Home

ସୌରଭ ଗାଙ୍ଗୁଲି କରୋନା ପଜିଟିଭ୍‌…

କୋଲକାତା, ୨୮।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି କୋଲକାତାର ଉଡ୍‌ ଲାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ସୋମବାର କରାଯାଇଥିଲା। ଏହା ପଜିଟିଭ୍‌ ଆସିଥିଲା। ପୂର୍ବରୁ ତାଙ୍କ…

‘ସୀତା ଔର ଗୀତା’ ଅଭିନେତା ମୁସ୍ତାକ୍‌ ମର୍ଚ୍ଚାଣ୍ଟଙ୍କ ପରଲୋକ

ମୁମ୍ବାଇ, ୨୮ା୧୨: ବଲିଉଡ୍‌ ଅଭିନେତା ତଥା କମେଡିଆନ ମୁସ୍ତାକ ମର୍ଚ୍ଚାଣ୍ଟଙ୍କ ସୋମବାର ପରଲୋକ ଘଟିଛି। ତାଙ୍କୁ ୬୭ ବର୍ଷ ହୋଇଥିଲା। ଦୀର୍ଘଦିନରୁ ସେ ମଧୁମେହରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର ହୋଲି ଫ୍ୟାମିଲି ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ମହାରାଣୀଙ୍କୁ ହତ୍ୟା ପାଇଁ ଯାଇଥିଲେ ଶିଖ୍‌ ଯୁବକ

ଲଣ୍ଡନ, ୨୮ା୧୨: ଜାଲିଆନ୍‌ଓ୍ବାଲା ବାଗ୍‌ ଗଣହତ୍ୟାର ପ୍ରତିଶୋଧ ନେବାକୁ ଯାଇ ଜଣେ ଭାରତୀୟ ଶିଖ୍‌ ଯୁବକ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ ହତ୍ୟା ଉଦ୍ୟମ କରିଛନ୍ତି। ଖ୍ରୀଷ୍ଟମାସ ପାଳନ ପାଇଁ ମହାରାଣୀ ଓ୍ବିଣ୍ଡସର୍‌ କାସ୍‌ଲେରେ ପହଞ୍ଚିଥିବାବେଳେ ଅଭିଯୁକ୍ତ ଯଶଓ୍ବନ୍ତ ସିଂ ଚେଲ୍‌…

ଗଗନୟାନରୁ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ, ୨୮ା୧୨: କୋଭିଡ୍‌ର ନୂଆ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ମଧ୍ୟରେ ୨୦୨୧ ଶେଷ ହେବାକୁ ଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷରେ ଏକାଧିକ ବଡ଼ ମିଶନକୁ ଆଗେଇ ନେବାକୁ ଯୋଜନା କରିଛି। ବିଦାୟୀ ବର୍ଷରେ କରୋନା କଟକଣା ଯୋଗୁ…

କ୍ୟାଟ୍ରିନାଙ୍କ ଡ୍ରେସ୍‌କୁ ନେଇ ହେଉଛି ଚର୍ଚ୍ଚା: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସ୍ବାମୀ ତଥା ଅଭିନେତା ବିକି କୌଶଲଙ୍କ ସହ ପ୍ରଥମ ଖ୍ରୀଷ୍ଟମାସ ପାଳନ କରିଛନ୍ତି। ଖ୍ରୀଷ୍ଟମାସ ଅବସରରେ ଦୁହେଁ ପରସ୍ପରକୁ ରୋମାଣ୍ଟିକ ଅଭିନନ୍ଦନ ଜଣାଇଛନ୍ତି। ଏହାର ଫଟୋ ସେ ସୋସିଆଲ…

ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ସ୍ବାସ୍ଥ୍ୟସେବା: ଓଡ଼ିଶା ତଳୁ ତୃତୀୟ

ନୂଆଦିଲ୍ଲୀ, ୨୮ା୧୨: ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କରିବାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବଡ଼ ରାଜ୍ୟଗୁଡ଼ିକୁ ନେଇ ପ୍ରସ୍ତୁତ ତାଲିକାରେ ଓଡ଼ିଶା ତଳଆଡ଼ୁ ତୃତୀୟ ସ୍ଥାନରେ ରହିଛି। ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ ସର୍ବୋତ୍ତମ…

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୨’ ପାଇଁ ଆଜିଠାରୁ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୨୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କ ବାର୍ଷିକ ପରୀକ୍ଷା ପୂର୍ବରୁ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିବେ । ଏଥିପାଇଁ ମଙ୍ଗଳବାରଠାରୁ ରେଜିଷ୍ଟ୍ରେଶନ ଆରମ୍ଭ କରାଯାଇଛି । ପରୀକ୍ଷା ପେ ଚର୍ଚ୍ଚା ସମୟରେ ମୋଦି…

ଓମିକ୍ରନ୍ ଯୋଗୁ ସ୍ଥିତି ହୋଇପାରେ ଅସମ୍ଭାଳ, କଡା ନିୟମ ପାଳନ କରିବାକୁ ରାଜ୍ୟକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮ ।୧୨: କରୋନାର ନୂଆ ଭାରିଏଣ୍ଟ ଏବେ ସାରା ବିଶ୍ୱକୁ ବ୍ୟାପି ଚାଲିଛି । ଦେଶର ୧୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହା ପହଞ୍ଚି ସାରିଥିବା ବେଳେ ଏବେ ଓମିକ୍ରନରେ ୬୦୦ରୁ ଅଧିକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି…

ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟ ଆପତ୍ତିଜନକ ପୋଷ୍ଟ୍‌ କଲେ ଦାୟୀ ନୁହନ୍ତି ଆଡମିନିଷ୍ଟ୍ରେଟର, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟଙ୍କ ଦ୍ୱାରା କରାଯାଉଥିବା ଆପତ୍ତିଜନକ ପୋଷ୍ଟ୍‌ ପାଇଁ ଆଡମିନିଷ୍ଟ୍ରେଟର ଦାୟୀ ହେବେ ନାହିଁ। ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିଚାରପତି ଜି.ଆର୍‌. ସ୍ବାମୀନାଥନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…

କଳିଯୁଗର ପୁଅ: ବୀମା ରାଶି ପାଇବାକୁ ବାପାଙ୍କୁ ପିଟିପିଟି କଲେ ହତ୍ୟା

ଭରତପୁର,୨୭।୧୨: ରାଜସ୍ଥାନର ଭରତପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭରତପୁରର ଡିଗ ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ପୁଅ ଦୁର୍ଘଟଣା ବୀମା ରାଶି ପାଇବାକୁ ତାଙ୍କର ଦୁଇ ସହଯୋଗୀଙ୍କ ସହ ମିଶି ବାପାଙ୍କୁ ଅତି ନିର୍ମମ ଭାବରେ ହତ୍ୟା…

ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ: ୫ ବିଧାୟକ ଦଳ ଛାଡିବା ଦେଇ ଦାବି କଲେ ବାବୁଲ ସୁପ୍ରିୟୋ

କୋଲକତା,୨୭।୧୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା ବାବୁଲ ସୁପ୍ରିୟୋ ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ ଥିବା କହିଛନ୍ତି। ସେ ଏହା ମଧ୍ୟ ଦାବି କରିଚନ୍ତି କି ଭାଜପାର ୫ ବିଧାୟକ ଖୁବ୍‌ଶୀଘ୍ର ଦଳ ଛାଡିବେ। ଏହି ୫ ବିଧାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri