ପ୍ରଶଂସକଙ୍କୁ ଦ୍ୱନ୍ଦରେ ପକାଇଲେ କୋହଲି
ମୁମ୍ବାଇ,୨୦।୨:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ରବିବାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ କୋହଲିଙ୍କ ସମେତ ୧୦ ଜଣ ଲୋକ ଧୂସର ଶୁଟ ପିନ୍ଧି ବସିଛନ୍ତି। ସମସ୍ତଙ୍କର ଚେହେରା ବିରାଟ ଭଳି ଦେଖାଯାଉଛି। ତାଙ୍କ…
ଆଇସ୍କ୍ରିମ୍ ଖାଉଥିଲେ ଯୁବତୀ, ହଠାତ୍ ଉପରୁ ଆସିଲା… ଭିଡିଓ ଦେଖି ହେବେ ଆଶ୍ଚର୍ଯ୍ୟ
ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହା ଆମେ ଆଖିରେ ବିଶ୍ୱାସ କରିପାରୁ ନାହିଁ। କିଛି ଭିଡିଓ ଆମକୁ ଆଶ୍ଚର୍ଯ୍ୟ କରେ ଏବଂ କିଛି ଭିଡିଓ ସାମାଜିକ ବାର୍ତ୍ତା ମଧ୍ୟ ଦେଇଥାଏ। ଏହିପରି ଏକ ଭିଡିଓ ଆଜିକାଲି ଭାଇରାଲ…
ସ୍କୁଟି କିଣିବାକୁ ଅଖାରେ ଟଙ୍କା ଭର୍ତ୍ତି କରି ଶୋ’ ରୁମ୍ରେ ପହଞ୍ଚିଲେ ବ୍ୟକ୍ତି, ଆଉ ତା’ପରେ
ଗାଡି ହେଉ କି ଅନ୍ୟ କୌଣସି ଜିନିଷ, ନୂଆ ଜିନିଷ କିଣିବାରେ ସମସ୍ତଙ୍କର ଆଗ୍ରହ ଥାଏ। ପାଖରେ ଟଙ୍କା ଥିଲେ ଯେକୌଣସି ଜିନିଷ କିଣିବା ସହଜ ହୋଇଥାଏ, କିନ୍ତୁ ପାଖରେ ବଜେଟ୍ ନ ଥିଲେ ଆବଶ୍ୟକ ଜିନିଷ କିଣିବା ପାଇଁ ଅର୍ଥ…
ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ
ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮ ପ୍ରତିଶତ…
୩ ଡୋଜ୍ ଟିକା ନେଇ ମଧ୍ୟ କରୋନା ଆକ୍ରାନ୍ତ ହେଲେ ବ୍ରିଟେନ ରାଣୀ
ଲଣ୍ଡନ,୨୦।୨: ବ୍ରିଟେନର ରାଣୀ ଏଲିଜାବେଥ-୨ କରୋନାର ଶିକାର ହୋଇଛନ୍ତି। ଏନେଇ ରବିବାର ବର୍ମିଂହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଣୀ ଏଲିଜାବେଥ-୨ କରୋନାର ଟିକାର ୩ଟି ଯାକ ଡୋଜ ନେଇଛନ୍ତି। ବ୍ରିଟେନ ନିୟମ ଅନୁଯାୟୀ ସେ…
ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା
ହାଥରସ,୨୦।୨: ଭାରତୀୟ ଜନତା ପାର୍ଟିର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ହାଥରସର ଏକ ପୋଲିଂ ବୁଥ୍ ନିକଟରେ କିଛି ଦୁର୍ବୃତ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଏପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ମୃତ ଯୁବକଙ୍କ ନାମ କ୍ରିଷ୍ଣା…
ରୁଷିଆ-ୟୁକ୍ରେନ ମଧ୍ୟରେ ଯେଉଁ ଯୁଦ୍ଧ ହେବ, ତାହା ଦ୍ୱିତୀୟ ବିଶ୍ୱଯୁଦ୍ଧଠାରୁ ଭୟଙ୍କର
ଲଣ୍ଡନ,୨୦ା୨: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏକ ଭୟାନକ କଥା କହିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଆକ୍ରମଣ କରିବାକୁ ରୁଷିଆ ପ୍ରସ୍ତୁତ ହେଉଛି ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି। ସେ ଏକ…
ପୋଷ୍ୟ ସନ୍ତାନ ଗ୍ରହଣ କରିବା କ୍ଷେତ୍ରରେ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ…
ଲକ୍ଷ୍ନୌ, ୨୦।୨ : ଜଣେ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ। ଜଣେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପୋଷ୍ୟ ସନ୍ତାନ ଗ୍ରହଣ ଆବେଦନର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଆହ୍ଲାବାଦ ହାଇକୋର୍ଟ କହିଛନ୍ତି…
ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍ ଛାଡିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ/କ୍ୱିଭ୍,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ ସୈନ୍ୟ ସଂଖ୍ୟା ବଢାଉଛି। ୟୁକ୍ରେନ ବିଚ୍ଛିନ୍ନତାବାଦୀଙ୍କୁ ମଧ୍ୟ ରୁଷିଆ ସମର୍ଥନ ଘୋଷଣା କରିଛି। ରୁଷିଆ…
କଠିନ ସ୍ଥିତିରେ ଅଛି ଭାରତ-ଚାଇନା ସମ୍ପର୍କ: ଜୟଶଙ୍କର
ନୂଆଦିଲ୍ଲୀ,୨୦।୨: ସୀମାନ୍ତରେ ସାମରିକ ବାହିନୀ ନିୟୋଜିତ ନ କରିବାକୁ ହୋଇଥିବା ଚୁକ୍ତିନାମାକୁ ବେଜିଂ ଉଲ୍ଲଂଘନ କରିବା ପରେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କ ଏବେ ଅତ୍ୟନ୍ତ କଠିତ ପରିସ୍ଥିତି ଦେଇ ଗତି କରୁଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡା…
ଲାଇଭ୍ ଶୋ’ରେ ନ୍ୟୁଜ୍ ଆଙ୍କରଙ୍କୁ ପ୍ରପୋଜ କଲେ ବୟଫ୍ରେଣ୍ଡ୍, ଆଉ ତା’ ପରେ…
ଏକ କଥା ନିଶ୍ଚିତ ଜାଣିଥିବେ, ଯଦି ପ୍ରେମ କରିବ ଡରିବନି, ଯଦି ଡରିବ ପ୍ରେମ କରିବନି। ଦୁନିଆରେ ବହୁତ କମ୍ ଲୋକ ଅଛନ୍ତି, ଯେଉଁମାନେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମକୁ ପ୍ରକାଶ ଏବଂ ସ୍ବୀକାର କରିବାକୁ ସାହସ କରିଥାନ୍ତି। ଭଲ ପାଇବା…
ମାର୍ଚ୍ଚ ୧୦ରେ ମିଳିଯିବ ଜବାବ: ପ୍ରଧାନମନ୍ତ୍ରୀ
ଲକ୍ଷ୍ନୌ,୨୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହର୍ଦୋଇରେ ବିରୋଧୀ ଦଳ ଉପରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତୁଷ୍ଟୀକରଣ ରାଜନୀତି ପାଇଁ ଆମକୁ ଆମର ଉତ୍ସବପାଳନ କରିବାକୁ ଅଟକାଉଥିଲେ ୟୁପିର ଲୋକମାନେ ମାର୍ଚ୍ଚ ୧୦ରେ ଏକ ଉତ୍ତର ଦେବେ। ଚତୁର୍ଥ…
Archives


