Home

କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ

ଶ୍ରୀନଗର, ୨।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ ରଖାଯାଇଛି। ସେମାନେ ରହୁଥିବା ଶ୍ରୀନଗରର ଗୁପ୍‌କାର ରୋଡ୍‌ ଅଞ୍ଚଳକୁ ହାଇ ସିକ୍ୟୁରିଟି ଜୋନ୍‌ ମଧ୍ୟରେ ରଖାଯାଇଛି। ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ପିଏଜିଡି)ର…

ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ…

ମୃତ୍ୟୁମୁହଁରେ ପଡ଼ିପାରନ୍ତି ୮୦ ହଜାର

ମୁମ୍ବାଇ, ୨ା୧: ମହାରାଷ୍ଟ୍ରରେ କରୋନାର ତୃତୀୟ ଲହର ସ୍ପଷ୍ଟ ହୋଇସାରିଥିବାବେଳେ ସଂକ୍ରମଣ ବ୍ୟାପକ ହେବ ଏବଂ ଏହା ବେଶ୍‌ ଘାତକ ସାବ୍ୟସ୍ତ ବୋଲି ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଏଥିରେ ୮୦ ଲକ୍ଷରୁ ଅଧିକ ଆକ୍ରାନ୍ତ ହେବେ ଏବଂ ୮୦ ହଜାରରୁ…

ବିଦେଶୀ ଅନୁଦାନ ଲାଇସେନ୍ସ ହରାଇଲେ ୬ ହଜାର ଏନ୍‌ଜିଓ

ନୂଆଦିଲ୍ଲୀ, ୨।୧: ବିଦେଶୀ ଅନୁଦାନ ପାଇବାକୁ ହେଲେ ଯେକୌଣସି ସଂଗଠନ ଏବଂ ଏନ୍‌ଜିଓ ପାଇଁ ଏଫ୍‌ସିଆର୍‌ଏ ପଞ୍ଜୀକରଣ ବାଧ୍ୟତାମୂଳକ। ତେବେ ନୂଆବର୍ଷରେ ଅକ୍ସଫାମ୍‌ ଇଣ୍ଡିଆ, କମନ କଜ୍‌, ଆଇଆଇଟି ଦିଲ୍ଲୀ, ଜାମିଆ ମିଲିଆ ଇସ୍‌ଲାମିଆ, ଇଣ୍ଡିଆନ ମେଡିକାଲ ଆସୋସିଏଶନ, ନେହେରୁ ମେମୋରିଆଲ…

ଫ୍ରାନ୍ସରେ ବେକାବୁ ହେଲାଣି କରୋନା, ବିଶ୍ୱର ସର୍ବାଧିକ ସଂକ୍ରମିତ ଦେଶ ତାଲିକାର ୬ ନମ୍ବରରେ

ପ୍ୟାରିସ,୨ ।୧: ଏବେ ଫ୍ରାନ୍ସରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହୋଇ ଚାଲିଛି । ଶନିବାର ପ୍ରକାଶିତ ସରକାରୀ ରିପୋର୍ଟ ଅନୁଯାୟୀ, ବିଶ୍ୱରେ ୧୦ ମିଲିୟନରୁ ଅଧିକ ସଂକ୍ରମିତ ଚିହ୍ନଟ ଦେଶ ତାଲିକାର ୬ ନମ୍ବର ସ୍ଥାନରେ ପହଞ୍ଚି ଯାଇଛି ।…

ଏହି ଦେଶରେ ମାତ୍ର ୪୦ ମିନିଟ୍‌ ପାଇଁ ହୋଇଥାଏ ରାତି

ସମଗ୍ର ବିଶ୍ୱ ପ୍ରକୃତିର ନିୟମ ଅନୁଯାୟୀ ଚାଲିଥାଏ। ପ୍ରକୃତିର ନିୟମଠାରୁ ଭିନ୍ନ କିଛି ଏହି ପୃଥିବୀରେ ଘଟେ ନାହିଁ। ଏକ ନିର୍ଦ୍ଦିଷ୍ଟ ସମୟରେ ଦିନରାତି ହୋଇଥାଏ। ନିର୍ଦ୍ଧାରିତ ସମୟରେ ସୂର୍ଯ୍ୟ ଉଦୟ ହୁଅନ୍ତି ଏବଂ ଅସ୍ତ ହୁଅନ୍ତି। ତଥାପି ଅନେକ ସ୍ଥାନରେ…

ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ ।୧: କ୍ରାନ୍ତି ଓ କ୍ରୀଡା ନଗରୀ ନାମରେ ପରିଚିତ ମିରଠ ପାଇଁ ରବିବାର ଏକ ଐତିହାସିକ ଦିନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମିରଠରେ ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାକୁ ଯାଉଛନ୍ତି ।…

ଉଚ୍ଚ ରକ୍ତଚାପ, ମଧୁମେହ ହ୍ରାସ କରେ…

ସୁସ୍ଥ ଜୀବନ ପାଇଁ ସୁଷମ ଖାଦ୍ୟ ଏବଂ ସୁସ୍ଥ ଶରୀର ନିତ୍ୟାନ୍ତ ଆବଶ୍ୟକ। ଗବେଷକଙ୍କ ଅନୁଯାୟୀ, ଯେଉଁମାନେ ଖୁବ୍‌ ଯତ୍ନଶୀଳ ଏବଂ ଉତ୍ତମ ଭୋଜନ କରନ୍ତି ସେମାନଙ୍କ ମୃତ୍ୟୁହାର ୧୭% ହ୍ରାସ ହୋଇଥାଏ। ‘ଆମେରିକୀୟ ଜର୍ନାଲ ଅଫ୍‌ ଲାଇଫଷ୍ଟାଇଲ ମେଡିସିନ’ ଅନୁଯାୟୀ…

ହରିୟାଣାରେ କରୋନା ବିସ୍ଫୋରଣ, ୫ ଜିଲାରେ ମହାମାରୀ ଆଲର୍ଟ, ସିନେମାହଲରେ ତାଲା

ଚଣ୍ଡିଗଡ଼,୨ ।୧: ଦେଶରେ ପୁଣିଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ନୂଆ ନୂଆ ଗାଇଡ ଲାଇନ୍ ଜାରି କଲେଣି । ହରିୟାଣାରେ ବେଳକୁ ବେଳ କରୋନା ବେକାବୁ ହେବାରୁ ଏଠାରେ ୫ ଜିଲାରେ…

ପ୍ରଥମଥର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ଯୋଗୀ ଆଦିତ୍ୟନାଥ!

ଲକ୍ଷ୍ନୌ,୨ ।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଥମଥର ଲାଗି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ଜଣାପଡିଛି । ଶନିବାର ଖବରାତାଙ୍କ ସହ କଥା ହେବା ସମୟରେ ସେ ପରୋକ୍ଷରେ ଏହା କହିଛନ୍ତି । ଏହା ଅଫିସିୟାଲି ଘୋଷଣା କରାଯାଇ…

ଇସ୍ରାଏଲରେ ଫ୍ଲୋରୋନା ସଂକ୍ରମଣ

ନୂଆଦିଲ୍ଲୀ,୧।୧: ବିଶ୍ୱ କରୋନାରୁ ମୁକୁଳିବାକୁ ରାସ୍ତା ଖୋଜୁଥିବାବେଳେ ଇସ୍ରାଏଲର ନୂତନ କରି ‘ଫ୍ଲୋରୋନା’ ସଂକ୍ରମଣ ଚିହ୍ନଟ ହୋଇଛି। ଏହା କରୋନା ଏବଂ ଇନ୍‌ଫ୍ଲୁଏଞ୍ଜାର ଏକ ଦୋହରା ସଂକ୍ରମଣ ବୋଲି ଇସ୍ରାଏଲ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ରୋବିନ୍‌ ମେଡିକାଲ ସେଣ୍ଟରେ ଜଣେ…

ଶରୀରରେ ଏସବୁ ଲକ୍ଷଣ ଦେଖାଦେଉଛି କି? ହୋଇପାରେ…

ମହାମାରୀ କରୋନା ସମୟରେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୂତ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି। କାରଣ କମ୍‌ ଇମ୍ୟୁନିଟି ଥିବା ବ୍ୟକ୍ତିଙ୍କୁ କରୋନା ବିଶେଷଭାବେ ପ୍ରଭାବିତ କରୁଛି। ଏପରିକି ଲୋକଙ୍କ ପ୍ରାଣହାନୀ ମଧ୍ୟ ଘଟୁଛି। ଏଣୁ ସ୍ବାସ୍ଥ୍ୟକର ଖାଦ୍ୟ ସେବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri