୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ
କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର ନିର୍ଦ୍ଦେଶ ଏବଂ ଜିଲାସ୍ତରୀୟ ପଦୋନ୍ନତି କମିଟିର ସୁପାରିଶ ଆଧାରରେ ଏହି ପଦୋନ୍ନତି ପ୍ରକ୍ରିୟା…
ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର
ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ ସୂଚନା ସହ ରେଡ ଆଲର୍ଟ ଜାରି ହେବା ପରେ ନବରଙ୍ଗପୁର ଜିଲା ପ୍ରଶାସନ…
ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍
ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି ରହିବାରୁ ଯାତାୟାତ ଠପ୍ ହୋଇଯାଇଛି। ଘାଟିର ଏକ ବୁଲାଣି ରାସ୍ତାରେ ଟ୍ରକ୍ଟି ଅଟକି…
ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା
ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନାର…
ସଚିନଙ୍କ ରେକର୍ଡ ଚୁର୍ମାର୍: କ୍ରିକେଟ୍ର ନୂଆ ବାଦ୍ଶାହା ହେଲେ ଏହି ଖେଳାଳି
ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍ ବ୍ୟାଟର୍ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩ ହଜାର ଅନ୍ତର୍ଜାତୀୟ ରନ ପୂରଣ କରିଛନ୍ତି। ଏହା ସହିତ ସେ ବିଶ୍ୱର ଅଷ୍ଟମ…
ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ
ଭୁବନେଶ୍ୱର,୨୪।୯ (ପ୍ରସନଜିତ୍ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ ନାଁ ହେଲା ବନସ୍ମିତା ସାଇଁ(୨୬)। ଘଟଣାସ୍ଥଳରେ ଜୋନ୍ ୫ ଏସିପି ବିଶ୍ୱରଞ୍ଜନ ସେନାପତିଙ୍କ…
୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଲେ ଜିନପିଙ୍ଗ: ପ୍ରୋଟୋକଲ ଭାଙ୍ଗି ଏମିତି କାମ କଲେ ଟ୍ରମ୍ପ: ଚାହିଁ ରହିଗଲା ବିଶ୍ୱ
ୱାଶିଂଟନ,୨୪।୯: ଦୀର୍ଘ ୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଛନ୍ତି ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଟୋକଲ ଭାଙ୍ଗି ନିଜେ ଜଏଣ୍ଟ ବେସ ଆଣ୍ଡ୍ର୍ୟୁଜ ବିମାନବନ୍ଦରରେ ପହଞ୍ଚି ଶି ଜିନପିଙ୍ଗଙ୍କୁ ସ୍ବାଗତ କରିଛନ୍ତି। ଚାଇନା ରାଷ୍ଟ୍ରପତିଙ୍କ ସ୍ବାଗତ…
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ
ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍ରେ ହଠାତ୍ ନିଆଁ ଲାଗିଯିବାରୁ ହାହାକାର ସୃଷ୍ଟି ହୋଇଥିଲା। ବସ୍ରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ…
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ…
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…
‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…
ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ ତଥା ଅଭିନେତ୍ରୀ କଶ୍ମୀରା ଶାହଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା…
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ ଆସିଛି। ନିଜର ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦେଢ଼ଶୁର…

