Home

ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା

କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ ଓ ବୃଦ୍ଧାବୃଦ୍ଧଙ୍କ ପଥକଷ୍ଟ ଦୂର କରିବା ପାଇଁ ହିତାଧିକାରୀଙ୍କ ଜମାଖାତା ଜରିଆରେ ସିଧାସଳଖ ଭତ୍ତା…

କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା

କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର…

ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ପୁଣି ରିମାଣ୍ଡରେ ଆସିବେ। କମିଶନରେଟ ପୋଲିସ ତାଙ୍କୁ ୭ଦିନିଆ ରିମାଣ୍ଡରେ…

ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍‌ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼, ବାଲଟ ପେପର ଚିରା, ଭୋଟ ବାକ୍ସ ପୋଖରୀରେ ଫିଙ୍ଗିବା, ପ୍ରାର୍ଥୀ ଅପହରଣ ଭଳି…

ଉଦ୍ୟୋଗ ନୀତି ସରଳ ହେଉ

ମସଲା ଆମର ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଉପାଦାନ ପାଲଟିଛି। ପୂର୍ବରୁ ଗୃହିଣୀମାନେ ମସଲା ବାଟି ବ୍ୟଞ୍ଜନରେ ବ୍ୟବହାର କରୁଥିବାବେଳେ ଏବେ ସବୁଠି ପ୍ୟାକେଟ ସ୍ପାଇସ୍‌ର ଚାହିଦା ରହିଛି। ଏହି ଚାହିଦାକୁ ଅନେକାଂଶରେ ପୂରଣ କରିଛି ଦିବ୍ୟ ମଲ୍ଟିଗ୍ରେନ୍ସ ପ୍ରାଇଭେଟ୍‌ ଲିଃର…

ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର ପୋଲିଖା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ଭାରତ ପକ୍ଷରୁ ଏ…

ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏବଂ ଶନିବାର କୋଣାର୍କ ଏବଂ ଭୁବନେଶ୍ୱରରେ ଏହି ସମ୍ମିଳନୀ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା ମାଡ଼ ହୋଇଛି। ଏହି ବୋମାମାଡ଼ରେ ଆହତ ଓ କ୍ଷୟକ୍ଷତି ଜଣାପଡି ନ ଥିବାବେଳେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ

କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ ତ୍ରିନାଥଙ୍କୁ ଜେଲ୍‌ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଗତ ୧୫ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି…

ୟୁକ୍ରେନକୁ ଏକେଲା ଛାଡିଦେଲା ନାଟୋ ଦେଶ, ଆମେରିକା-ବ୍ରିଟେନ, ୟୁରୋପୀୟ ୟୁନିୟନ ରୁଷିଆ ଉପରେ ଲଗାଇଲେ କଡା ପ୍ରତିବନ୍ଧକ

ୱାଶିଂଟନ,୨୫ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଥିବା ବେଳେ ରୁଷିଆ ଆମେରିକାର ସମସ୍ତ ଆର୍ଥିକ ପ୍ରତିବନ୍ଧକକୁ ଏକ ପ୍ରକାର ଅଣଦେଖା କରି ଦେଇଛି କହିଲେ ଚଲେ । ଆମେରିକା ପାଖରେ ବି ଏହାର କୌଣସି ବିକଳ୍ପ ନ…

ବେବି ରୁମ୍‌ର ପ୍ରଥମ ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ସ୍ବାମୀ ନିକ୍‌ ଜୋନାସ୍‌ ଆଜିକାଲି ମାତାପିତା ହେବାର ସୌଭାଗ୍ୟକୁ ବେଶ୍‌ ଉପଭୋଗ କରୁଛନ୍ତି। ନିକଟରେ ସରୋଗେସି ମାଧ୍ୟମରେ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏଥିପାଇଁ ଏହି ଦମ୍ପତି ବହୁତ ଖୁସି ଅଛନ୍ତି।…

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି ଘଟଣାରେ ଓଡ଼ିଶା ହାଇକୋର୍ଟ ନିର୍ମାଣକାରୀ ସଂସ୍ଥାକୁ ସ୍ଥାୟୀ କଳା ତାଲିକାଭୁକ୍ତ ଘୋଷଣା କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri