Home

ଏହି କାରଣରୁ ବଡ଼ ଇନିଂସ ଖେଳିପାରୁନାହାନ୍ତି କୋହଲି

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷରେ ଭାରତ ଖେଳୁଥିବା ପ୍ରଥମ ଟେଷ୍ଟ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ଥିଲା। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଥିଲା । ପ୍ରଶଂସକମାନେ ଖାସ୍‌ ଦିନକୁ ଖାସ୍‌ କରିବାକୁ ଯାଇ କୋହଲି…

ରସଗୋଲାର ପ୍ରକୃତ ଇଂରାଜୀ ନାମ ଜାଣନ୍ତି କି

ଅନେକ ଖାଦ୍ୟ ପଦାର୍ଥ ରହିଛି, ଯାହାର ବିଶେଷ ଇଂରାଜୀ ନାମ ଅଛି। କିନ୍ତୁ ଆମେ ସେଗୁଡ଼ିକ ବିଷୟରେ ଜାଣି ନ ଥାଉ। ଆମେ ସେହି ଖାଦ୍ୟଗୁଡ଼ିକୁ କେବଳ ହିନ୍ଦୀ ଅନୁଯାୟୀ ଇଂରାଜୀ ଶବ୍ଦରେ ଲେଖୁ । ଯଦି ରସଗୋଲା ବିଷୟରେ ପଚରାଯାଏ,…

ଯୁଦ୍ଧ ସଙ୍କଟରେ ମାନବତାର ଉଦାହରଣ, ପୋଷା ବିଲେଇକୁ ନେଇ ସ୍ବଦେଶ ଫେରୁଛନ୍ତି ଭାରତୀୟ ଛାତ୍ର…

ନୂଆଦିଲ୍ଲୀ, ୫।୩ : ୟୁକ୍ରେନ୍‌ରେ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ସେଠାରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ଅପରେଶନ୍‌ ଗଙ୍ଗା ଜାରି ରହିଛି। ୟୁକ୍ରେନ୍‌ରୁ ଫେରିଥିବା ଜଣେ ଭାରତୀୟ ଛାତ୍ରଙ୍କ ମାନବତାର…

ଡ. ସୁନୀତି ମୁଣ୍ଡ୍‌ ଭାଜପାର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି। ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଥିବା ବେଳେ ଏବେ ଭାଜପା ମଧ୍ୟ ତା’ର ପ୍ରାର୍ଥୀ ଘୋଷଣା କରିଛି। ଭୁବନେଶ୍ୱର ମହାନଗର ନିଗମ…

ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ

ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍‌ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି । ସେ କିମ୍ବଦନ୍ତୀ କ୍ରିକେଟର…

ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ହସ୍ପିଟାଲରେ ଭର୍ତ୍ତି…

ମେହସାଣା, ୫।୩ : ଗୁଜରାଟ ମେହସାଣା ଜିଲାର କଂଗ୍ରେସ ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିସମନଗର ଥାନା ପକ୍ଷରୁ କୁହାଯାଇଛି ଯେ, ଶୁକ୍ରବାର ରାତିରେ ସାଓ୍ବଲା ଗାଁରେ ହୋଇଥିବା…

ମୃତ୍ୟୁ ପୂର୍ବର କେଇ ଘଣ୍ଟା; ଓ୍ବର୍ନଙ୍କୁ ବଞ୍ଚାଇବାକୁ ସଂଘର୍ଷ କରିଥିଲେ ହେଁ…

ନୂଆଦିଲ୍ଲୀ,୫।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ୱର୍ନଙ୍କ ଅକାଳ ବିୟୋଗ ପୂରା କ୍ରିକେଟ ଜଗତକୁ ସ୍ତବ୍ଧ କରିଦେଇଛି । ମାତ୍ର ୫୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି ସେ । ଥାଇଲ୍ୟାଣ୍ଡକୁ ଛୁଟି କାଟିବାକୁ ଯାଇଥିବା ବେଳେ ଓ୍ବର୍ନ ହୃଦଘାତରେ…

ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା

ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ ଦୌଡ଼ି ଆସିଥିଲେ। ନଦୀ ଭିତରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନାବାଳିକା…

୬୬ ହଜାର ୟୁକ୍ରେନ୍‌ବାସୀ ରୁଷିଆ ସହିତ ଲଢ଼ିବା ପାଇଁ ସ୍ବଦେଶ ଫେରିଲେ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ରେ ରୁଷିଆ ପାଇଁ ବାଧା ସାଜିଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ। ଆଖିରେ ଲୁହ, ମନରେ କୋହ ଥିଲେ ବି ମାତୃଭୂମିର ସୁରକ୍ଷା ପାଇଁ ସେମାନେ ହାତରେ ଅସ୍ତ୍ର ଧରିବାରେ ଲାଗିଛନ୍ତି। ଦିନକୁ ଦିନ ଏଭଳି ନାଗରିକଙ୍କ ସଂଖ୍ୟା…

ଜେଲେନସ୍କିଙ୍କ ହାତ ଛାଡ଼ିଲା ନାଟୋ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ବଡ଼ ଝଟ୍‌କା ଲାଗିଛି। ନାଟୋ ନୋ ଫ୍ଲାଏ ଜୋନ୍‌ ଘୋଷଣା କରିବାକୁ ମନା କରିଛି। ଫଳରେ ଜେଲେନସ୍କି ଏବେ ଅଡୁଆରେ ପଡ଼ିଛନ୍ତି। ଜେଲେନସ୍କି କହିଛନ୍ତି ଯେ, ଏହା ଦ୍ୱାରା ୟୁକ୍ରେନ୍‌ର ସମସ୍ତ…

ଘରେ ପଶି ଆଖିବୁଜା ଗୁଳି ଚଳାଇଲେ, ସ୍ବାମୀ ମୃତ; ସ୍ତ୍ରୀ-ପୁଅ ଆହତ

ମହାକାଳପଡ଼ା,୫ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଅଳାଇଲୋ ପଞ୍ଚାୟତ ବବକରପୁର ଗ୍ରାମର ଅରବିନ୍ଦ ମିଶ୍ରଙ୍କ ଘରେ ଶନିବାର ଅପରାହ୍ନର ଦୁଇ ଦୁର୍ବୃତ୍ତ ଅତର୍କିତ ଗୁଳି ଚାଳନା କରିଥିଲେ। ଏଥିରେ ଅରବିନ୍ଦଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ମୀନତି ଏବଂ…

ଜାଡେଜାଙ୍କ ଯାଦୁ: ୫୭୪ରେ ପାଳି ଘୋଷଣା କଲା ଭାରତ

ମୋହାଲି,୫।୩: ତିନି ମାସ ପରେ ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ମୋହାଲି ଟେଷ୍ଟରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଜାଡେଜା ୨୨୮ ବଲ୍‌ରେ ରେକର୍ଡ ୧୭୫ ରନ କରିଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri