Home

୨୪୦ ଛାତ୍ରଙ୍କୁ ନେଇ ଦିଲ୍ଲୀରେ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୮।୨: ଅପରେଶନ ଗଙ୍ଗା ଅନ୍ତର୍ଗତରେ ୬ଷ୍ଠ ଭାରତୀୟ ବିମାନ ୟୁକ୍ରେନରେ ଫସିରହିଥିବା ଛାତ୍ର ଓ ଭାରତୀୟ ନାଗରିକଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛି। ହଙ୍ଗେରୀ ରାଜଧାନୀ ବୁଦ୍ଧାପେଷ୍ଟରୁ ୨୪୦ ଜଣ ଭାରତୀୟଙ୍କୁ ନେଇ ଏକ ବିମାନ ସେମାବାର ସନ୍ଧ୍ୟାରେ ଇନ୍ଦିରା…

ରୁଷିଆ ବିରୋଧରେ ୨୮ଦେଶ ନେଲେ ବଡ଼ ପଦକ୍ଷେପ

ମସ୍କୋ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧର ଆଜି ପଞ୍ଚମ ଦିନ। ୟୁକ୍ରେନ ଉପରେ ଆକ୍ରମଣ କରିବା ରୁଷିଆକୁ ମହଙ୍ଗା ପଡ଼ିଛି। ସାରା ବିଶ୍ୱ ରୁଷିଆକୁ ବିରୋଧ କରୁଥିବା ବେଳେ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆର ବିମାନ ପାଇଁ ନିଜର ଏୟାରସ୍ପେସ୍‌ ବନ୍ଦ…

ଆଲିଆ ଭଟ୍ଟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି। ଫିଲ୍ମ ଦେଖିବା ପରେ ସମସ୍ତେ ଆଲିଆଙ୍କ ଅଭିନୟକୁ ପ୍ରଶଂସା କରିଛନ୍ତି। ଆଲିଆଜାତୀୟ ପୁରସ୍କାର ପାଇବାକୁ ଯୋଗ୍ୟ ବୋଲି ପ୍ରଶଂସକମାନେ କହୁଛନ୍ତି। ନିରୀହ ଦେଖାଯାଉଥିବା ଆଲିଆଙ୍କ…

ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ। ସମଗ୍ର ଦେଶର ବଜାରରେ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରିବାକୁ…

‘ମୁଁ ନିଶ୍ଚିତ ଏହା ସମ୍ଭବ’

କ୍ୱିଭ,୨୮।୨: ରୁଷିଆ ସେନାର ବର୍ବରତା ୫ମ ଦିନରେ ପହଞ୍ଚିଥିବା ବେଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କି ସୋମବାର ୟୁରୋପିଆନ ୟୁନିଅନଠାରୁ ତୁରନ୍ତ ସଦସ୍ୟତା ଦାବି କରିଛନ୍ତି। “ନୂଆ ସ୍ବତନ୍ତ୍ର ପ୍ରକ୍ରିୟା ମାଧ୍ୟମରେ ୟୁକ୍ରେନକୁ ତୁରନ୍ତ ସଦସ୍ୟତା ଦେବା ପାଇଁ ଆମେ ୟୁରୋପିଆନ…

ସେନାଙ୍କ ସହ କଫି ପିଇଲେ ଜେଲେନ୍‌ସ୍କି: ଭିଡିଓ ଭାଇରାଲ

କ୍ୱିଭ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆଜି ହେଉଛି ପଞ୍ଚମ ଦିନ। ଶକ୍ତିଶାଳୀ ରୁଷିଆ ସୈନ୍ୟଙ୍କ ସମ୍ମୁଖରେ ୟୁକ୍ରେନ ସୈନ୍ୟ ଦୃଢ଼ତାର ସହ ଠିଆ ହୋଇ ଯୁଦ୍ଧ କରୁଛନ୍ତି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଅନେକ…

ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ

ମସ୍କୋ,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବ କି ନାହିଁ, ସୋମବାର ନିଷ୍ପତ୍ତି ନିଆଯାଇପାରେ। ବେଲାରୁଷରେ ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ସୃଷ୍ଟି ହୋଇଥିବା ଗୁରୁତର ପରିସ୍ଥିତିକୁ ଦୃଷ୍ଟିରେ ରଖି…

ୟୁକ୍ରେନ୍‌ ସଙ୍କଟ: କ୍ୱିଭ୍‌ରୁ ଉଠିଲା କର୍ଫ୍ୟୁ

କ୍ୱିଭ୍‌,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁକ୍ରେନ ସରକାର ରାଜଧାନୀ କ୍ୱିଭ୍‌ରୁ ସପ୍ତାହାନ୍ତ କର୍ଫ୍ୟୁ ହଟାଇ ଦେଇଛନ୍ତି। କର୍ଫ୍ୟୁ ଉଠିବା ପରେ ଭାରତ ସମେତ ଅନ୍ୟ ଦେଶର ଦୂତାବାସକୁ ଏକ…

ମଦ ପିଇଲେ ହେବନି ଜେଲ୍‌

ପାଟନା,୨୮।୨: ବିହାରରେ ମଦ ନିଷେଧାଦେଶକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି ରାଜ୍ୟରେ ମଦ ପିଇ ଧରାପଡ଼ିଲେ ଯିବାକୁ ପଡ଼ିବନି ଜେଲ୍‌। ଏହା ବଦଳରେ କେବଳ ମଦ ମାଫିଆଙ୍କ ବିଷୟରେ ସୂଚନା ଦେବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ତ୍ରିରଙ୍ଗା ଦେଖି ଗୁଳି ଚଳାଇବା ବନ୍ଦ କରିଦେଉଛନ୍ତି ରୁଷିଆ-ୟୁକ୍ରେନ ସେନା

କ୍ୱିଭ୍‌,୨୮।୨: ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ ଜୋରଦାର ଚାଲିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ବହୁତ କ୍ଷତି ହୋଇଛି।ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ଏଠାକୁ ଦୌଡୁଛନ୍ତି। ଏଭଳି ପରିସ୍ଥିତିରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନେ ମଧ୍ୟ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି।…

ଆଖିରେ ଲୁହ-ମନରେ କୋହ, ମାତୃଭୂମିର ସୁରକ୍ଷା ପାଇଁ ଅସ୍ତ୍ର ଧରୁଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ…

କ୍ୱିଭ୍‌,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ ଦଖଲ ପାଇଁ ଚାରିପଟୁ ଘେରିବା ଆରମ୍ଭ କରିଛନ୍ତି। ତେବେ ଏକ୍ଷେତ୍ରରେ ରୁଷିଆ ଲାଗି ବାଧା ସାଜିଛନ୍ତି…

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ

ମସ୍କୋ,୨୮।୨:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ପଞ୍ଚମ ଦିନ। ରୁଷିଆ ସେନା ୟୁକ୍ରେନର ସବୁ ଦିଗରୁ ଘେରିବାକୁ ଚେଷ୍ଟା କରୁଛି। ଅନେକ ବିଶେଷଜ୍ଞ ଏହି ଯୁଦ୍ଧକୁ ତୃତୀୟ ବିଶ୍ୱଯୁଦ୍ଧର ଆରମ୍ଭ ବୋଲି ବିଚାର କରୁଛନ୍ତି। ତେବେ ଉଭୟ ଦେଶ ବର୍ତ୍ତମାନ ଧୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri