Home

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ସିବିଏସଇ, ଆଇସିଏସଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏମ ଖାନୱିଲକରଙ୍କ ବେଞ୍ଚରେ ଏହି…

ଗ୍ଲାମର ଇଣ୍ଡଷ୍ଟ୍ରିକୁ ଅଲବିଦା କହିଲେ ଆଉ ଜଣେ ଅଭିନେତ୍ରୀ

ଜାଇରା ୱାସିମ ଏବଂ ସାନା ଖାନଙ୍କ ପରେ ଏବେ ଆଉ ଜଣେ ଅଭିନେତ୍ରୀ ଗ୍ଲାମର ଇଣ୍ଡଷ୍ଟ୍ରି ଛାଡିଛନ୍ତି। ଅଭିନେତ୍ରୀ ମେହଜବି ସିଦ୍ଦିକି ସବୁକିଛି ଛାଡି ହିଜାବରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ନିଜ ଜୀବନକୁ ଆଲ୍ଲାଙ୍କ ଉପାସନାରେ ଉତ୍ସର୍ଗ କରିବାକୁ…

ପଣସର ଦାମ୍‌ ଜାଣିଲେ ଉଡ଼ିଯିବ ହୋସ୍‌

ଭାରତୀୟ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ପଣସ। ତେଣୁ ଦେଶର ପ୍ରତ୍ୟେକ ଘରେ ଏହାକୁ କଞ୍ଚା ଏବଂ ପାଚିଲା ଖିଆଯାଏ। ଯଦି କେହି ଆପଣଙ୍କୁ କୁହନ୍ତି କଞ୍ଚା ପଣସ ହଜାର ହଜାର ଟଙ୍କାରେ ବିକ୍ରି ହେଉଛି, ତେବେ ନିଶ୍ଚିତ ଭାବରେ…

ଉତ୍ତରପ୍ରଦେଶ ମହିଳା ନେତା ପିସ୍ତଲ-ରାଇଫଲ ରଖିବାକୁ ପସନ୍ଦ କରୁଛନ୍ତି, ସତ୍ୟପାଠରେ ଉଲ୍ଲେଖ…

ଲକ୍ଷ୍ନୌ,୨୧।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟ ରାଜନୀତିରେ ବହୁ ବାହୁବଳୀ ନେତା ଏଥର ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ମହିଳା ନେତାମାନେ ମଧ୍ୟ ପଛରେ ନାହାଁନ୍ତି। ସାଧାରଣତଃ ବାହୁବଳୀ ନେତାମାନେ ଅସ୍ତ୍ରଶସ୍ତ୍ର ରଖିବାକୁ ପସନ୍ଦ…

୯୦ ବର୍ଷ ବୟସରେ ଆରମ୍ଭ କଲେ ବ୍ୟବସାୟ, ମାତ୍ର ୫ ବର୍ଷରେ ଲକ୍ଷ ଲକ୍ଷ ଟଙ୍କାର ମାଲିକାଣୀ

ଯଦି ମନରେ ସାହସ ଏବଂ ଉତ୍ସାହ ଥାଏ,ତେବେ ଯେକୌଣସି ବୟସରେ ସଫଳତା ହାସଲ କରିହୁଏ। ନିକଟରେ ଜଣେ ଭିକାରି ୬୦ ବର୍ଷ ବୟସରେ ମଡେଲ ହୋଇ ଏହାର ଯଥାର୍ଥତା ପ୍ରତିପାଦନ କରିଥିଲେ। ଠିକ ସେହିପରି ଏବେ ଜଣେ ୯୫ ବର୍ଷୀୟା ବୃଦ୍ଧା…

ଟଳିପାରେ ଯୁଦ୍ଧ ଆଶଙ୍କା

ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍ରନ ଆଲୋଚନା କରିବା ପରେ ଶାନ୍ତିର ବାଟ ଫିଟିଛି । ଏହାସହ ଆମେରିକା ରାଷ୍ଟ୍ରପତି…

ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ, ୬୦ ଜାହାଜ-ବୁଡ଼ାଜାହାଜର ସମୀକ୍ଷା କଲେ ରାଷ୍ଟ୍ରପତି…

ବିଶାଖାପଟ୍ଟନମ୍‌,୨୧।୨ : ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ ଠାରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦ୍ୱାଦଶ ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ କାର୍ଯ୍ୟକ୍ରମରେ ସୋମବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ତିନି ସେନାର ମୁଖ୍ୟ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଏହି ସମୀକ୍ଷା…

ମୁହଁ ଦେଖାରେ ବୋହୂଙ୍କୁ ଏମିତି ଉପହାର ଦେଇ ଉଦାହରଣ ସୃଷ୍ଟି କଲେ ଶ୍ୱଶୁର

ଜୟପୁର,୨୧।୨:ରାଜସ୍ଥାନର ସିକର ଜିଲାର ନିମ୍‌କା ଥାନା ଅଞ୍ଚଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହରେ ବରର ପିତା ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। କନ୍ୟା ଘରୁ କୌଣସି ଯୌତୁକ ନ ଆଣିବା ସହ ମୁହଁ ଦେଖାରେ କନ୍ୟାଙ୍କୁ ସେ…

ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି ମୃତ୍ୟୁସଂଖ୍ୟା କିନ୍ତୁ କମିବାର ନାଁ ନେଉନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ଗଠନ ହେବ ନାହିଁ…

ମୁମ୍ବାଇ,୨୧।୨ : କଂଗ୍ରେସ ବିନା ସେ କୌଣସି ରାଜନୈତିକ ସାମ୍ମୁଖ୍ୟ ଗଠନ କରିବେ ନାହିଁ ବୋଲି ସୋମବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ତେବେ ଏହି ତୃତୀୟ ସାମ୍ମୁଖ୍ୟର ନେତୃତ୍ୱ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ନେବେ…

ସାଦ ଖାଇଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ତାଙ୍କ ଗର୍ଭଧାରଣ ପର୍ଯ୍ୟାୟକୁ ଉପଭୋଗ କରୁଛନ୍ତି। ନିକଟରେ କାଜଲଙ୍କ ସାଦଖିଆ ଉତ୍ସବ ପାଳନ କରାଯାଇଛି। ଏହି ଉତ୍ସବରେ ସେ ଖୁସି ଥିବା ଜଣାପଡୁଛନ୍ତି। ଏହାର ଫଟୋଗୁଡିକ ସେ ନିଜ…

ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ

ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ନାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri