ଆଉ ୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩…
ଟସ୍ ଜିତିଲା ଭାରତ
ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳୁଥିବା ଏକାଦଶରେ ଶ୍ରେୟସ ଆୟର ଏବଂ ହନୁମା ବିହାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।…
ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୩ ଜଣ ଚିହ୍ନଟ ହୋଇଥିବା…
ମନ୍ଥର ଗତିରେ ଚାଲିଛି ଧାନକିଣା
ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସ ବିଭିନ୍ନ ଆଳ ଦେଖାଇ ଧାନ ଉଠାଉ ନାହାନ୍ତି। ଫଳରେ ଚାଷୀ ନାହିଁ ନ ଥିବା ହଇରାଣ ହେଉଛନ୍ତି।…
ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଜେଲେନସ୍କିଙ୍କ ସହ କଥା ହେଲେ ବାଇଡେନ
ୱାଶିଂଟନ,୪ ।୩: ୟୁକ୍ରେନର ଏନରହୋଦର ସହରରେ ଥିବା ୟୁରୋପର ସବୁଠାରୁ ବଡ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜାପୋରଝିଆରେ ରୁଷିଆ ପକ୍ଷରୁ ବିସ୍ଫୋରଣ କରାଯିବା ପରେ ଶୁକ୍ରବାର ଏଥିରେ ଅଚାନକ ନିଆଁ ଲାଗିଯାଇଛି । ଯଦି ଏଥିରେ ବିସ୍ଫୋରଣ ହୁଏ ତେବେ ଏହା…
କ୍ୱିଭରେ ଗୁଳିମାଡରେ ଜଣେ ଭାରତୀୟ ଛାତ୍ର ଆହତ
କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଘନଘଟା ମଧ୍ୟରେ ନବମ ଦିନରେ ବି ଗର୍ଜୁଛି ମିଶାଇଲ, ଜଳୁଛି ସହର ପରେ ସହର । ତେବେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ସକାଳୁ ଗୁଳି ଫୁଟିିବାରୁ ଜଣେ ଭାରତୀୟ…
୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା
ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି…
ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଚେତାବନୀ ଦେଲା ଆଇଏଇଏ
ଭିଏନା,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଥିବା ବେଳେ ବେଳକୁ ବେଳ ଏହା ଭୟଙ୍କର ରୂପ ଧାରଣ କରୁଛି । ୟୁକ୍ରେନର ପ୍ରାୟ ସବୁ ବଡ ବଡ ସହର ଏବେ ଧ୍ୱଂସ ସ୍ତୁପରେ ପରିଣତ ହୋଇଥିବା ବେଳେ…
ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ
ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି…
ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା
ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ଯାତ୍ରା ୭ବର୍ଷ ହେବ ବନ୍ଦ ରହିଛି।…
ବିହାର ଭାଗଲପୁରରେ ସିରିଏଲ ବିସ୍ଫୋରଣ: ୪ ମୃତ, ୧୨ ଆହତ
ଭାଗଲପୁର,୪ ।୩: ବିହାରର ଭାଗଲପୁରରେ ଗୁରୁବାର ରାତିରେ ସିରିଏଲ ବିସ୍ଫୋରଣ ହୋଇଛି । ଯାହା ଫଲରେ ସାରା ସହର ଥରି ଉଠିଛି । ବିସ୍ଫୋରଣ ଏତେ ଅଧିକ ଥିଲା ସେ ଏହାର ଶବ୍ଦ ସାରା ସହରକୁ ଶୁଭିଥିବା ବେଳେ ଏଥିରେ ୨-୪ଟି…
କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ
ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ। ବନ୍ୟପ୍ରାଣୀ ପିସିସିଏଫ୍ଙ୍କ କାର୍ଯ୍ୟାୟଳର ୱାଇଲ୍ଡଲାଇଫ୍ କଞ୍ଜରଭେଶନ…
Archives


