Home

ଶ୍ୱେତାଙ୍କ ଗେହ୍ଲିଙ୍କ ପ୍ରେମରେ ପଡ଼ିଛନ୍ତି ଇବ୍ରାହିମ

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ସୈଫ ଅଲ୍ଲୀ ଖାନଙ୍କ ପୁଅ ଇବ୍ରାହିମ ଅଲ୍ଲୀ ଖାନ ପଡ଼ିଛନ୍ତି ପ୍ରେମରେ। ଟେଲି ପରଦାର ହିଟ୍‌ ନାୟିକା ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକଙ୍କୁ ଡେଟ୍‌ କରୁଛନ୍ତି ସେ। ଉଭୟଙ୍କୁ ଏକାଠି ଡିନର୍‌ ଡେଟ୍‌ରେ ଯାଉଥିବା ଦେଖାଯାଇଛି। ହେଲେ…

ରୁଷିଆ ଉପରେ ପୁଣି କଡ଼ା ପ୍ରତିବନ୍ଧକ ଲଗାଇଲା ଆମେରିକା

କ୍ୱିଭ୍‌,୬।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଜି ଯୁଦ୍ଧର ୪୨ତମ ଦିନ। ଏ ପର୍ଯ୍ୟନ୍ତ ରୁଷିଆ ୟୁକ୍ରେନର ଅନେକ ସହରକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଦେଇଛି। ଏଥି ସହିତ, ୟୁକ୍ରେନର ବୁଚାଠାରେ ହୋଇଥିବା ହତ୍ୟାକାଣ୍ଡ ପାଇଁ ରୁଷିଆ ସମଗ୍ର ବିଶ୍ୱରେ ସମାଲୋଚିତ…

ହ୍ରିତିକଙ୍କ ପରେ ସମ୍ପର୍କ ଉପରେ ମୋହର ମାରିଲେ ସୁଜୈନ

ବମ୍ବେ: ପରସ୍ପରଠାରୁ ଅଲଗା ହେବା ପରେ ଜୀବନରେ ଆଗକୁ ବଢ଼ିଛନ୍ତି ବଲିଉଡ ଅଭିନେତା ହ୍ରିତିକ ରୋଶନ ଏବଂ ସ୍ତ୍ରୀ ସୁଜୈନ ଖାନ୍‌। ଏବେ ଉଭୟ ନିଜ ନିଜର ସାଥୀ ଖୋଜି ନେଇଛନ୍ତି। ମଙ୍ଗଳବାର ହ୍ରିତିକ୍‌ ପ୍ରେମିକା ସବା ଆଜାଦଙ୍କ ହାତ ଧରି…

ନିୟମିତ ଶିକ୍ଷକ ମାନ୍ୟତା ଦାବି

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଶିକ୍ଷାଦାନ କରୁଥିବା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ଆଜି ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିକ୍ଷକମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ୨୦୧୫ ମସିହାରୁ ଶିକ୍ଷା ସହାୟକ/ସହାୟିକା…

ତିଳକ ଲଗାଇ ସ୍କୁଲ ଆସିିବାରୁ ଛାତ୍ରୀଙ୍କୁ ନିର୍ଧୂମ ପିଟିଲେ ଶିକ୍ଷକ

ଶ୍ରୀନଗର,୬।୪: ଜମ୍ମୁ-କଶ୍ମୀରର ରାଜୌରିରେ ଏକ ଅଭାବନୀୟ ଘଟଣା ଘଟିଛି। ନବରାତ୍ର ସମୟରେ ମୁଣ୍ଡରେ ତିଳକ ଲଗାଇ ସ୍କୁଲ ଯାଇଥିବା ଜଣେ ଛାତ୍ରୀଙ୍କୁ ଶିକ୍ଷକ ପିଟିଥିବା ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ରୁଜୁ ହେବାପରେ ଅଭିଯୁକ୍ତ ଶିକ୍ଷକଙ୍କଚ ନିଲମ୍ବିତ କରାଯାଇଛି। ଏହାସହ…

୪ ଭାଇଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତଙ୍କୁ ଦୁଇଦିନିଆ ରିମାଣ୍ଡ ଅନୁମତି

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ର କରି ବଚସା ଓ ପରେ ଯୋଜନାବଦ୍ଧ ଭାବେ ୪ଭାଇଙ୍କୁ ଜଘନ୍ୟ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ଜଡ଼ିତ ୫ ଅଭିଯୁକ୍ତଙ୍କୁ ପୋଲିସ ଗତ ୨୯ରେ ଗିରଫ…

୮ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡ଼ବିଲ,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଜଣେ ୮ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ଘଟଣାରେ ଅଟକ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଭଦ୍ରାସାହି ପଞ୍ଚାୟତର ସୁନିଆ ଓରଫ ଟିରୁ ଚାମ୍ପିଆ। ସୂଚନାଯୋଗ୍ୟ, ରବିବାର…

କାଳବୈଶାଖୀରେ ଗଛ ପଡ଼ି ତାର ଛିଣ୍ଡିଲା, ବିଦ୍ୟୁତ୍‌ ସେବା ବ୍ୟାହତ

ଦାରିଙ୍ଗବାଡ଼ି,୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା ସହ ଗଛ ପଡ଼ି ଅନେକ ବିଦ୍ୟୁତାର ଛିଣ୍ଡିଥିବା ଦେଖିବାକୁ ମିଳିଛି। ସେହିପରି ଉକ୍ତ ବ୍ଲକ…

ବିରୋଧୀଙ୍କ ଉପରେ ବର୍ଷିଲେ ବାବୁଲ ସୁପ୍ରିଓ; କହିଲେ ମୁଁ ସବୁକିଛି ହୋଇପାରେ,ହେଲେ…

କୋଲକାତା,୬।୪: ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ବାବୁଲ ସୁପ୍ରିୟୋଙ୍କୁ ଜଣେ ଦଳବଦଳକାରୀ ନେତା ବୋଲି ବିରୋଧୀ ଅଭିଯୋଗ ଆଣିଥିଲେ। ବୁଧବାର ଏହି ଉକ୍ତିର ଜବାବ ରଖି ‘ମୁଁ ସବୁ କିଛି ହୋଇପାରେ। କିନ୍ତୁ ମୁଁ ଦଳବଦଳକାରୀ ନୁହେଁ’ ବୋଲି ବାବୁଲ କହିଛନ୍ତି।…

ଜନବସତି ମୁହାଁ ଭାଲୁ, ଲୋକେ ଭୟଭୀତ

କୋକସରା,୬ା୪(ଡି.ଏନ.ଏ): ଜଙ୍ଗଲ ନଷ୍ଟ କାରଣରୁ ହେଉ ଅବା ଖାଦ୍ୟ ଅନ୍ବେଷଣରେ ଏବେ ଜନ ବସତିମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ପ୍ରଚଣ୍ଡ ଖରା ଯୋଗୁ ଏବେ ଜଙ୍ଗଲରେ ଖାଦ୍ୟର ଅଭାବ ସାଙ୍ଗକୁ ଜଙ୍ଗଲରେ ନିଆଁ ଲାଗୁଥିବା ଯୋଗୁ ଗାଁ ମୁହାଁ ହୋଇଛି ଭାଲୁ…

ଟ୍ରେନ୍‌ ଭିତରେ ଚାଲିଛି ଶିକ୍ଷାଦାନ

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସାହାଜଖୋଲ ଜଙ୍ଗଲ ମଧ୍ୟରେ ରହିଥିବା ଆଦିବାସୀ ଗାଁ ବିରିମୁହାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୂପରେଖ ଦୂରରୁ ଦେଖି ଯେ କେହି ଘଡ଼ିଏ ଅଟକି ଯିବ। ଦୂରରୁ ଟ୍ରେନ୍‌ ସଦୃଶ ଦେଖାଯାଉଛି ସ୍କୁଲ।…

ଭୁବନେଶ୍ୱରରେ ନିର୍ମାଣ ହେବ ୨ ଫୁଟ୍‌ ଓଭରବ୍ରିଜ୍‌, ୧ ଫ୍ଲାଇଓଭର୍‌

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୨ଟି ଫୁଟ୍‌ ଓଭରବ୍ରିଜ୍‌ ଓ ଗୋଟିଏ ଫ୍ଲାଇ ଓଭର୍‌ ନିିର୍ମାଣ ହେବ। ଏନେଇ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। କସମୋପୋଲିସ ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?