ସରୋଜିନୀ ଆପ୍ର ଭୁବନେଶ୍ୱର ମେୟର ପ୍ରାର୍ଥୀ
ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍ ଆଦମୀ ପାର୍ଟି(ଆପ୍) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ ଘୋଷଣା…
ବିଶ୍ୱ ଅର୍ଥନୀତି ପ୍ରଭାବିତ
ମସ୍କୋ/ଓ୍ବାଶିଂଟନ/ଲଣ୍ଡନ,୭ା୩: ଆମେରିକା ଓ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ୟୁକ୍ରେନ୍ ଆକ୍ରମଣକୁ ନେଇ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ଆର୍ଥିକ କଟକଣା ଜାରି କରିବାରେ ଲାଗିଛନ୍ତି। ଆଧୁନିକ ବିଶ୍ୱର ଇତିହାସରେ ଅଦ୍ୟାବଧି କୌଣସି ବୃହତ୍ ଅର୍ଥନୀତି ବିରୋଧରେ ଏତେ କଠୋର କଟକଣା ଲାଗି…
ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ
ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ ବିଛାଇ ଯୁବକଙ୍କୁ ଫାଶରେ ପକାଉଛନ୍ତି। ଯୁବକଙ୍କ ସହ ଅଶ୍ଳୀଳ ଚାଟ୍ କରିବା ପରେ ବ୍ଲାକ୍ମେଲ୍…
ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ
ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍ ଦର ବୃଦ୍ଧି ପାଇବ। ତଦନୁସାରେ ପରିବହନଜନିତ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିବ। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଆହୁରି…
ବାର୍ହା ଭାବି ଯୁବତୀଙ୍କୁ ଗୁଳି
ସୁନ୍ଦରଗଡ଼,୭।୩(ଡି.ଏନ୍.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ ହୋଇଛନ୍ତି। ସେ ହେଲେ ଉର୍ବଶୀ ନାଏକ (୧୮)। ସୁନ୍ଦରଗଡ଼ ସଦର ବ୍ଲକ ଧରୁଆଡିହି…
ଅପରେଶନ ଗଙ୍ଗା: ଆଜି ୮ଟି ବିମାନରେ ସ୍ୱଦେଶ ଫେରିବେ ୧୫୦୦ ଭାରତୀୟ
ନୂଆଦିଲ୍ଲୀ,୭ ।୩: ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସୋମବାର ଯୁଦ୍ଧଗ୍ରସ୍ତ ୟୁକ୍ରେନର ପଡୋଶୀ ଦେଶରୁୁ ୧୫୦୦ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବାର ବ୍ୟବସ୍ଥା କରାଯାଇଛି । ମୋଟ ୮ଟି ବିମାନରେ ଏମାନେ ସ୍ୱଦେଶ ଫେରିବେ । ଏଥିମଧ୍ୟରୁ ୫ଟି…
ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍
ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ କମିଶନ(ଏସ୍ଇସି)…
ରୁଷିଆରେ ସମସ୍ତ ସେବା ବନ୍ଦ କଲା ନେଟଫ୍ଲିକ୍ସ
ମସ୍କୋ,୭ ।୩: ୟୁକ୍ରେନ୍-ରୁଷିଆ ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଦୀର୍ଘ ୧୨ ଦିନର ଘମାଘୋଟ ଲଢେଇ ଭିତରେ ଛାରଖାର ହୋଇଗଲାଣି ୟୁକ୍ରେନ୍ । ଏପଟେ ରୁଷିଆର ଜିଦ୍ ଯୋଗୁ ଯୁଦ୍ଧ ବେଳକୁ ବେଳ ଆହୁରି ଭୟଙ୍କର…
ଆଜି ନାମାଙ୍କନ ପତ୍ର ଦାଖଲ ଶେଷ
ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ ରବିବାର…
ସୈଫ୍ଙ୍କ ଉପରକୁ ହାତ ଉଠାଇଲେ ତୈମୁର
ବଲିଉଡ୍ ଅଭିନେତ୍ରୀ କରୀନା କପୁର ଖାନ ଏବଂ ସୈଫ ଅଲି ଖାନଙ୍କ ବଡ଼ ପୁଅ ତୈମୁର ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ରାଗିକି ବାପା ସୈଫ୍ଙ୍କୁ ହାତ ଉଠାଉଥିବା ଭିଡିଓ ଭାଇରାଲ ହୋଇଛି। ସେଲିବ୍ରିଟି ଫଟୋଗ୍ରାଫର ଭାଇରାଲ…
ଜାଡେଜାଙ୍କ ଦ୍ୱିଶତକ ପୂର୍ବରୁ କାହିଁକି ହେଲା ଇନିଂସ ଘୋଷଣା: ରୋହିତ କଲେ ଖୁଲାସା
ମୋହାଲି,୬।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୋହାଲିରେ ଚାଲିଥିବା ପ୍ରଥମ ଟେଷ୍ଟ ମାତ୍ର ୩ ଦିନରେ ଶେଷ ହୋଇଛି। ଅଧିନାୟକ ଭାବେ ରୋହିତ୍ ଶର୍ମା ନିଜର ପ୍ରଥମ ଟେଷ୍ଟରେ ବୃହତ ବିଜୟ ହାସଲ କରିଛନ୍ତି। ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ଦମରେ…
‘ଯୁଦ୍ଧରେ ମଲେଣି ୧୧ ହଜାର ରୁଷୀୟ ସୈନ୍ୟ; ୨୮୫ ଟ୍ୟାଙ୍କ୍, ୪୪ ବିମାନ ଧ୍ୱଂସ’
କ୍ୱିଭ୍,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୧ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଥି ସହିତ, ୟୁକ୍ରେନ ଛାଡୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ କ୍ରମାଗତ ଭାବରେ ବୃଦ୍ଧି…
Archives


