ାଇ ଚାଲିଛନ୍ତି। ଏହି ମୂଲ୍ୟବୃଦ୍ଧିରୁ କିରୋସିନ୍‌ ବାଦ୍‌ ପଡିନାହିଁ। ଗତ ୪ମାସ ମଧ୍ୟରେ କିରୋସିନ୍‌ର ମୂଲ୍ୟ ଅହେତୁକ ବୃଦ୍ଧି ପାଇଛି। ୨୦୨୨ ଜାନୁୟାରୀରେ କିରୋସିନ ଲିଟର ୫୦ଟଙ୍କା ଥିବା ବେଳେ ତାହା ଧିରେ…

ବୃଦ୍ଧା,ବୃଦ୍ଧ, ଦିବ୍ୟାଙ୍ଗଙ୍କୁ ଡିବିଟି ଚିନ୍ତା

ରସୁଲପୁର,୧୨ା୪(ଡି.ଏନ୍‌.ଏ.):ସାମାଜିକ ନିରାପତ୍ତା ଯୋଜନା ଜରିଆରେ ବୃଦ୍ଧା,ବୃଦ୍ଧ, ବିଧବା, ଦିବ୍ୟାଙ୍ଗମାନଙ୍କୁ ପ୍ରତିମାସରେ ଭତ୍ତା ପ୍ରଦାନ କରାଯାଉଛି। ଏଥିପାଇଁ ପ୍ରତି ମାସର ୧୫ତାରିଖକୁ ଜନସେବା ଦିବସ ଭାବେ ଘୋଷଣା କରାଯାଇଛି। ଏହି ଦିବସରେ ଅବା ତା’ପୂର୍ବରୁ ପଞ୍ଚାୟତ କାର୍ଯ୍ୟାଳୟରେ ହିତାଧିକାରୀମାନଙ୍କୁ ୫୦୦ ଓ ୭୦୦ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?