Home

ସିଭିସିଙ୍କୁ ସଂସଦୀୟ କମିଟିଙ୍କ ପ୍ରଶ୍ନ କାହିଁକି ବିଚାର ନହୋଇ ପଡ଼ି ରହିଛି ୧୨ ହଜାରରୁ ଅଧିକ ମାମଲା…

ନୂଆଦିଲ୍ଲୀ, ୨୯।୩ : ତିନି ବର୍ଷରୁ ଅଧିକ ସମୟ ଧରି ୧୨ ହଜାରରୁ ଅଧିକ ମାମଲା କାହିଁକି ବିଚାରାଧୀନ ଅଛି ତାହା ସ୍ପଷ୍ଟ କରିବାକୁ ସଂସଦୀୟ କମିଟି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ(ସିବିସି)ଙ୍କୁ କହିଛି। ସଂସଦରେ ଦାଖଲ ହୋଇଥିବା ଏହାର ସଦ୍ୟତମ ରିପୋର୍ଟରେ,…

ୟୁକ୍ରେନ୍‌ର ୫୬୫ ଶହ କୋଟି ଡଲାର କ୍ଷତି, ୭୮୮୬ କିଲୋମିଟର ରାସ୍ତାଘାଟ ନଷ୍ଟ…

କ୍ୱିଭ୍‌, ୨୯।୩ : ରୁଷିଆ ଆକ୍ରମଣରେ ୟୁକ୍ରେନ୍‌ର ବହୁ ଆବାସିକ କୋଠା, ହସ୍ପିଟାଲ, ଶିକ୍ଷାନୁଷ୍ଠାନ ଆଦି ଧ୍ୱଂସ ହୋଇଛି। ଯୁଦ୍ଧରେ ୟୁକ୍ରେନ୍‌ର ପ୍ରାୟ ୫୬୫ ଶହ କୋଟି ଡଲାର କ୍ଷତି ହୋଇଛି। ଏହା ସହିତ ୭୮୮୬ କିଲୋମିଟର ରାସ୍ତାଘାଟ ନଷ୍ଟ ହୋଇଯାଇଛି।…

ଆର୍‌ଆର୍‌ ୮ ଓଭରରେ ୭୫…

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆର୍‌ଏଚ୍‌) ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ମଧ୍ୟରେ ମୁକାବିଲ ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ହେଉଛି। ଆର୍‌ଆର୍‌ ଯୁବ ଅଧିନାୟକ ସଞ୍ଜୁ ସାମସନ ଏସଆର୍‌ଏଚ୍‌ର ଅଭିଜ୍ଞ ଅଧିନାୟକ କେନ…

ପରିସିମନ୍‌ କମିଶନ ବିରୋଧରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ, ୨୯।୩ : କେନ୍ଦ୍ରଶାସିତ ପ୍ରଦେଶ ଜମ୍ମୁ-କଶ୍ମୀରରେ ବିଧାନସଭା ଆସନ ସଂଖ୍ୟାକୁ ୮୩ ରୁ ୯୦ କୁ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀରରେ ୨୪ ଆସନ ସମେତ ଏହି ସଂଖ୍ୟା ୧୦୭ ରୁ ୧୧୪ କୁ ବୃଦ୍ଧି କରିବାକୁ ନେଇ ଗଠିତ…

ଚାଇନା ଗସ୍ତରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସ୍‌ଲାମାବାଦ,୨୯।୩: ଅଫଗାନିସ୍ତାନ ଉପରେ ଅୟୋଜିତ ହେଉଥିବା ଏକ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମୁଦ କୁରୈଶି ମଙ୍ଗଳବାର ଚାଇନା ଅଭିମୁଖେ ଯାତ୍ରା କରିଛନ୍ତି। ଚାଇନା ରାଜ୍ୟ ପରାମର୍ଶଦାତା ତଥା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ନିମନ୍ତ୍ରଣରେ କୁରୈଶୀ…

ଆରସିବିର ବାୟୋ-ବବଲ୍‌ରେ ଅନୁଷ୍କାଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୯।୩: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସହ ପତ୍ନୀ ତଥା ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସୂଚାଇ ଦେଉଛି ଯେ, ଅନୁଷ୍କା ମଧ୍ୟ ଆରସିବିର ବାୟୋ-ବବଲରେ ପ୍ରବେଶ କରିଛନ୍ତି। ଏହି ଫଟୋକୁ ବିରାଟ…

ଆମେରିକାକୁ ଧମକ ଦେଲେ କିମ୍‌ …

ଓ୍ବାଶିଂଟନ, ୨୯।୩ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଏକ ଅନ୍ତର୍ଦେଶୀୟ କ୍ଷେପଣାସ୍ତ୍ରର ପରୀକ୍ଷଣ କରିବା ପରେ ଆମେରିକା ସହ ବିବାଦ ପୁଣି ବଢ଼ିବାରେ ଲାଗିଛି। କିମ୍‌ ଏବେ ଆମେରିକାକୁ ସିଧାସଳଖ ଧମକ ଦେଇଛନ୍ତି।ସେ କହିଛନ୍ତି ଯେ…

ପ୍ରଭାବ ପକାଇଲା ଇସ୍ତାନବୁଲ ବାର୍ତ୍ତା: ପୁଟିନ୍‌-ଜେଲେନ୍‌ସ୍କିଙ୍କ ମଧ୍ୟରେ ହୋଇପାରେ ସାକ୍ଷାତକାର

ଇସ୍ତାନବୁଲ,୨୯।୩: ତୁର୍କୀର ଇସ୍ତାନବୁଲରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ମଙ୍ଗଳବାର ଶାନ୍ତିପୂର୍ଣ୍ଣ ଆଲୋଚନା ହୋଇଛି। ଦିର୍ଘ ୩ଘଣ୍ଟା ଧରି ଏହି ବୈଠକ ଚାଲିଥିଲା। ଏହି ବୈଠକ ପରେ ରୁଷିଆ ମୁଖ୍ୟ ମଧ୍ୟସ୍ଥି ଭ୍ଲାଡିମିର ମେଣ୍ଡେସ୍କି ସକାରାତ୍ମକ ବୟାନ ଦେଇଛନ୍ତି। ରୁଷିଆ ଓ…

କୋଇଲା ଦୁର୍ନୀତିରେ ଟିଏମ୍‌ସି ଏମ୍‌ପି ଅଭିଷେକଙ୍କ ପତ୍ନୀଙ୍କୁ ଇଡିର ସମନ

କୋଲକାତା,୨୯।୩: ପଶ୍ଚିମବଙ୍ଗରେ କୋଇଲା ଖଣି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କୁ ଇଡି ସମନ ପଠାଇଛି। ମାର୍ଚ୍ଚ ୩୦ରେ ଇଡି କାର୍ଯ୍ୟାଳୟରେ ରୁଜିରାଙ୍କୁ ହାଜର ହେବାକୁ ନୋଟିସ୍‌ ଜାରି କରାଯାଇଛି।…

ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର…

ନୂଆଦିଲ୍ଲୀ, ୨୯।୩ : ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ସୁପ୍ରିମକୋର୍ଟରେ ମଙ୍ଗଳବାର ଲଖମୀପୁର ଖେରୀ ମାମଲାରେ ସତ୍ୟପାଠ ଦାଖଲ କରିଛନ୍ତି । ସରକାର କହିଛନ୍ତି ଯେ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଲକ୍ଷ୍ମୀପୁର ଖେରୀ ମାମଲାରେ ଦିଆଯାଇଥିବା ଜାମିନ ଚ୍ୟାଲେଞ୍ଜ ଉପରେ…

ଇମ୍ରାନ ସରକାରଙ୍କ କାଉଣ୍ଟଡାଉନ୍‌ ଆରମ୍ଭ: ଏପ୍ରିଲ ୩ରେ ହେବ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ

ଇସ୍‌ଲାମାବାଦ୍‌,୨୯।୩: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ଏପ୍ରିଲ ୩ରେ ଅନାସ୍ଥା ପ୍ରସ୍ତାବ ଉପରେ ସଂସଦରେ ଭୋଟିଂ କରାଯିବ। ମଙ୍ଗଳବାର ଏନେଇ ପାକିସ୍ତାନର ଗୃହମନ୍ତ୍ରୀ ଶେଖ୍‌ ରସିଦ ଦାବି କରିଛନ୍ତି। ସୋମବାର ପାକିସ୍ତାନ ସଂସଦରେ ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ…

ଆସାମ-ମେଘାଳୟ ସୀମା ବିବାଦ ତୁଟିଲା…

ନୂଆଦିଲ୍ଲୀ, ୨୯।୩ : ଦୀର୍ଘ ୫୦ ବର୍ଷ ଧରି ଆସାମ ଏବଂ ମେଘାଳୟ ମଧ୍ୟରେ ଜାରି ରହିଥିବା ସୀମା ବିବାଦ ଶେଷରେ ତୁଟିଛି। ଦୁଇରାଜ୍ୟର ମୁଖ୍ୟମନ୍ତ୍ରୀ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଏକ ବୁଝାମଣା ପତ୍ରରେ ମଙ୍ଗଳବାର ସ୍ବାକ୍ଷର କରିଛନ୍ତି। ମେଘାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?