Home

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…

ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍‌ ପାଇଁ ହେଉଛି ଭୋଟ୍‌ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧…

ଯୁଦ୍ଧ ଘୋଷଣା…

ମସ୍କୋ,୨୪।୨ : ଯୁଦ୍ଧ ଟାଳିବା ପାଇଁ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ବୈଠକ ଚାଲିଥିବାବେଳେ ରୁଷ୍‌ଇଆ ରାଷ୍ଠ୍ରପତି ବ୍ଲାଡିମୀର ପୁଟିନ୍‌ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନାଟୋ କିମ୍ବା ଆମେରିକା ୟୁକ୍ରେନକୁ ସହଯୋଗ କଲେ ଭୟଙ୍କର ପରିଣାମ ହେବ ବୋଲି…

ଚାରିପଟୁ ଆକ୍ରମଣ ଯୋଜନା…

ମସ୍କୋ/କ୍ୱିଭ୍‌,୨୪।୨ : ଗତ ଦୁଇ ଦିନ ମଧ୍ୟରେ ରୁଷ-ୟୁକ୍ରେନ ଯୁଦ୍ଧ ସଙ୍କଟର ପରିସ୍ଥିତି ଦ୍ରୁତ ଗତିରେ ବଦଳି ଯାଇଛି। ରୁଷିଆ ସୈନ୍ୟମାନେ ପୂର୍ବ ୟୁକ୍ରେନରେ ପ୍ରବେଶ କରିଛନ୍ତି। ପୃଥିବୀର ବହୁ ଦେଶ ରୁଷିଆକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ରୁଷିଆ…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ…

ଟଳିବନି ଯୁଦ୍ଧ: ପୁଟିନ

ମସ୍କୋ,୨୪ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ବେଳକୁ ବେଳ ଉତ୍ତେଜନା ପରିସ୍ଥିତି ବଢିବାରେ ଲାଗିଛି । ଦୁଇ ଦେଶ ମଧ୍ୟରେ ପରିସ୍ଥିତି ଯୁଦ୍ଧର ନିକଟତର ହେବାରେ ଲାଗିଛି । ଆଶଙ୍କା କରାଯାଉଛି କି ଯେ କୌଣସି ମୁହୂର୍ତ୍ତରେ ରୁଷିଆ ପକ୍ଷରୁ…

ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ…

ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା ଯାଏ…

କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି ଜିଲାପରିଷଦ…

ୟୁକ୍ରେନ୍‌ରେ ପୁଣି ସାଇବର ଆକ୍ରମଣ, ସରକାରୀ-ବ୍ୟାଙ୍କ କାରବାର ଠପ୍‌…

କ୍ୱିଭ୍‌,୨୪।୨ : ଗୋଟିଏ ପଟେ ରୁଷିଆ ପକ୍ଷରୁ ସୈନ୍ୟବାହିନୀଙ୍କ ଦ୍ୱାରା ୟୁକ୍ରେନ ଉପରେ ଆକ୍ରମଣ କରାଯାଇଥିବା ବେଳେ ଅନ୍ୟପଟେ ୟୁକ୍ରେନ ଉପରେ ପୁଣି ସାଇବର ଆକ୍ରମଣ ହୋଇଛି। ୟୁକ୍ରେନ ସରକାରଙ୍କ ୱେବସାଇଟ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ୱେବସାଇଟ ଏହି ଆକ୍ରମଣର ଶିକାର…

ଡୋନେସ୍କରେ ୫ ବିସ୍ଫୋରଣ, ରୁଷିଆ ଆକ୍ରମଣ କରିଥିବା ଆଶଙ୍କା !…

କ୍ୱିଭ୍‌/ମସ୍କୋ,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିବା ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ବିଦ୍ରୌହୀଙ୍କ ଦଖଲରେ ଥିବା ୟୁକ୍ରେନର ପୂର୍ବ ଡୋନେସ୍କ ସହରରେ ପାଞ୍ଚ ଥର ବିସ୍ଫୋରଣର ଶୁଣିବାକୁ ମିଳିଛି। ଏହା ପରେ ଚାରିଟି ସାମରିକ ଟ୍ରକ ଘଟଣାସ୍ଥଳକୁ ଯାଇଥିବା…

୪ ଲଶ୍କର ସହାୟକ ଗିରଫ…

ଶ୍ରୀନଗର,୨୪।୨ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରୁ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଚାରିଜଣ ସହାୟକଙ୍କୁ ସୁରକ୍ଷା ବାହିନୀ ଗିରଫ କରିଛନ୍ତିି। ପୋଲିସ ମୁଖପାତ୍ର କହିଛନ୍ତି ଯେ ବାରମୁଳା ଠାରୁ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର ସହ ଜଡିତ ଆତଙ୍କବାଦୀଙ୍କ ଦୁଇଜଣ ସହାୟକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri