ଉଠିଲା ମହାଦୀପ
ଭୁବନେଶ୍ୱର, ୧ା୩(ବ୍ୟୁରୋ): ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଛି ମହାଦୀପ। ବୁଧବାର ରାତି ୧୦ଟା ୨୦ ମିନିଟରେ ମହାଦୀପ ଉଠିଛି। ଏହି ସମୟରେ ମନ୍ଦିର ପରିସରରେ ‘ହର ହର ମହାଦେବ’ ଧ୍ୱନୀ ପ୍ରକମ୍ପିତ ହେଉଥିବା ଶୁଣିବାକୁ ମିଳିଛି।…
ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…
ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ସ୍ଥିର ହୋଇଛି। ଆଗାମୀ ୩ ଦିନରେ ଭାରତୀୟଙ୍କ ଏୟାର…
ବୋମା ବର୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଘରକୁ ଫେରାଇ ଆଣିବା କଷ୍ଟକର…
ବେଜିଂ,୧।୩ : ୟୁକ୍ରେନ୍ରେ ଚାଇନାର ୬ ହଜାରରୁ ଅଧିକ ଛାତ୍ରୀଛାତ୍ର ଅଟକି ରହିଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବା ନେଇ ଚାଇନାରେ ବିବାଦ ଆରମ୍ଭ ହୋଇଛି। ଚାଇନା ଅଧିକାରୀ କହିଛନ୍ତି ଯେ, ବୋମା, ମିଜାଇଲ୍ ବର୍ଷା ମଧ୍ୟରେ ଉଦ୍ଧାର କାର୍ଯ୍ୟରେ ବାଧା…
କୋହଲିଙ୍କୁ ବଡ଼ ଉପହାର ଦେଲା ବିସିସିଆଇ
ନୂଆଦିଲ୍ଲୀ,୧।୩: ଭାରତ-ଶ୍ରୀଲଙ୍କା ମଧ୍ୟରେ ଦୁଇ ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ମୋହାଲିରେ ଖେଳାଯିବ। ଏହି ମ୍ୟାଚ୍ରେ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଅଧିନାୟକ ପଦ ନିର୍ବାହ କରିବେ। ସେହିଭଳି ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏହା…
ୟୁକ୍ରେନବାସୀଙ୍କୁ ଘର ଖାଲି କରିବାକୁ ଚେତାବନୀ ଦେଲା ରୁଷିଆ; ଆଜି ରାତିରେ କ୍ୱିଭ୍ରେ ଧ୍ୱଂସଲୀଳା
କ୍ୱିଭ୍, ୧ା୩: ୬ଷ୍ଠ ଦିନରେ ବି ଜାରି ରହିଛି ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ। ରୁଷିଆ ମଙ୍ଗଳବାର ମଧ୍ୟ ୟୁକ୍ରେନ୍ର ବିଭିନ୍ନ ସହର ଉପରେ ଆକ୍ରମଣ କରିଛି। ରାଜଧାନୀ କ୍ୱିଭ୍ ଏବଂ ୟୁକ୍ରେନ୍ର ଦ୍ୱିତୀୟ ବୃହତ୍ତମ ସହର ଖର୍କିଭକୁ କବ୍ଜା କରିବାକୁ ରୁଷିଆ…
ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍ଡାଉନ୍ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…
ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ ରଖିବା ପାଇଁ ଶବାଗାରରେ ସ୍ଥାନର ଅଭାବ ଦେଖାଦେଇଛି। ହଂକଂର ବହୁ ଲୋକ କରୋନା ଟିକା…
ରୁଷିଆ ସହ ଲଢ଼ି ଶକ୍ତିର ପ୍ରମାଣ ଦେଇଛୁ: ଜେଲେନ୍ସ୍କି
