Home

ମସ୍‌ଜିଦ୍‌ରେ ଲାଉଡ୍‌ସ୍ପିକର ନ ଲଗାଇବାକୁ ଦାବି କଲେ ମନ୍ତ୍ରୀ

ପାଟନା,୭।୪: ମସ୍‌ଜିଦରେ ଡାକବାଜି ଯନ୍ତ୍ରର ଉତ୍କଟ ଶବ୍ଦ ଉପରେ ରୋକୋ ଲଗାଇବା ପାଇଁ ଗୁରୁବାର ବିହାର ଭାଜପା ମନ୍ତ୍ରୀ ଦାବି କରିଛନ୍ତି। ମସ୍‌ଜିଦରେ ଅଜାନ ସମୟରେ ଲାଉଡ୍‌ସ୍ପିକର ଉପରେ ପ୍ରତିବନ୍ଧକ ଲଗାଇବାକୁ ବିହାରର ଭାଜପା ମନ୍ତ୍ରୀ ଜନକ ରାମ ଦାବି କରିଛନ୍ତି।…

ଲେମ୍ବୁ କିଲୋ ୩୦୦

ନୂଆଦିଲ୍ଲୀ,୭।୪: ଦେଶରେ ପେଟ୍ରୋଲ, ଡିଜେଲ ଓ ସିଏନ୍‌ଜି ଉପରେ ମହଙ୍ଗା ମାଡ଼ ପରେ ସାଧାରଣଲୋକଙ୍କ ପାଇଁ ପନିପରିବା ଦର ଏବେ ଆକାଶଛୁଆଁ ହୋଇଛି। ଇତିମଧ୍ୟରେ ଦିଲ୍ଲୀରେ ଲେମ୍ବୁର ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ଟଙ୍କା ହୋଇଥିବା ଜଣାପଡ଼ିଛି। ହୋଲସେଲ୍‌ ବଜାରରେ ଲେମ୍ବୁର ମୂଲ୍ୟ…

ସେନାଙ୍କ ଗୁଳିରେ ୨ଆହତ

ଶ୍ରୀନଗର,୭।୪: ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲା ସ୍ଥିତ ହିନ୍ଦଓ୍ବାଡାର କସବେରେ ଗୁରୁବାର ଦ୍ୱିପ୍ରହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ସେନା ଯବାନଙ୍କୁ ଗୁଳିରେ ୨ଜଣ ସ୍ଥାନୀୟ ନାଗରିକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ହିନ୍ଦଓ୍ବାଡାର…

ଆଉ ରିମାଣ୍ଡ ନୁହେଁ, ୧୧ରେ ଶୁଣାଣି

ଚାନ୍ଦବାଲି,୭ା୪(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନୁ ଭୋଇଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ୩ଦିନିଆ ରିମାଣ୍ଡରେ ଗତ ୩ ତାରିଖରେ ନେଇଥିଲେ। ଗୁରୁବାର ଚାନ୍ଦବାଲି ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ହାଜର କରାଯିବା…

ଲଦାଖରେ ପାଓ୍ବାର ଗ୍ରୀଡ୍‌ ଭଣ୍ଡୁର ପାଇଁ ହ୍ୟାକରଙ୍କ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୭ା୪: ଚାଇନା ଏହାର କଳାକାରନାମାରୁ ନିବୃତ୍ତ ହେଉନାହିଁ। ଲଦାଖରେ ଏହାର କଳାକାରନାମା ଜାରି ରଖିଛି। ଏହା ମଧ୍ୟରେ ଚାଇନାର ହ୍ୟାକରମାନେ ଲଦାଖର ପାଓ୍ବାର ଗ୍ରୀଡକୁ ଭଣ୍ଡୁର କରିବାକୁ ଚେଷ୍ଟା କରୁଛନ୍ତି। କେନ୍ଦ୍ରଶକ୍ତି ମନ୍ତ୍ରୀ ଆର.କେ ସିଂ ଗୁରୁବାର କହିଛନ୍ତି, ଲଦାଖ ନିକଟରେ…

ବିଜୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ସାଉଥ୍‌ ସିନେମାର ପ୍ରସିଦ୍ଧ ଅଭିନେତା ଥଲାପଥି ବିଜୟ କେବଳ ତାଙ୍କର ଫିଲ୍ମ ପାଇଁ ନୁହେଁ ବରଂ ବିଳାସପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା। ଗତ ବର୍ଷ ମୁକ୍ତିଲାଭ କରିଥିବା ବିଜୟଙ୍କ ଫିଲ୍ମ ‘ମାଷ୍ଟର’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଥିଲା। ବିଜୟଙ୍କ ସମ୍ପତ୍ତି…

