ଲକ୍ଡାଉନ ଯୋଗୁ ଅଫିସ୍ରେ କର୍ମଚାରୀଙ୍କ ବିତୁଛି ରାତି
ବେଜିଂ,୩୧।୩: ଚାଇନାରେ କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ହଜାର ହଜାର ସଂଖ୍ୟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନାଜନିତ ଶତାଧିକଙ୍କ ମୃତ୍ୟୁ ହୋଇଛି। ଇତିମଧ୍ୟରେ ଚାଇନାରେ ଥିବା ବ୍ୟାଙ୍କ ଓ ନିବେଶ ସଂସ୍ଥାଗୁଡ଼ିକ ସେମାନଙ୍କ କର୍ମଚାରୀଙ୍କୁ ଅଫିସ୍…
ଏଣିକି ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବନି ଜରିମାନା
ନୂଆଦିଲ୍ଲୀ,୩୧।୩: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦିଲ୍ଲୀରେ ମଧ୍ୟ କରୋନା ମାମଲା ପୂର୍ବାପେକ୍ଷା କମ୍ ରହିଛି। ଫଳରେ ରାଜ୍ୟସରକାର କରୋନା କଟକଣାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଦିଲ୍ଲୀରେ ଆୟୋଜିତ ହୋଇଥିବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍ଏ)ର ବୈଠକରେ…
ହଟିଲା କରୋନା କଟକଣା: ଟ୍ରେନ୍ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ
ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର କରୋନାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ କରୋନା…
ଚା’ କପ୍କୁ ୧୦୦, ଲଙ୍କା କିଲୋ ୭୦୦
କଲମ୍ବୋ,୩୧।୩: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଏବେ ଆର୍ଥିକ ଓ ଖାଦ୍ୟ ଅଭାବ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ ଭୋକ ଉପସାରେ ରହିବାକୁ ବାଧ୍ୟ ହେଉଛନ୍ତି। ପେଟ୍ରୋଲ ଅପେକ୍ଷା କ୍ଷୀର ସବୁଠାରୁ ମହଙ୍ଗା ହୋଇଛି। ଏକ ଲିଟର…
ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ
ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ୬ ଜଣ ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ (ସିଏମସି)ର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ପୂର୍ବରୁ…
ଯୋଗୀଙ୍କୁ ଭେଟିବା ପରେ ଶିବପାଲଙ୍କୁ ନେଇ ବଢୁଛି ଚର୍ଚ୍ଚା
ଲକ୍ଷ୍ନୌ,୩୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ଚର୍ଚ୍ଚା ଥମିବାର ନାଁ ଧରୁନି। ନିର୍ବାଚନ ପୂର୍ବରୁ ଏସପି ନେତା ଅଖିଳେଶ ଯାଦବ ଏବଂ ତାଙ୍କ ଦାଦା ତଥା ପ୍ରଗତିଶୀଳ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଶିବପାଲ ଯାଦବ ଏକାଠି ନଜର ଆସିଥିଲେ।…
ଏହି ଦିନ ରିଲିଜ ହେବ ଶିଳ୍ପାଙ୍କ ଫିଲ୍ମ ‘ନିକମ୍ମା’
ମୁମ୍ବାଇ,୩୧ା୩: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ବହୁତ ଦିନ ପରେ ସ୍କ୍ରିନ୍ରେ ଦେଖିବାକୁ ମିଳିବ। ତାଙ୍କର ଆଗାମୀ ଫିଲ୍ମ ‘ନିକମ୍ମା’ ଚଳିତବର୍ଷ ରିଲିଜ ହେବ। ଏନେଇ ପ୍ରଶଂସକମାନେ ବହୁତ ଖୁସି ଅଛନ୍ତି। ତେବେ ଫିଲ୍ମଟି ଜୁନ୍ ୧୭ରେ ମୁକ୍ତିଲାଭ କରିବ। ଫିଲ୍ମରେ…
ବିହାର ରାଜନୀତିରେ ଟୁଇଷ୍ଟ: ନୀତିଶ କୁମାରଙ୍କୁ ରାଜ୍ୟ ସଭା ପଠାଇପାରେ ଭାଜପା
ପାଟନା,୩୧।୩: ବିହାରରେ ବଡ଼ ଧରଣର ରାଜନୈତିକ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟ ସଭା ଯିବାକୁ ଇଛା ପ୍ରକାଶ କରିବା ପରେ ରାଜ୍ୟ ରାଜନୀତି ଏବେ ସରଗରମ ହୋଇଛି। ବିହାର ସରକାରରେ ଜେଡିୟୁର ସହଯୋଗୀ ଭାଜପା ମଧ୍ୟ ନୀତିଶ…
‘୩ ମାସ ଭିତରେ କଂଗ୍ରେସରେ ହେବ ବଡ଼ ପରିବର୍ତ୍ତନ’
ନୂଆଦିଲ୍ଲୀ,୩୧।୩: ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠିଛି। ପରାଜୟ ପରେ ଦଳରେ ଜି୨୩ ନେତାଙ୍କ ସକ୍ରିୟତା ବୃଦ୍ଧି ପାଇଛି। ଜି୨୩ ନେତାମାନେ ଦଳର ନେତୃତ୍ୱ ଉପରେ କ୍ରମାଗତ ପ୍ରଶ୍ନ କରୁଛନ୍ତି। ଏବେ…
ଉତ୍ତରପୂର୍ବ ରାଜ୍ୟରୁ ହଟିଲା ଆଫ୍ସା
ନୂଆଦିଲ୍ଲୀ,୩୧।୩: ଦେଶର ଉତ୍ତରପୂର୍ବ ରାଜ୍ୟମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ନାଗାଲାଣ୍ଡ, ଆସାମ ଏବଂ ମଣିପୁର ଆଦି ଉତ୍ତରପୂର୍ବ ରାଜ୍ୟ ଉପରେ ଲଗାଯାଇଥିବା ବିବାଦୀୟ ସଶସ୍ତ୍ର ବଳ (ସ୍ବତନ୍ତ୍ର ଅଧିକାର) ଆଇନକୁ ହଟାଇ ଦିଆଯିବ।…
୮ ଆଇଏଏସ୍ ଅଧିକାରୀ ଦୋଷୀ ସାବ୍ୟସ୍ତ
ଭୋପାଳ,୩୧ା୩: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଗୁରୁବାର ୮ ଜଣ ଆଇଏଏସ ଅଧିକାରୀଙ୍କୁ କୋର୍ଟର ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ହାଇକୋର୍ଟ ଏହି ସମସ୍ତ ଅଧିକାରୀଙ୍କୁ ଦୁଇ ସପ୍ତାହ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ଅଧିକାରୀମାନେ କୋର୍ଟରେ କ୍ଷମା ପ୍ରାର୍ଥନା କରିଥିଲେ, ଏହା…