କ୍ୱିଭ୍, ୧ା୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ସୋମବାର ଉଭୟ ପକ୍ଷ ମଧ୍ୟରେ ବେଲାରୁଷ ସୀମାରେ ପ୍ରଥମ ଥର ପାଇଁ ଶାନ୍ତି ଆଲୋଚନା ନିମନ୍ତେ ବୈଠକ ବସିଥିଲେ ବି ସେଥିରୁ କୌଣସି ନିଷ୍କର୍ଷ ବାହାରିପାରିନାହିଁ। ରୁଷିଆର ଦାବିକୁ ଗ୍ରହଣ…
୧୦୦ତମ ଟେଷ୍ଟରେ ଶତକ ମାରନ୍ତୁ ବୋଲି ପ୍ରାର୍ଥନା
ନୂଆଦିଲ୍ଲୀ,୧।୩: ଶ୍ରୀଲଙ୍କା ବିପକ୍ଷରେ ମୋହାଲିରେ ମାର୍ଚ୍ଚ ୪ରୁ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳିବ ଭାରତ। ଏହା ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍। ବିରାଟଙ୍କ ବ୍ୟତିତ ତାଙ୍କ ପ୍ରଶଂସକମାନେ…
ଟାର୍ଗେଟ୍ ଆକ୍ରମଣ ଯୋଜନା କରୁଛି ରୁଷିଆ, ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ…
କ୍ୱିଭ୍,୧।୩ : ରୁଷିଆ ଏବେ ୟୁକ୍ରେନ୍ରେ ଟାର୍ଗେଟ୍ ଆକ୍ରମଣର ଯୋଜନା କରୁଥିବା ଅଭିଯୋଗ ହୋଇଛି। କ୍ୱିଭ୍ର ବହୁ ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ ଦେଖିବାକୁ ମିଳିଛି। ତେବେ ଏଭଳି ଚିହ୍ନ କିଏ କାହିଁକି କରିଛି ତାହା ମଧ୍ୟ ସମ୍ପୃକ୍ତ ଘର…
ଆମେରିକା ହିଁ ୟୁକ୍ରେନ୍ ଯୁଦ୍ଧ ପାଇଁ ଦାୟୀ, ଇରାନ୍ ସୁପ୍ରିମ୍ ଲିଡରଙ୍କ ଆକ୍ଷେପ…
ତେହେରାନ,୧।୩ : ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ ନେଇ ଇରାନ୍ର ସୁପ୍ରିମ୍ ଲିଡର ଆୟତୁଲା ଅଲ୍ଲୀ ଖାମନେଇ ଆମେରିକା ଉପରେ ଦୋଷ ବୋଳିଛନ୍ତି। ସେ କହିଛନ୍ତି ଯେ, ଆମେରିକା ମାଫିଆ ଭଳି କାର୍ଯ୍ୟ କରୁଛି। ଆମେରିକା ଜାଣିଶୁଣି ଯୁଦ୍ଧ ସ୍ଥିତି ସୃଷ୍ଟି…
ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ପାଇଁ ଛିଡ଼ା ହୋଇ ତାଳି ମାରିଲେ ଇୟୁ ସଦସ୍ୟ
କ୍ୱିଭ୍,୧।୩: ଲଗାତାର ୬ ଦିନ ଧରି ରୁଷିଆର ଘନଘନ ଆକ୍ରମଣ ସତ୍ତ୍ୱେ ପଛକୁ ହଟିବାକୁ ନାରାଜ ୟୁକ୍ରେନ୍। ଉଭୟ ଦେଶ ମଧ୍ୟରେ ଲଢ଼େଇ ଜାରି ରହିଛି। ରୁଷିଆର ବିରୋଧ ସତ୍ତ୍ୱେ ଭୋଲୋଡିମିରି ଜେଲେନ୍ସ୍କି ୟୁରୋପୀୟ ସଂଘ(ଇୟୁ)ର ସଦସ୍ୟତା ପାଇଁ ଆବେଦନ କରିଛନ୍ତି।…
ଖାଦ୍ୟ କିଣିବାକୁ ଧାଡ଼ିରେ ଛିଡ଼ା ହୋଇଥିଲେ ନବୀନ, ହଠାତ୍ ହୋଇଥିଲା ବୋମାମାଡ଼
କ୍ୱିଭ୍,୧।୩: ଯୁଦ୍ଧଭୂମି ୟୁକ୍ରେନ୍ରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ଲାଗି ଗୋଟିଏ ପଟେ ଭାରତ ସରକାର ଅଭିଯାନ ଜାରି ରଖିଥିବା ବେଳେ ଆସିଛି ଦୁଃଖଦ ଖବର। ଖାର୍କିଭ୍ରେ ଘଟିଥିବା ବୋମାମାଡ଼ରେ ଭାରତୀୟ ଛାତ୍ର ନବୀନ ଶେଖରପ୍ପା(୨୧)ଙ୍କ ମୃତ୍ୟୁ ଘଟିଛି। ଏନେଇ ବୈଦେଶିକ…
Archives


