Home

ଜାତିସଂଘରେ ଏକୁଟିଆ ରୁଷିଆ,ସଦସ୍ୟ ରାଷ୍ଟ୍ର କଲେ ଗୃହତ୍ୟାଗ…

ଜେନେଭା,୧।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ କରି ରୁଷିଆ ଏବେ ଚାରିପଟୁ ବିରୋଧର ସମ୍ମୁଖୀନ ହେବାରେ ଲାଗିଛି। ମଙ୍ଗଳବାର ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ବିରୋଧାଭାସର ଦୃଶ୍ୟ ଦେଖିବାକୁ ମିଳିଛି। ବୈଠକରେ ରୁଷିଆ ବୈଦେଶିକ ମନ୍ତ୍ରୀ ସେରେଜ ରାଓ୍ବରୋଓ୍ବ କହିବାକୁ ଆରମ୍ଭ…

ଦୁଃଖ ବଖାଣି ଭାବବିହ୍ବଳ ହେଲେ ଶ୍ରେୟାସ; ଦିଲ୍ଲୀର ଅଧିନାୟକ ପଦରୁ ହଟାଇବାକୁ ନେଇ କହିଲେ…

ନୂଆଦିଲ୍ଲୀ,୧।୩: ଭାବବିହ୍ବଳ ହେଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଶ୍ରେୟାସ ଆୟର। ଆଇପିଏଲ୍‌ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ ଥିବା ଆୟର ଆଗାମୀ ସିଜନରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ର ନେତୃତ୍ୱ ନେଉଥିବା ଦେଖିବାକୁ ମିଳିବ। ଆଇପିଏଲ୍‌ ୨୦୨୦ରେ ଦିଲ୍ଲୀ ଟିମ୍‌କୁ ଫାଇନାଲକୁ ପଠାଇଥିଲେ ଆୟାର।…

ଏହି କ୍ରିକେଟର ସନ୍ୟାସ ନେବା ଜାଣି ଖୁସି ହୋଇଥିଲି: ଅଶ୍ୱିନ

ନୂଆଦିଲ୍ଲୀ,୧।୩: ଏକ ଦଶନ୍ଧିରୁ ଅଧିକ ସମୟର କ୍ୟାରିୟରରେ ରବିଚନ୍ଦ୍ରନ ଅଶ୍ୱିନ କ୍ରିକେଟର ତିନୋଟି ଯାକ ଫର୍ମାଟରେ ବ୍ୟାଟ୍ସମ୍ୟାନ୍‌ଙ୍କ ଉଇକେଟ ନେବାରେ ସିଦ୍ଧହସ୍ତ। ବିଶେଷ ଭାବେ ବାମହାତୀ ବ୍ୟାଟ୍ସମ୍ୟାନ ତାଙ୍କ ବଲ୍‌ର ଶିକାର ହୋଇଥାନ୍ତି। ଅନେକ ଅଭିଜ୍ଞ କ୍ରିକେଟର ମଇଦାନରେ ତାଙ୍କ ବିପକ୍ଷରେ…

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ ଦେଇଛନ୍ତି।…

ଖୁବ୍‌ ଶୀଘ୍ର ଅଣାଯିବ ଛାତ୍ରଙ୍କ ମୃତଦେହ: କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧରେ ସାଧାରଣ ଲୋକ ବହୁ ପ୍ରଭାବିତ ହେଉଛନ୍ତି। ଯୁଦ୍ଧ ଯୋଗୁ ୨ଦେଶର ସୈନ୍ୟମାନେ ନିହତ ହୋଇଥିବା ବେଳେ ୟୁକ୍ରେନରେ ଅନେକ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଇତିମଧ୍ୟରେ ଖାର୍କ୍ୱିଭରେ ମଙ୍ଗଳବାର ସକାଳେ…

୧୦ ବର୍ଷର ବାଳକଙ୍କ ପାଟିରେ ୫୦ ଦାନ୍ତ

ଭୋପାଳ,୧।୩:ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୦ ବର୍ଷର ବାଳକ ପାଟିରୁ ୫୦ଟି ଦାନ୍ତ ବାହାରିଛି। ଗତ କିଛିଦିନ ହେବ ଯନ୍ତ୍ରଣା ହେଉଥିବା ପିଲାଟି ଦାନ୍ତରେ ହେଉଥିବା କହିବା ପରେ ଡାକ୍ତରମାନେ ତାଙ୍କ ଦାନ୍ତ ପରୀକ୍ଷା…

ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ସମନ ଜାରି କଲେ ଭାରତ ସରକାର…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ମହାଯୁଦ୍ଧରେ ଭାରତୀୟ ଛାତ୍ର ନବୀନ ଶେଖରଆପ୍ପା ଜ୍ଞାନଗୌଡ଼ାଙ୍କ ମୃତ୍ୟୁ ଘଟିଛି। ସେ କର୍ନାଟକର ବାସିନ୍ଦା ବୋଲି ତାଙ୍କ ପାସପୋର୍ଟରୁ ଜଣାପଡ଼ିଛି। ଏନେଇ ଭାରତ ସରକାର ୟୁକ୍ରେନ୍‌ ଏବଂ ରୁଷିଆ ରାଷ୍ଟ୍ରଦୂତଙ୍କୁ…

ପ୍ରତ୍ୟେକ ମିନିଟ୍‌ ମୂଲ୍ୟବାନ: ରାହୁଲ

ନୂଆଦିଲ୍ଲୀ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୬ଷ୍ଠ ଦିନରେ ପହଞ୍ଚିଛି। ରାଜଧାନୀ କ୍ୱିଭ ଦଖଲ ପାଇଁ ରୁଷିଆ ସୈନ୍ୟମାନେ ଲଗାତର ବୋମା ବିସ୍ଫୋରଣ ସହ ଆକ୍ରମଣ ଜାରି ରଖିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ଖାର୍କ୍ୱିଭରେ ରୁଷିଆ ସୈନ୍ୟଙ୍କ ଗୁଳିରେ…

୯ ଥର ମହାଦେବଙ୍କ ଭୂମିକାରେ ନଜର ଆସିଛନ୍ତି ଏହି ଅଭିନେତା

ବମ୍ବେ: କଳାକାରଟିଏ ପ୍ରତିଟି ଚରିତ୍ରକୁ ବାସ୍ତବତାର ରୂପ ଦେବାକୁ ଯଥାସମ୍ଭବ ଚେଷ୍ଟା କରିଥାଏ। ସେଥିପାଇଁ ତ ଦିନେ ସେହି ଚରିତ୍ର ତାର ପରିଚୟ ପାଲଟିଯାଏ। ସେଭଳି ଅଭିନେତା ହେଲେ ମୋହିତ ରାଇନା, ତରୁଣ ଖନ୍ନା। ଉଭୟ ସମାନ ଚରିତ୍ର ପାଇଁ ଲୋକପ୍ରିୟ।…

ରୁଷିଆ ଆକ୍ରମଣ ଭୟରେ ନାଟୋ ଆହ୍ବାନକୁ ଖାରଜ କଲା ବ୍ରିଟେନ୍‌…

ଲଣ୍ଡନ,୧।୩ : ରୁଷିଆର ଆକ୍ରମଣ ଭୟରେ ବ୍ରିଟେନ୍‌ ନାଟୋର ଆହ୍ବାନକୁ ଖାରଜ କରିଛି। ନାଟୋ କଥାରେ ରାଜି ହେଲେ କାଳେ ରୁଷିଆ ଅକ୍ରମଣ କରିବ। ଏହି ଭୟରେ ବ୍ରିଟେନ୍‌ ନାଟୋର କଥାକୁ ଅଣଦେଖା କରିଛି। ବିମାନ ଉଡ଼ାଣ ପ୍ରତିବନ୍ଧକ କ୍ଷେତ୍ର ଘୋଷଣା…

ଭାରତୀୟ ଛାତ୍ରଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ଶଶୀ ଥରୁର

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ତେଣୁ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କୁ ରେସକ୍ୟୁ କରିବା ଲାଗି ଅପରେଶନ୍‌ ଗଙ୍ଗା ଅଭିଯାନକୁ ତ୍ୱରାନିତ୍ୱ କରାଯାଇଛି। ଇତିମଧ୍ୟରେ ମଙ୍ଗଳବାର ସକାଳେ ୟୁକ୍ରେନର ଖାର୍କ୍ୱିଭରେ ରୁଷିଆର ଗୁଳିରେ…

କୋହଲିଙ୍କୁ ନେଇ ଗାଭାସ୍କରଙ୍କ ଭବିଷ୍ୟବାଣୀ

ମୋହାଲି,୧।୩: ମାର୍ଚ୍ଚ ୪ରୁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ କରିବାକୁ ଯାଉଛି। ଟି -୨୦ ସିରିଜ ପରେ ଟିମ ଇଣ୍ଡିଆ ଏବେ ଟେଷ୍ଟରେ ଶ୍ରୀଲଙ୍କା ବିପକ୍ଷରେ କ୍ଲିନ୍‌ସୁଇପ୍‌ କରିବାକୁ ଲକ୍ଷ୍ୟ ରଖିଛି। ତେବେ ପ୍ରଥମ ଟେଷ୍ଟରେ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri