Home

ଆମେରିକାରେ ୬ କୋଟିରୁ ଅଧିକ କରୋନା ଆକ୍ରାନ୍ତ

ଓ୍ବାଶିଂଟନ,୧୦ା୧: ଆମେରିକାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ପ୍ରଭାବ ବିସ୍ତାର କରିଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ପାର୍‌ କରିଛି। ଯାହା କି ବିଶ୍ୱ କରୋନା ସଂଖ୍ୟାର ପ୍ରାୟ ୨୦ ପ୍ରତିଶତ। ବିଶ୍ୱରେ କରୋନା ଭୂତାଣୁ ଦ୍ୱାରା…

ଏହି ମିଠାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ମିଠା ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। କୌଣସି ପବପର୍ବାଣୀ ହେଉ କିମ୍ବା ନ ହେଉ, ମିଠାର ସବୁବେଳେ ଚାହିଦା ଥାଏ। ନିକଟରେ ସୋସିଆଲ ମିଡିଆରେ ଏକ ନିଆରା ମିଠାର ଭିଡିଓ ଭାଇରାଲ ହୋଇଛି। ଏହି ମିଠାର ବିଶେଷତା ହେଉଛି ଏହାର…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଗଠନ ହେବ ଯାଞ୍ଚ୍‌ କମିଟି…

ନୂଆଦିଲ୍ଲୀ, ୧୦।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ଅବହେଳା ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ଏକ ଯାଞ୍ଚ କମିଟି ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏହି କମିଟି…

ପ୍ରେମିକଙ୍କ ସହ ରୋମାଣ୍ଟିକ ହେଲେ ଏହି ଫିଲ୍ମ ନିର୍ମାତାଙ୍କ ଝିଅ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ଝିଅ ଆଲିଆ ଏବେ ଚର୍ଚ୍ଚାରେ ଅଛନ୍ତି। ଗତ ୮ ତାରିଖରେ ଆଲିଆ ତାଙ୍କର ୨୧ତମ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ଆଲିଆ ସାଙ୍ଗ ଏବଂ ପ୍ରେମିକଙ୍କ…

ସ୍ୟୁ ଚୀଙ୍କୁ ପୁଣି ୪ ବର୍ଷ ଜେଲ୍‌ ଦଣ୍ଡାଦେଶ…

ନାପିଦ୍ୱ,୧୦।୧: ନୋବେଲ ବିଜେତା ତଥା ମ୍ୟାନ୍‌ମାର ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ କରୋନା ନିୟମ ଉଲ୍ଲଂଘନ କରିଥିବା ଏବଂ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେଇଥିବା ଅପରାଧରେ ସୋମବାର ୪ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହା ପୂର୍ବରୁ ୨୦୨୧ ଡିସେମ୍ବରରେ…

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ପାଣାଜୀ,୧୦।୧: ଗୋଆ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବିଧାୟକ ମାଇକେଲ ଲୋବୋ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ପଦ ସହିତ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଲୋବୋ…

ଛୁଆକୁ ଖାଲରୁ ଏମିତି ଉଦ୍ଧାର କଲେ ହାତୀପଲ, ଭିଡିଓ ଦେଖିଲେ…

ବେଳେବେଳେ ଜୀବଜନ୍ତୁଙ୍କର କିଛି କାମ ଦେଖିଲେ ମନ ଆନନ୍ଦିତ ହୋଇଯାଏ। ଏବେ ସୋସିଆଲ ମିଡିଆରେ ସେମିତି ଏକ ହାତୀର ଭିଡିଓ ଭାଇରାଲ ହେଉଛି। ଉପରକୁ ଚଢ଼ିବା ବେଳେ ଏକ ହାତୀଛୁଆ ତଳକୁ ଖସି ପଡୁଛି। ଛୁଆହାତୀକୁ ଅସୁବିଧାରେ ପଡ଼ିଥିବା ଦେଖି ସେଠାରେ…

ପ୍ରେମିକାଙ୍କ ବିକିନି ପିନ୍ଧା ଫଟୋ ଦେଖି ଏମିତି କହିଲେ ଟାଇଗର୍‌

ବଲିଉଡ ଅଭିନେତ୍ରୀ ଦିଶା ପଟାନୀ ନିଜକୁ ଗ୍ଲାମରସ୍‌ ଦେଖାଯିବାକୁ ସର୍ବଦା ପସନ୍ଦ କରନ୍ତି। ନିକଟରେ ଦିଶା ଇନଷ୍ଟାଗ୍ରାମରେ ନିଜର ଏକ ବିକିନ୍‌ ପିନ୍ଧା ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅଭିନେତ୍ରୀଙ୍କ ଏହି…

୧୯ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଶିଶୁଙ୍କ ସମେତ ୧୯ ଜୀବନ୍ତ ଦଗ୍ଧ…

ନ୍ୟୁୟର୍କ, ୧୦।୧ : ଆମେରିକାର ନ୍ୟୁୟର୍କ ସହରରେ ଏକ ୧୯ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ ଶିଶୁଙ୍କ ସମେତ ୧୯ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୩୨ ଜଣ ଆହତଙ୍କୁ…

ଜନ୍ମଦିନରେ ହ୍ରିତିକ୍‌ଙ୍କ ଘରକୁ ଆସିଲା ନୂଆ ଅତିଥି

ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନ ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଏଥର ଜନ୍ମଦିନ ତାଙ୍କ ପାଇଁ ସ୍ବତନ୍ତ୍ର। କାରଣ ଜନ୍ମ ଦିନରେ ତାଙ୍କ ଘରକୁ ଏକ ନୂଆ ଅତିଥି ଆସିଛନ୍ତି। ଏହି ଅତିଥି ଜଣଙ୍କ ହେଉଛନ୍ତି କୁକଚର ଛୁଆ। ଯାହାର ନାଁ…

୨୦୨୪ର ସେମିଫାଇନାଲ, ଭାଜପା-କଂଗ୍ରେସର ଭବିଷ୍ୟତ ନିର୍ଣ୍ଣୟ କରିବ ୫ ରାଜ୍ୟର ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୧୦।୧ : ଦେଶରେ ୫ଟି ରାଜ୍ୟରେ ବିିଧାନସଭା ନିର୍ବାଚନ ହୋବକୁ ଯାଉଛି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଏହାକୁ ସେମିଫାଇନାଲ୍‌ ଭାବେ ରାଜନୈତିକ ସମୀକ୍ଷକ ବିଚାର କରୁଛନ୍ତି। ଦେଶର ମୋଟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଏହି ପାଞ୍ଚଟି…

ଚେତାବନୀ ଦେଲା ଆମେରିକା

ନ୍ୟୁୟର୍କ,୯।୧: ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ତାକୁ ଆର୍ଥିକ ଭାବେ ଦୁର୍ବଳ କରିଦେବୁ ବୋଲି ଆମେରିକା କହିଛି। ୟୁକ୍ରେନ ଉପରେ ତିକ୍ତତା ମଧ୍ୟରେ ଆମେରିକା ଏବଂ ରୁଷିଆର ବରିଷ୍ଠ କୂଟନୈତିକ ଅଧିକାରୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri