ପ୍ରଥମେ ପାଠପଢ଼ାରେ ମନ ଦିଅ, ପରେ ବିବାହ…
ଭୋପାଳ, ୨୩।୨ : ପାଠପଢ଼ା ପରେ ବିବାହ କାର୍ଯ୍ୟ ହେଲେ ଭଲ। ନାରୀ ନିକେତନରେ ଥିବା ଜଣେ ଯୁବତୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପରାମର୍ଶ ପ୍ରଦାନ କରାଯାଇଛି। ଯୁବତୀ ଜଣକ ନିଜ ସମ୍ପ୍ରଦାୟ ବାହାରେ ଜଣଙ୍କୁ ବିବାହ କରିବାକୁ ଚାହୁଁଛନ୍ତି।…
ବର୍ଷ ବର୍ଷ ଧରି ବିମାନବନ୍ଦରରେ ପାର୍କିଂ ହୋଇଛି କାର୍, ଫି’ ଜାଣିଲେ ମାଲିକଙ୍କ ଉଡ଼ିଯିବ ହୋସ୍
ବାଲି ଏୟାରପୋର୍ଟ ବା ବିମାନବନ୍ଦରର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ କାର ପାର୍କିଂ ହୋଇଥିବା ଫଟୋ ଶେୟାର କରାଯାଇଛି। ଏହି କାର୍ଟି ଦୀର୍ଘବର୍ଷ ଧରି ପାର୍କିଂ ସ୍ଥାନରେ ରଖାଯାଇଛି। ଏବେ ଏହାର ପାର୍କିଂ ଫି’ ଜାଣି…
ସ୍ତ୍ରୀ ଡଷ୍ଟବିନ୍ରେ ଫିଙ୍ଗିଦେଲେ ଲକ୍ଷାଧିକ ଟଙ୍କାର ସୁନା ଚେନ୍, ଅଳିଆ ଗାଡ଼ି ପଛେ ପଛେ ଦୌଡ଼ିଲେ ସ୍ବାମୀ; ଆଉ ତା’ ପରେ…
ମାଲେସିଆରେ ରହୁଥିବା ଜଣେ ମହିଳା ଫେସ୍ବୁକରେ ତାଙ୍କ ସହ ଘଟିଥିବା ଏକ କାହାଣୀ ଶେୟାର କରିଛନ୍ତି। ମହିଳା ଜଣକ ହଠାତ୍ ତାଙ୍କ ସୁନା ଚେନ୍ଟିକୁ ଅଳିଆଗଦାରେ ପକାଇ ଦେଇଥିଲେ। ଏହା ପରେ ଚେନ୍ ଖୋଜିବାକୁ ତାଙ୍କ ସ୍ବାମୀ ଅଳିଆ ଗାଡ଼ି ପଛେ…
ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଲଞ୍ଚ୍ରେ ସ୍ବାଭିମାନ ଅଞ୍ଚଳକୁ ଗଲେ ପୋଲିଂ ପାର୍ଟି
ଚିତ୍ରକୋଣ୍ଡା,୨୩ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗୁରୁବାର ହେବ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ। ଚିତ୍ରକୋଣ୍ଡା ବ୍ଲକର ୧୮ଟି ପଞ୍ଚାୟତର ୨୨୨ଟି ଓ୍ବାର୍ଡର ୨୩୩ଟି ବୁଥ୍ରେ ୪୧୭୮୨ ଜଣ ଭୋଟର କରିବେ ମତଦାନ। ଏଥିପାଇଁ…
ହୃଦ୍ଘାତରେ ଆଖି ବୁଜିଲେ ଆର୍ଜେ ରଚନା
ବାଙ୍ଗାଲୋର: ଲୋକପ୍ରିୟ କନ୍ନଡ ଆର୍ଜେ ରଚନା ଆଉ ନାହାନ୍ତି। ମାତ୍ର ୩୯ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି ସେ। ମଙ୍ଗଳବାର ଜେପି ନଗରସ୍ଥିତ ଫ୍ଲାଟ୍ରେ ସେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି…
ପୁଟିନ୍ଙ୍କୁ ରୋକିବା କ୍ଷମତା ଜାତିସଂଘର ବି ନାହିଁ, ବାଇଡେନ୍ ମଧ୍ୟ ଅସହାୟ…
ମସ୍କୋ, ୨୩।୨ : ୟୁକ୍ରେନ୍ର ଡୋନେସ୍କ୍ ଏବଂ ଲୁହାନସ୍କ୍ ସହରର କେତେକ ଅଞ୍ଚଳକୁ ରୁଷିଆ ସମର୍ଥିତ ବିଦ୍ରୋହୀ ନିଜ ଦଖଲକୁ ନେଇଛନ୍ତି। ଏହାପରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ ଏସବୁ ଅଞ୍ଚଳକୁ ସ୍ବତନ୍ତ୍ର ଘୋଷଣା କରିଛନ୍ତି। ରୁଷିଆର ଏଭଳି ପଦକ୍ଷେପକୁ ଦୃଷ୍ଟିରେ ରଖି…
ରାମସେତୁକୁ ଐତିହାସିକ ସ୍ମାରକୀ ମାନ୍ୟତା ମାମଲା, ମାର୍ଚ୍ଚ ୯ରେ ଶୁଣାଣି…
ନୂଆଦିଲ୍ଲୀ, ୨୩।୨ : ରାମ ସେତୁକୁ ଜାତୀୟ ସ୍ମାରକୀ ଘୋଷଣା କରି ସୁରକ୍ଷା ଦାବି ଉପରେ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ମାର୍ଚ୍ଚ ୯ରେ ଏହି ମାମଲାର ଶୁଣାଣି କରିବାକୁ ପ୍ରଧାନ ବିଚାରପତି ନିଶ୍ଚିତ…
ଅଫ୍ଲାଇନ୍ରେ ହେବ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା, ଅନ୍ଲାଇନ୍ ପରୀକ୍ଷା ଆବେଦନ ଖାରଜ…
ନୂଆଦିଲ୍ଲୀ, ୨୩।୨ : ଦଶମ ଏବଂ ଦ୍ୱାଦଶ ବୋର୍ଡର ଅଫଲାଇନ ପରୀକ୍ଷା ସମ୍ବନ୍ଧରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାୟ ପ୍ରଦାଦ କରିଛନ୍ତି। ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନଲାଇନରେ କରିବାକୁ କୋର୍ଟ ମନା କରି ଦେଇଛନ୍ତି। ବୁଧବାର ଅନୁଷ୍ଠିତ…
ଜଣେ ବ୍ୟକ୍ତିଙ୍କର ୨ଟି ଜନ୍ମ ପ୍ରମାଣପତ୍ର ହୋଇପାରିବ ନାହିଁ…
ନୂଆଦିଲ୍ଲୀ, ୨୩।୨ : ଜଣେ ବ୍ୟକ୍ତିଙ୍କ ୨ଟି ଭିନ୍ନ ଭିନ୍ନ ଜନ୍ମ ପ୍ରମାଣପତ୍ର ହୋଇ ପାରିବ ନାହିଁ। ଏଭଳି କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ କରାଯିବ ନାହିଁ। ବ୍ୟକ୍ତିଙ୍କ ପରିଚୟ କେବଳ ତାଙ୍କର ନାମ ଅବା ମାତାପିତାଙ୍କ ଦ୍ୱାରା ହୋଇ ନଥାଏ।…
ଟିମ୍ ଇଣ୍ଡିଆକୁ ଡବଲ୍ ଝଟ୍କା
ନୂଆଦିଲ୍ଲୀ,୨୩।୨: ଗୁରୁବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ଏହା ପୂର୍ବରୁ ଟିମ୍ ଇଣ୍ଡିଆକୁ ଡବଲ୍ ଝଟ୍କା ଲାଗିଛି। ଦଳର ଦୁଇ ଷ୍ଟାର ଖେଳାଳି ଏହି ସିରିଜରୁ ବାଦ ପଡ଼ିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରେ ଦମଦାର ବ୍ୟାଟିଂ କରିଥିବା…
ଘରୁ ପଳାଇଯାଇ ମନ୍ଦିରରେ କରିଥିଲେ ବିବାହ
ବମ୍ବେ: ସ୍କୁଲରେ ପଢ଼ୁଥିବା ବେଳେ ପ୍ରେମରେ ପଡ଼ିଥିଲେ। ପ୍ରେମିକଙ୍କୁ ଜୀବନସାଥୀ କରିବାକୁ ମନସ୍ଥ କରିଥିଲେ। ହେଲେ ପରିବାରଲୋକ ସମ୍ପର୍କକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନ ଥିଲା। ଦୀର୍ଘ ଦେଢ଼ ବର୍ଷ ଧରି ପ୍ରେମିକଙ୍କଠାରୁ ଅଲଗା କରି ରଖିଥିଲେ। ଦେଖିବା ତ ଦୂରର…
ଲିଙ୍ଗଗତ ସମାନତା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ…
ନୂଆଦିଲ୍ଲୀ, ୨୩।୨ : ପ୍ରତିଟି କ୍ଷେତ୍ରରେ ଲିଙ୍ଗଗତ ସମାନତା ଉପଲବ୍ଧ କରାଇବା ଆବଶ୍ୟକ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ନାଗଲାଣ୍ଡ ପୌରପାଳିକା ନିର୍ବାଚନରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ମାମଲାର…
Archives


