Home

ମଶା ମାରିବେ ମଶାଙ୍କୁ, ଶହେ କୋଟି ମଶା ଛାଡ଼ିଲା ଆମେରିକା…

ଓ୍ବାଶିଂଟନ, ୩।୪ : କଥାରେ ଅଛି ଲୁହା ଲୁହାକୁ କାଟେ। ଏହି ମର୍ମରେ ଏବେ ଆମେରିକା ମଶାଙ୍କୁ ମାରିବା ପାଇଁ ମଶା ଛାଡ଼ିଛି। ବିଗତ କିଛି ବର୍ଷ ମଧ୍ୟରେ ଆମେରିକାରେ ମଶା ଜନିତ ରୋଗ ଯଥେଷ୍ଟ ବୃଦ୍ଧି ପାଇଛି। ତେଣୁ ବର୍ତ୍ତମାନ…

ଶ୍ରୀଲଙ୍କାରେ ସୋସିଆଲ ମିଡିଆ ବନ୍ଦ

କଲମ୍ବୋ,୩ା୪: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ମଧ୍ୟରାତ୍ରିରୁ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଫେସବୁକ୍‌, ଟୁଇଟର, ହ୍ବାଟ୍ସଆପ୍‌, ୟୁଟ୍ୟୁବ୍‌, ସ୍ନାପ୍‌ଚାଟ୍‌, ଟିକ୍‌ଟକ୍‌ ଏବଂ ଇନ୍‌ଷ୍ଟାଗ୍ରାମ ସହିତ ଆହୁରି ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମ ପ୍ରଭାବିତ ହୋଇଛି। ଡିଜେଲ-ପେଟ୍ରୋଲରୁ ଖାଦ୍ୟ ସାମଗ୍ରୀର ଅଭାବ…

ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା

କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ କମିଶନର ଗୋପାଳ ବାଗ୍‌ଲେ ରବିବାର କହିଛନ୍ତି, ଶ୍ରୀଲଙ୍କାର ଅନୁରୋଧକୁ ଭାରତ ତୁରନ୍ତ କାର୍ଯ୍ୟକାରୀ କରିଛି।…

ବିବାହ ପ୍ରତି ଚାଇନା ଯୁବବର୍ଗଙ୍କ ମୋହଭଙ୍ଗ…

ବେଜିଂ, ୩।୪ : ଚାଇନାରେ ଏବେ ବିବାହ କରିବାକୁ ଯୁବବର୍ଗ ଅମଙ୍ଗ ହେବାରେ ଲାଗିଛନ୍ତି। ବିବାହ ପ୍ରତି ସେମାନଙ୍କର ମୋହ ଭଙ୍ଗ ହୋଇଛି। ଫଳରେ ବାର୍ଷିକ ବିବାହ ସଂଖ୍ୟା ୩୬ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଯାହା ସଙ୍କଟ ସୃଷ୍ଟି ହୋଇଛି।…

ଏପ୍ରିଲରେ ହିଁ ବିବାହ

ବମ୍ବେ: ଖୁବଶୀଘ୍ର ଆଲିଆ ହେବେ ମିସେସ କପୁର। ଅଭିନେତା ରଣବୀର କପୁରଙ୍କ ସହ ଚଳିତ ମାସରେ ହିଁ ହେବ ବିବାହ। ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଉଭୟଙ୍କ ବିବାହ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟ ଉଦୟପୁରରେ ଡେଷ୍ଟିନେସନ ମ୍ୟାରେଜ କରିଥାନ୍ତେ।…

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି। ଏଥି ସହିତ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଚେତାବନୀ ଦେଇଛନ୍ତି…

ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…

କ୍ୱିଭ୍‌, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍‌ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ ୩୦୦ରୁ ଅଧିକ ଲୋକଙ୍କ ମୃତଦେହ ମିଳିଛି। ଏହା ବ୍ୟତୀତ ବହୁ ଲୋକଙ୍କ ମୃତଦେହ ରାସ୍ତାରେ…

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ ପହଞ୍ଚିଛି।…

ମେ ୯ ସୁଦ୍ଧା ଡୋନାବାସକୁ ଦଖଲ କରିବାକୁ ଚାହାଁନ୍ତି ପୁଟିନ୍‌, ଆମେରିକା ଗୁପ୍ତଚର ସଂସ୍ଥାର ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ/ମସ୍କୋ, ୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୯ ଦିନ ଧରୀ ଜାରି ରହିଛି। ଏଭଳି ସ୍ଥଳେ ବାର୍ତ୍ତାକାର ଡେଭିଡ ଆରକାମିଆ ୟୁକ୍ରେନ ଟେଲିଭିଜନ ଚ୍ୟାନେଲକୁ କହିଛନ୍ତି ଯେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ରୁଷିଆର ରାଷ୍ଟ୍ରପତି…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ଭୁବନେଶ୍ୱର,୩।୪(ବ୍ୟୁରୋ): ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ଦିଆଯାଇଛି । ଏଥିସହ ସେ ଖାଦ୍ୟ ଓ…

ଇଣ୍ଡିଗୋ ଫ୍ଲାଇଟ୍‌ରେ ହଜିଥିଲା ଲଗେଜ୍‌; ଓ୍ବେବ୍‌ସାଇଟ୍‌ ହ୍ୟାକ୍‌ କରିଦେଲେ ଇଞ୍ଜିନିୟର

ବେଙ୍ଗାଲୁରୁ: ପ୍ରତ୍ୟେକ ଦିନ ଅଜବ ଘଟଣା ସବୁ ଘଟୁଛି। ସେଥିରୁ କିଛି ଲୋକଙ୍କ ଆଖିରେ ପଡ଼ୁଥିବାବେଳେ କିଛି ଘଟଣା ଲୋକଲୋଚନକୁ ଆସିପାରୁ ନାହିଁ। ଏମିତି ଏକ ଅଜବ ଘଟଣା ଘଟାଇଛନ୍ତି ବେଙ୍ଗାଲୁରୁର ଜଣେ ସଫ୍ଟଓ୍ବେର୍‌ ଇଞ୍ଜିନିୟର। ଇଣ୍ଡିଗୋ ଫ୍ଲାଇଟ୍‌ ଜରିଆରେ ଆନନ୍ଦ…

ସ୍ତ୍ରୀଙ୍କଠାରୁ ଅଲଗା ହେବେ ମହାଭାରତ ଫେମ୍‌ ଏହି ଅଭିନେତା

ବମ୍ବେ: ପତ୍ନୀଙ୍କଠାରୁ ଅଲଗା ହେବାକୁ ଯାଉଛନ୍ତି ମହାଭାରତର ଯୁଧିଷ୍ଠୀର ଓରଫ ରୋହିତ ଭରଦ୍ୱାଜ। ୨୦୧୭ରେ ଇଣ୍ଡେନେସିଆ ଟ୍ରିପ୍‌ରୁ ଆସିବା ପରଠାରୁ ସ୍ତ୍ରୀ ପୁନମଙ୍କ ସହ ତାଙ୍କର ଝଗଡ଼ା ବଢ଼ିଥିଲା। ଏବେ ଉଭୟ ଚାରି ବର୍ଷ ଧରି ଅଲଗା ରହୁଛନ୍ତି। ଛାଡ଼ପତ୍ର ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?