Home

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା, ଦୈନିକ ସଂକ୍ରମଣ କମିଲା…

ନୂଆଦିଲ୍ଲୀ, ୨୨।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ…

ଘରେ କରନ୍ତୁ ହେୟାର ଷ୍ଟ୍ରେଟ୍‌ନିଂ

ବର୍ତ୍ତମାନ ସୁନ୍ଦର ଦେଖାଯିବା ଆଳରେ ହେୟାର୍‌ ଷ୍ଟ୍ରେଟ୍‌ନିଂ କରାଇବାକୁ ଅନେକେ ଆଗ୍ରହୀ ହେଉଥିବା ଦେଖିବାକୁ ମିଳୁଛି। ତା’ଛଡ଼ା କୁଞ୍ଚୁକୁଞ୍ଚତ୍ଆ କେଶ କୁଣ୍ଡାଇବା ବେଳେ ଅଧିକ ଜଟ ହେଉଥିବାରୁ ବି ଅନେକେ ଷ୍ଟ୍ରେଟ୍‌ନିଂ କରୁଛନ୍ତି। ତେବେ ଏଥିପାଇଁ ସେମାନଙ୍କୁ ବ୍ୟୁଟିପାର୍ଲର ଯାଇ ବହୁ…

ସ୍ବାଧୀନତା ଆନ୍ଦୋଳନ ନୁହେଁ, ଗୋଖାଦ୍ୟ ଦୁର୍ନୀତିରେ ଜେଲ୍‌ ଯାଇଛନ୍ତି ଲାଲୁ

ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ନେଇ ଏବେ ରାଜନୀତି ସରଗରମ ରହିଛି। ଟୁଇଟରରେ ଲାଲୁଙ୍କୁ ନେଇ ଅନେକ ନେତା ମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ଇତିମଧ୍ୟରେ ଦିଲ୍ଲୀ ଉତ୍ତମ ନଗର ଆସନରୁ ଆମ ଆଦମୀ ପାର୍ଟି(ଏଏପି)ର…

ଷ୍ଟାଇଲିସ୍‌ ଲୁକ୍‌ ଦିଏ ସ୍କଟ୍‌

ସମୟ ସହ ତାଳ ଦେଇ ଏବେ ଫ୍ୟାଶନ୍‌ ମଧ୍ୟ ବଦଳିବାରେ ଲାଚିଛି। ଯୁବତୀ ହୁଅନ୍ତୁ କିମ୍ବା ମହିଳା, ନିଜକୁ ଷ୍ଟାଇଲିସ୍‌ ଲୁକ୍‌ ଦେବା ପାଇଁ ବିଭିନ୍ନ ଭେରାଇଟି ତଥା ଡିଜାଇନ୍‌ର ଆଉଟ୍‌ଫିଟ୍‌ ପିନ୍ଧୁଛନ୍ତି। ତେବେ ବର୍ତ୍ତମାନ ଫର୍ମାଲ୍‌, କାଜୁଆଲ୍‌ କିମ୍ବା ପାର୍ଟିଓ୍ବେର…

ଫିଟ୍‌ନେସ୍‌ ମନ୍ତ୍ର

ବର୍ତ୍ତମାନର ପରିବର୍ତ୍ତିତ ଏବଂ ବ୍ୟସ୍ତବହୁଳ ଜୀବନଶୈଳୀ ଅନେକଙ୍କଠାରେ ବିଶେଷ କରି ମହିଳାଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ଲାଗି ମୁଖ୍ୟତଃ ଦାୟୀ ା ଏମିତିରେ ଦୈନିକ କିଛି ସମୟ ଯୋଗ କରିବା ସ୍ବାସ୍ଥ୍ୟପକ୍ଷେ ବରଦାନ ସଦୃଶ… ବର୍ତ୍ତମାନ ଶାରୀରିକ ପରିଶ୍ରମ…

‘ବିରୋଧୀଙ୍କୁ ବିସର୍ଜନ କରିଦିଅ’

ଲକ୍ଷ୍ନୌ,୨୨।୨: ଉତ୍ତର ପ୍ରଦେଶ ବିଧାନସଭା ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ହେବ। ଏବେ ୧୭୨ଟି ଆସନ ପାଇଁ ମତଦାନ ହେବାକୁ ବାକି ଅଛି। ଏସବୁ ଆସନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ…

ବୁଲା କୁକୁରକୁ ଗୋଇଠା ମାରୁଥିଲେ ବ୍ୟକ୍ତି, ଆଉ ତା’ପରେ ଘଟିଲା ଏମିତି

କଥାରେ ଅଛି, କର୍ମର ଫଳ ନିଶ୍ଚେ ମିଳେ। ଭଲ ହେଉ କିମ୍ବା ମନ୍ଦ ଦିନେ ନା ଦିନେ କର୍ମର ଫଳ ମିଳିଥାଏ। ନିକଟରେ ଏହି ଉକ୍ତିର ଉଦାହରଣ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ଦେଖିବାକୁ ମିଳିଛି। ବୁଲା କୁକୁରକୁ…

୧୦ ଷଣ୍ଢକୁ ଡରାଇଲା ଗୋଟିଏ ବତକ:ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଆଜିକାଲି ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏହି ଭିଡିଓ ଟୁଇଟ୍‌ କରିଛନ୍ତି। ଆନନ୍ଦ ସୋସିଆଲ ମିଡିଆରେ ଅତ୍ୟନ୍ତ…

କମିବ ଗ୍ରୀଷ୍ମକାଳୀନ ଛୁଟି

ରାୟପୁର,୨୨।୨: ଗ୍ରୀଷ୍ମକାଳୀନ ଛୁଟିକୁ ନେଇ ଛତିଶଗଡ଼ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ବର୍ତ୍ତମାନ ଗ୍ରୀଷ୍ମକାଳୀନ ଛୁଟି ୪୬ ଦିନ ପରିବର୍ତ୍ତେ ୩୨ ଦିନ ହେବ। ଅର୍ଥାତ୍‌ ଗ୍ରୀଷ୍ମ ଛୁଟିକୁ ୧୫ ଦିନ କମ୍‌ କରିଦିଆଯାଇଛି। ବର୍ତ୍ତମାନ ଗ୍ରୀଷ୍ମ ଛୁଟି ମେ’…

ୟୁକ୍ରେନରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଉଡାଣ ଭରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯେକୌଣସି ମୁହୂର୍ତ୍ତରେ ଯୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିପାରେ ବୋଲି ଆମେରିକା ଦାବି କରିଆସୁଛି। ତେବେ ଯୁଦ୍ଧ ଆଶଙ୍କା ମଧ୍ୟରେ ୟୁକ୍ରେନରେ ଫସିରହିଥିବା ଭାରତୀୟ ନାଗରିକଙ୍କୁ…

ଖାଲକୁ ଖସିଲା ବରଯାତ୍ରୀ ଗାଡି: ଚାଲିଗଲା ୧୧ ଜୀବନ

ଡେରାଡୁନ,୨୨।୨: ଉତ୍ତରାଖଣ୍ଡର ଚମ୍ପାବନରେ ଏକ ଅଭାବନୀୟ ଘଟଣା ଘଟିଛି। ବରାଯାତ୍ରୀଙ୍କୁ ନେଇ ଆସୁଥିବା ଗାଡି ହଠାତ୍‌ ରାସ୍ତା କଡରେ ଥିବା ଖାଲକୁ ଖସିପଡିଛି। ଏଥିରେ ୧୧ ଜଣଙ୍କ ଜୀବନ ଯାଇଥିବା ବେଳେ ଆଉ କିଛି ଲୋକ ଆହତ ହୋଇଛନ୍ତି। ଖବର ପାଇ…

ସ୍ତ୍ରୀଙ୍କ କଥା ସହି ନ ପାରି ନିଜ କାର୍‌ରେ ନିଆଁ ଲଗାଇଦେଲେ ସ୍ବାମୀ

ଭରତପୁର,୨୨।୨: ମଧ୍ୟପ୍ରଦେଶର ଭରତପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଗାଳି ସହି ନ ପାରି କାର୍‌ରେ ନିଆଁ ଲଗାଇଦେଇଛନ୍ତି। କାର୍‌ ଜଳୁଥିବା ସମୟରେ ସମୟରେ ସ୍ତ୍ରୀଙ୍କୁ ଭିଡିଓ କଲରେ ଲାଇଭ ଘଟଣା ଦେଖାଇଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri