Home

ମାତ୍ର ୨୬ ବର୍ଷରେ ଆଖିବୁଜିଲେ ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲାଙ୍କ ପୁଅ

ନ୍ୟୁୟର୍କ,୧।୩:ବିଶ୍ୱର ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲାଙ୍କ ୨୬ ବର୍ଷର ପୁଅ ଜେନ ନାଡେଲାଙ୍କର ମୃତ୍ୟୁ ହୋଇଛି। ଜନ୍ମରୁ ଜେନଙ୍କର ସେରେବ୍ରାଲ୍‌ ପାଲସି ଥିଲା। ମାଇକ୍ରୋସଫ୍ଟ ଅନୁଯାୟୀ ଜେନ ସୋମବାର ସକାଳେ ମୃତ୍ୟୁ ବରଣ କରିଛନ୍ତି। କମ୍ପାନୀ ଏହି…

ଯେମିତି ହେଲେ ମଙ୍ଗଳବାର ସୁଦ୍ଧା କ୍ୱିଭ ଛାଡ଼

କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ୬ଷ୍ଠ ଦିନରେ ବି ଆକ୍ରମଣ ଜାରି ରହିଛି। ରାଜଧାନୀ କ୍ୱିଭରେ ଏବେ ସ୍ଥିିତି ବିଗିଡ଼ିବାରେ ଲାଗିଛି। ଫଳରେ ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ କ୍ୱିଭ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି। ସମସ୍ତ…

ୟୁକ୍ରେନ ସଙ୍କଟ: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଫଶିଥିବା ଛାତ୍ରୀଛାତ୍ର ଓ ସାଧାରଣ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତର ଉଦ୍ୟମ ଜାରି ରହିଛି। ଏହି ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟିଥିଲେ। ସାମ୍ପ୍ରତିକ ପରିସ୍ଥିତି ଏବଂ ସରକାରଙ୍କ ଦ୍ୱାରା…

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କାମିନି ନାଏକଙ୍କ ଠାରୁ ୭୨୪ ଖଣ୍ଡ ଭୋଟରେ ହାରିଯାଇଛନ୍ତି। କାମିନି ୨୩୪୭ ଖଣ୍ଡ ଭୋଟ…

ଜିଲା ପରିଷଦ ସଭ୍ୟ ହେଲେ ପରିବା ବିକାଳି

ରାୟଗଡ଼ା ଅଫିସ, ୧ା୩:ପରିବା ବିକାଳିରୁ ହେଲେ ଜିଲା ପରିଷଦ ସଭ୍ୟ। ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ‘କ’ ଜୋନ୍‌ରୁ କଂଗ୍ରେସ ପ୍ରାର୍ଥୀ ଟାଙ୍ଗୁଡୁ ଶ୍ରୀଧର ବିଜୟୀ ହୋଇଛନ୍ତି। ବିଜେଡି, ଭାଜପା ପ୍ରାର୍ଥୀଙ୍କୁ ପଛରେ ପକାଇ ସେ ବାଜି ମାରି ନେଇଛନ୍ତି। ରାମନାଗୁଡ଼ା…

୪ଦିନ ହେଲା ବଙ୍କରରେ ଲୁଚି ରହିଛନ୍ତି ସାଧାରଣ ନାଗରିକ: ସାମ୍ନାକୁ ଆସିଲା ୟୁକ୍ରେନବାସୀଙ୍କ ଦାରୁଣ ଦୁଃଖ

କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ନିରୀହ ସାଧାରଣ ନାଗରିକ ଟାର୍ଗେଟ ହେଉଛନ୍ତି। ୟୁକ୍ରେନର କ୍ୱିଭ ଓ ଖାର୍କ୍ୱିଭ ସହରରେ ରୁଷିଆ ସୈନ୍ୟଙ୍କ ପକ୍ଷରୁ ଆକ୍ରମଣ ଜାରି ରହିଥିବା ବେଳେ ଅନେକ ୟୁକ୍ରେନବାସୀ ନିଜର ପ୍ରାଣ ହରାଇଥିବା…

ଆସନ୍ତା ବର୍ଷ ରିଲିଜ ହେବ ‘ଆଦିପୁରୁଷ’

ମୁମ୍ବାଇ: ପ୍ରଭାସ, ଶୈଫ ଅଲି ଖାଁ, କ୍ରିତି ସାନନ ଓ ସନି ସିଂଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ର ରିଲିଜ୍ ଡେଟ୍ ଘୋଷଣା କରାଯାଇଛି । ଶିବରାତ୍ରୀରେ ଏହା ଘୋଷଣା କରାଯିବାକୁ ସ୍ଥିର କରାଯାଇଥିବା ବେଳେ ମଙ୍ଗଳବାର ଏହା ଘୋଷଣା କରାଯାଇଛି ।…

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୯୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୮୦ଙ୍କ ମୃତ୍ୟୁ ଘଟିଛି।…

କ୍ୱିଭ ମୁହାଁ ରୁଷିଆ ସେନା, ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ

କ୍ୱିଭ,୧ ।୩: ୟୁକ୍ରେନ୍ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ୟୁକ୍ରେନ୍ । ଖୁବଶୀଘ୍ର ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ ଦଖଲକୁ ଆଣିବାକୁ ଚେଷ୍ଟା ଚଳାଇଛି । ଏଥିପାଇଁ ଏବେ କ୍ୱିଭ ମୁହାଁ ହୋଇଛନ୍ତି ରୁଷିଆ ସେନା । ସଦ୍ୟ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୨୨ ଜଣ…

ହସ୍ପିଟାଲରେ ‘କଚା ବାଦାମ’ ଗାୟକ ଭୁବନ ବାଦ୍ୟକର

ବୀରଭୂମ,୧।୩: ପଶ୍ଚିମବଙ୍ଗର ବୀରଭୂମରେ କାଚା ବାଦାମ ଖ୍ୟାତିସମ୍ପନ୍ନ ଗାୟକ ଭୁବନ ବାଦକର ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଭୁବନଙ୍କ ଛାତିରେ ଆଘାତ ଲାଗିଛି। ନିକଟରେ ଏକ…

୭୧ ବର୍ଷରେ ନୀତିଶ: ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କଲେ କାର୍ଯ୍ୟକର୍ତ୍ତା

ପାଟନା,୧।୩:: ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନ୍ମଦିନ। ସେ ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ମିଳୁଛି। ଜେଡିୟୁ କାର୍ଯ୍ୟକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରୁଛନ୍ତି। ଜେଡିୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri