ୟୁକ୍ରେନ ସୀମାରୁ ରୁଷିଆ ଗୁପ୍ତଚର ଗିରଫ
କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି ନିଷ୍କର୍ସ ବାହାରିପାରିନାହିଁ। ଉଭୟ ପାର୍ଶ୍ୱରୁ ବ୍ୟାପକ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନ…
ଚଳିତ ବର୍ଷର ନବମ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ
ସିଓଲ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଚରମ ସୀମାରେ ପହଞ୍ଚିଥିବା ବେଳେ ଉତ୍ତର କୋରିଆ ଶନିବାର ସକାଳେ ଏକ ଅଜଣା ମିଶାଇଲ ପରୀକ୍ଷା କରି ଏହାର ପଡୋଶୀ ଦେଶକୁ ଚମକାଇ ଦେଇଛି । ଏହି ମିଶାଇଲ କୋରିଆ ପ୍ରାନ୍ତର ପୂର୍ବ ସାଗରରେ ପରୀକ୍ଷା…
ଖାର୍କିଭରେ ଥମୁନି ବିସ୍ଫୋରଣ, ଲୁଚି ରହିବାକୁ ସାଧାରଣ ନାଗରିକଙ୍କୁ ପରାମର୍ଶ
କ୍ୱିଭ୍,୫ ।୩: ୟୁକ୍ରେନ୍-ରୁଷିଆ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ୟୁକ୍ରେନ୍ ଏବେ ଧ୍ୱଂସ ସ୍ତୁପରେ ପରିଣତ ହେବାକୁ ଯାଉଛି । ଗୋଟିଏ ପଟେ ରୁଷିଆର ଦାଦାଗିରି ତ ଅନ୍ୟପଟେ ୟୁକ୍ରେନର ଜିଦ୍ ବେଳକୁ ବେଳ ସ୍ଥିତିକୁ ଅଣାୟତ୍ତ କରିବାରେ…
ସ୍ବତନ୍ତ୍ର ଟ୍ରିବ୍ୟୁନାଲରେ ହେଉ ପୁଟିନ୍ଙ୍କ ବିଚାର
ମସ୍କୋ,୫ା୩: ଆକ୍ରମଣକାରୀ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଦଣ୍ଡିତ କରିବା ଲାଗି ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲରେ ତାଙ୍କର ବିଚାର କରାଯାଉ ବୋଲି ଶୁକ୍ରବାର ୟୁକ୍ରେନ୍ ପକ୍ଷରୁ ଦାବି କରାଯାଇଛି। ୟୁକ୍ରେନ୍ ସରକାର ଏବଂ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଗୋର୍ଡୋନ ବ୍ରାଉନ୍ ପୁଟିନ୍…
ଆକାଶରୁ ବୋମା ବର୍ଷା
କ୍ୱିଭ୍/ମସ୍କୋ,୫ା୩: ଆକାଶରୁ ତୁହାକୁ ତୁହା ବର୍ଷୁଛି ବୋମା। ରାଜରାସ୍ତାରେ ଫୁଟୁଛି ଗୁଳି। ବଡ଼ ବଡ଼ ଆପାର୍ଟମେଣ୍ଟ ଓ ସରକାରୀ ବିଲ୍ଡିଂଗୁଡ଼ିକୁ ରକେଟ ମାଡ଼ କରି ଧରାଶାୟୀ କରିବାରେ ଲାଗିଛି ରୁଷିଆ ସେନା। ମୃତାହତଙ୍କ ସଂଖ୍ୟା କେବଳ ଅନୁମାନ ମାତ୍ର। ପ୍ରକୃତ ସଂଖ୍ୟାର…
ଅପରେଶନ ଗଙ୍ଗା: ଆଜି ୧୫ ବିମାନରେ ଉଦ୍ଧାର ହେବେ ୩ହଜାର ଭାରତୀୟ
ନୂଆଦିଲ୍ଲୀ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ହେଲେ ସ୍ଥିତି ଏବେବି ଅଣାୟତ୍ତ । ୟୁକ୍ରେନ୍ ଉପରେ ରୁଷିଆ ବର୍ଷି ଚାଲିଛି ମିଶାଇଲ, ଗୁଳିଗୋଳା ଓ ବୋମା । ଥରି ଉଠିଛି ୟୁକ୍ରେନ୍ ମାଟି । ଏହାରି…
ଆମକୁ ମାରି ଦିଆଯିବ, ରକ୍ଷା କର
ସୁମି,୫ା୩: ଏଠାରେ ନା ଅଛି ଖାଦ୍ୟ, ନା ପାଣି। ପଦାକୁ ବାହାରିବାକୁ ଭୟ ଲାଗୁଛି। ପ୍ରତି ୨୦ ମିନିଟରେ ଏଠାରେ ଗୁଳି ଫୁଟିବା ସହ ଏୟାର ଷ୍ଟ୍ରାଇକର ଭୟ ରହିଛି। ଆମକୁ ରକ୍ଷା କରାଯାଉ ନଚେତ୍ ଆମକୁ ମାରି ଦିଆଯିବ। ଏମିତି…
ବାଣ କାରଖାନାରେ ବିସ୍ଫୋରଣ: ୧୦ ମୃତ
ଭାଗଲପୁର(ବିହାର),୫ା୩ (ପି.ଟି.): ବିହାରର ଭାଗଲପୁର ଜିଲାରେ ଏକ ବେଆଇନ ବାଣ କାରଖାନାରେ ଶୁକ୍ରବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଭୋର ସମୟରେ କାଜବାଲିଚକ ଅଞ୍ଚଳର ମହେନ୍ଦ୍ର…
ଆଶିଷଙ୍କ ଜାମିନକୁ ଚ୍ୟାଲେଞ୍ଜ: ୧୧ରେ ଶୁଣାଣି
ନୂଆଦିଲ୍ଳୀ,୫ା୩: ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଜାମିନକୁ ଚ୍ୟାଲେଞ୍ଜ କରି ମୃତ କୃଷକଙ୍କ ପରିବାର ପକ୍ଷରୁ ସୁପ୍ରମିକୋର୍ଟରେ ଦାଏର ପିଟିଶନର ଶୁଣାଣି ମାର୍ଚ୍ଚ ୧୧ରେ କରାଯିବ। ଶୁକ୍ରବାର ପ୍ରଧାନବିଚାରପତି…
ଶ୍ୱେତା ସିଂଙ୍କ ଜାମିନ ଖାରଜ
ମୁମ୍ବାଇ, ୫ା୩: ବୁଲ୍ଳି ବାଈ ଆପ୍ ଜରିଆରେ ମୁସଲମାନ ମହିଳାଙ୍କ ଫଟୋର ଦୁରୁପଯୋଗ କରି ଟଙ୍କା ଉପାର୍ଜନ ଅଭିଯୋଗରେ ଗିରଫ ହୋଇଥିବା ଶ୍ୱେତା ସିଂଙ୍କ ଜାମିନ ଶୁକ୍ରବାର ଖାରଜ ହୋଇଯାଇଛି। ଏଥରକୁ ମିଶାଇ ସେ ଦୁଇଥର ଜାମିନ ପାଇଁ ଆବେଦନ କରିଥିଲାବେଳେ…
ବୃଦ୍ଧା ମାଲିକାଣୀଙ୍କୁ ଅନ୍ଧ କରି ଚୋରି
ହାଇଦ୍ରାବାଦ,୫ା୩: ଚୋରି ପାଇଁ ମଣିଷ କେତେ ନିମ୍ନସ୍ତରକୁ ଖସିପାରେ ଏବଂ ଜଘନ୍ୟକାଣ୍ଡ ଘଟାଇପାରେ ତାହା ଦେଖିବାକୁ ମିଳିଛି ସିକନ୍ଦରାବାଦର ନାଚରମରେ। ହାଇଦ୍ରାବାଦ ପୋଲିସ ପି. ଭାର୍ଗବୀ ନାମ୍ନୀ ଜଣେ ୩୨ବର୍ଷୀୟା ମହିଳାଙ୍କୁ ଗତ ବୁଧବାର ଗିରଫ କରିଛି, ଯିଏ କି ଚୋରି…
ମଣିପୁର ବିଧାନସଭା ଲାଗି ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୨ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
ଇମ୍ଫାଲ,୫ ।୩: ମଣିପୁର ବିଧାନସଭା ଲାଗି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ସକାଳୁ ଆରମ୍ଭ ହୋଇଛି । ଏଥର ୬ ଜିଲାର ୨୨ଟି ଆସନ ଲାଗି ୯୨ ପ୍ରାର୍ଥୀ ରହିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ମହିଳା…
Archives


