Home

ଜନ୍ମଦିନ ପାଳିବାକୁ ମନାକଲେ ଅଜୟ ଦେବଗନ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ଅଜୟ ଦେବଗନଙ୍କ ଆଜି ଅର୍ଥାତ୍‌ ଏପ୍ରିଲ ୨ରେ ୫୩ତମ ଜନ୍ମଦିନ। ବଲିଉଡ୍‌ର ସିଙ୍ଘମ୍‌ କୁହାଯାଉଥିବା ଅଜୟ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ଏବେ ବି ଏହି ଧାରା ଜାରି ରହିଛି। ଫିଲ୍ମରେ ଆକ୍ସନ…

ନାସା ସହିତ ସମ୍ପର୍କ ଭାଙ୍ଗିଲା ରୁଷିଆ…

ମସ୍କୋ, ୨।୪ : ରୁଷିଆର କ୍ଷେପଣାସ୍ତ୍ର ମାଡ଼ରେ ୟୁକ୍ରେନକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯାଇଛି। ଏଥି ସହିତ ପାଶ୍ଚାତ୍ୟ ଦେଶଗୁଡିକର ପ୍ରତିବନ୍ଧକ ଯୋଗୁ ରୁଷିଆ ମଧ୍ୟ ଚାପରେ ରହିଛି। ପାଶ୍ଚାତ୍ୟ କଟକଣା ନ ହଟାଯିବା ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନରେ…

ପଶ୍ଚିମବଙ୍ଗ ଜଙ୍ଗଲରେ କଙ୍ଗାରୁ! ପାଟ୍ରୋଲିଂ ବେଳେ ଗୁରୁତର ଅବସ୍ଥାରେ ୨ ଉଦ୍ଧାର

ଜଲପାଇଗୁଡ଼ି,୨।୪: ପଶ୍ଚିମବଙ୍ଗର ଜଲପାଇଗୁଡ଼ି ନିକଟରେ ଥିବା ଜଙ୍ଗଲରୁ ୩ଟି କଙ୍ଗାରୁ ଉଦ୍ଧାର ହୋଇଛନ୍ତି। ପ୍ରଥମେ ଗାଜୋଲଡୋବା ଜଙ୍ଗଲରୁ ଶୁକ୍ରବାର ରାତିରେ ୨ଟି ଆହତ କଙ୍ଗାରୁଙ୍କୁ ଉଦ୍ଧାର କରାଯାଇଥିଲା। ଏହାର କିଛି ଘଣ୍ଟା ପରେ ଜଙ୍ଗଲ ବିଭାଗର ଅଧିକାରୀମାନେ ଡାବଗ୍ରାମ ରେଞ୍ଜ ଫରାବରି-ନେପାଳୀ…

ୟୁକ୍ରେନରେ ଆଜି କ୍ଷେପଣାସ୍ତ୍ର ମାଡ଼ କରିଛି ରୁଷିଆ

କ୍ୱିଭ୍‌,୨ା୪: ଫେବୃୟାରୀ ଶେଷ ସପ୍ତାହରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିଲା, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ଶନିବାର ସକାଳେ ରୁଷିଆ କେନ୍ଦ୍ରୀୟ ୟୁକ୍ରେନର ଦୁଇଟି ସହର ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଆବାସିକ କୋଠା ଏବଂ…

ଭାରତ ଆଗକୁ ଅସିଲେ କଶ୍ମୀର ସମସ୍ୟାର ସମାଧାନ ହୋଇପାରିବ, କହିଲେ ବାଜଓ୍ବା…

ଇସଲାମାବାଦ୍‌, ୨।୪ : ପାକିସ୍ତାନର ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଇସଲାମାବାଦ ସୁକ୍ୟୁରିଟି ଡାଲଏଗ୍‌ ଫୋରମ୍‌ରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ସମସ୍ତ ବିବାଦର ସମାଧାନ ପାଇଁ ପାକିସ୍ତାନ…

ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଷ୍ଟାର ଧୀରଜ ଧୁପର। ପତ୍ନୀ ବିନ୍ନି ଅରୋରା ଏବଂ ସେ ଏହି ଖୁସିଖବରକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ସୋସିଆଲ ମିଡିଆରେ ଉଭୟ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଥିବା…

ଇମ୍ରାନ୍‌ଙ୍କ ପାଇଁ ୩ ବିକଳ୍ପ…

ଇସଲାମାବାଦ୍‌, ୨।୪ : ଏକ ଟିଭି ଚ୍ୟାନେଲକୁ ଦିଆଯାଇଥିବା ସାକ୍ଷାତକାରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ମନ୍ତବ୍ୟ ପ୍ରଥମ ଥର ପାଇଁ ପାକିସ୍ତାନର ଜଣେ ଶାସକ ନେତାଙ୍କ ଦ୍ୱାରା ଏଷ୍ଟାବ୍ଲିସମେଣ୍ଟକୁ ସିଧାସଳଖ ରାଜନୈତିକ ବିବାଦ ଭିତରକୁ ଟାଣି ନେଇଛି। ପାକିସ୍ତାନରେ ପ୍ରକୃତ…

ଶିକ୍ଷକଙ୍କୁ ହତ୍ୟା କରି ବିଲରେ ଫିଙ୍ଗିଦେଲେ, ଗୁରୁତର ଅବସ୍ଥାରେ ସ୍ତ୍ରୀ ଉଦ୍ଧାର

ସିମୁଳିଆ,୨ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଅଞ୍ଚଳର ଆନନ୍ଦ ବିହାରୀ ପତ୍ରୀ(୬୪)ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଶନିବାର ସକାଳେ ସ୍ଥାନୀୟ ବିଲରୁ ଉଦ୍ଧାର ହୋଇଛି। ଗୁରୁତର ଅବସ୍ଥାରେ ସ୍ବର୍ଗତଃ…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ନେପାଳରେ ରୂପେର ଶୁଭାରମ୍ଭ କଲେ ମୋଦି…

ନୂଆଦିଲ୍ଲୀ, ୨।୪ : ଭାରତ ଏବଂ ନେପାଳର ମଧ୍ୟରେ ଶନିବାର ଏକାଧିକ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନେପାଳୀ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କ ଉପସ୍ଥିତିରେ ଚାରୋଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ନେପାଳରେ ପ୍ରଧାନମନ୍ତ୍ରୀ ମୋଦି…

ଶେଷ ହେଲା ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’; ପୁରସ୍କୃତ ହେଲେ ଓଡ଼ିଶାର ୩୯ ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଶେଷ ହୋଇଛି ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨’। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। ସେ କାର୍ଯ୍ୟକ୍ରମରେ…

ଦିଲ୍ଲୀରେ ‘ଦ କଶ୍ମୀର ଫାଇଲ୍ସ’ ଟ୍ୟାକ୍ସ ଫ୍ରି ନ ହେବାରୁ କ୍ଷୋଭ ପ୍ରକାଶ କଲେ ଭାଜପା ନେତା

ଇନ୍ଦୋର,୨।୪: ଭାଜପା ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟବର୍ଗିୟ ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଏକ ବିବାଦୀୟ ବୟାନ ଦେଇ ପୁଣି ଥରେ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?