ହସ୍ପିଟାଲରୁ ପ୍ରଥମ ଫଟୋ ଶେୟାର କଲେ କମେଡି କୁଇନ୍‌

ମୁମ୍ବାଇ: ମା’ ହେବା ଜୀବନର ସବୁଠାରୁ ବିଶେଷ ଅନୁଭବ। ୯ ମାସ ପର୍ଯ୍ୟନ୍ତ ଶିଶୁକୁ ଗର୍ଭରେ ଧାରଣ କରି ଯେତେବେଳେ ମା’ ନିଜ ସନ୍ତାନକୁ ଜନ୍ମ ଦିଏ ଏହା ମହିଳାମାନଙ୍କର ଦ୍ୱିତୀୟ ଜନ୍ମ ବୋଲି କୁହାଯାଏ। ନିକଟରେ ଲକ୍ଷ ଲକ୍ଷ ଲୋକଙ୍କ…

ଇମ୍ରାନ୍‌ଙ୍କୁ ଝଟ୍‌କା

ଇସଲାମାବାଦ,୭ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ତେବେ ଏହି ଶୁଣାଣିରେ ଇମ୍ରାନ ଖାନ୍‌ଙ୍କୁ ଏକ ଶକ୍ତ ଧକ୍କା ଲାଗିଛି। ରିପୋର୍ଟ ଅନୁଯାୟୀ, ଏପ୍ରିଲ ୩ରେ ରାଷ୍ଟ୍ରୀୟ ସଭାରେ ଡେପୁଟି ବାଚସ୍ପତି ଦେଇଥିବା ନିଷ୍ପତ୍ତି ଭୁଲ୍‌ ବୋଲି…

ମୋଦିଙ୍କୁ ରାମ, ଯୋଗୀଙ୍କୁ କୃଷ୍ଣ କହିବାରୁ ମୁସଲମାନ ବ୍ୟକ୍ତିଙ୍କୁ ପିଟିଲେ ଲୋକେ

ବରେଲି,୭।୪: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମୁସଲମାନ ଯୁବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକମାନେ ତାଙ୍କୁ ପିଟିଛନ୍ତି। ଏହି ଘଟଣା ବାରଦରି ପୋଲିସ ଷ୍ଟେଶନ…

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦିଲ୍ଲୀ-ମସ୍କୋ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୭।୪:ରୁଷିଆ ଓ ୟୁକ୍ରେନ ଯୁଦ୍ଧ ଜୋରଦାର ଚାଲିଥିବାବେଳେ ଗୁରୁବାର ଦିଲ୍ଲୀ-ମସ୍କୋ ବିମାନ ସେବାକୁ ହଠାତ୍‌ ବାତିଲ କରିଦେଇଛି ଏୟାର ଇଣ୍ଡିଆ। ବିମାନ ଯାତ୍ରା ପ୍ରତି ବିପଦ ରହିଥିବା ଆଶଙ୍କା କରି ଏପରି ନିଷ୍ପତ୍ତି ନେଇଛି ଏୟାର ଇଣ୍ଡିଆ। ବିମାନରେ ଯାତ୍ରା କରିବାକୁ…

ପେଟ୍ରୋଲ ପମ୍ପ୍‌ ମାଲିକ ରଖିଲେ ଏମିତି ଅଜବ ସର୍ତ୍ତ, ଜାଣିଲେ…

ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଦିନକୁ ଦିନ ଅହେତୁକ ଭାବେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଯାନବାହନରେ ମୁଦ୍ରାସ୍ଫୀତିର ପ୍ରଭାବ ଦେଖାଯିବା ସହିତ ସାଧାରଣ ଜନତାଙ୍କ ପକେଟ୍‌ ବି ଖାଲି ହୋଇଯାଉଛି। ପେଟ୍ରୋଲ ଏବଂ ଡିଜେଲ ସମ୍ବନ୍ଧୀୟ ଖବର…

ସୋନିଆ, ମୁଲାୟମଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୭।୪: ଆଜି ବଜେଟ ଅଧିବେଶନ ଶେଷ ହେବା ସହିତ ସଂସଦର ପ୍ରକ୍ରିୟା ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବଜେଟ ଅଧିବେଶନ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ୍‌ କନଫରେନ୍ସ ନେତା ମୁଖ୍ୟ ଫାରୁକ ଅବଦୁଲ୍ଲା, ସମାଜବାଦୀ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?