Home

‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର…

ରାକେଶ ଟିକାଏତଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୭।୩: କୃଷକ ନେତା ରାକେଶ ଟିକାଏତଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଏକ ମାମଲା ରୁଜୁ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ରବିବାର ସକାଳ ପ୍ରାୟ ୧୧ଟା ସମୟରେ ରାକେଶଙ୍କ ମୋବାଇଲକୁ ଏକ କଲ ଆସିଥିଲା। ଯୁବକ…

ବହୁପ୍ରତିକ୍ଷୀତ ଫିଲ୍ମ ‘କେଜିଏଫ୍‌-୨’ର ଟ୍ରେଲର୍‌ ରିଲିଜ୍‌

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଫିଲ୍ମ କେଜିଏଫ୍‌-ଚାପ୍ଟର-୧ର ସଫଳତା ପରେ, ଦର୍ଶକମାନେ ଏହି ଫିଲ୍ମର ଦ୍ୱିତୀୟ ଭାଗକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ଫିଲ୍ମର ଦ୍ୱିତୀୟ ଭାଗର ଟ୍ରେଲର ରିଲିଜ ହୋଇଛି। ଅଭିନେତା ୟଶଙ୍କ…

‘ମୁଁ କାହାକୁ ଡରେ ନାହିଁ’

ଭୋପାଳ,୨୭।୩: ପ୍ରାୟ ଏକ ଦଶନ୍ଧି ପୁରୁଣା ମାମଲାରେ ଇନ୍ଦୋରର ଏକ ସ୍ବତନ୍ତ୍ର ଅଦାଲତ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦିଗ୍‌ବିଜୟ ତାଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟରେ ଆବେଦନ କରିବେ।…

ଆଶ୍ୱାସନା ଦେଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା କ୍ରିକେଟ୍‌ର ଜଣେ ବଡ଼ ପ୍ରଶଂସକ। ଭାରତୀୟ ପୁରୁଷ ହେଉ କିମ୍ବା ମହିଳା କ୍ରିକେଟ ଦଳର ପ୍ରତ୍ୟେକ ମ୍ୟାଚ୍‌ ସେ ଦେଖନ୍ତି। ମହିଳା ଦିନିକିଆ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ ସେମିଫାଇନାଲ୍‌…

ଇମ୍ରାନ ଖାନ୍‌ଙ୍କୁ ଲାଗିଲା ବଡ଼ ଝଟ୍‌କା

ଇସଲାମାବାଦ,୨୭।୩: ସରକାର ବଞ୍ଚାଇବାକୁ ସଂଘର୍ଷ କରୁଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ସୋମବାର ସଂସଦର ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ସହଯୋଗୀ ଜମୁହୁରୀ…

‘ମୁଁ ରାଷ୍ଟ୍ରପତି ଥିଲେ, ରୁଷିଆ ଉପରେ ପରମାଣୁ ବୋମା ପକାଇବା ଧମକ ଦେଇଥାନ୍ତି’

ଓ୍ବାଶିଂଟନ୍‌,୨୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଯଦି ସେ ଏବେ ରାଷ୍ଟ୍ରପତି ହୋଇଥାନ୍ତେ, ତେବେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୭୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଜୁନ୍‌ ୩୦ରୁ ଅମରନାଥ ଯାତ୍ରା ଆରମ୍ଭ

ଶ୍ରୀନଗର,୨୭।୩: ଚଳିତବର୍ଷ ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ ଏବଂ ପରମ୍ପରା ଅନୁଯାୟୀ ରାଖି ପୁର୍ଣ୍ଣିମା ଦିନ ଶେଷ ହେବ। ଏଥର ବର୍ଷ ଭକ୍ତମାନେ ପ୍ରାୟ ୪୩ ଦିନ ବାବା ବର୍ଫାନୀଙ୍କୁ ଦେଖିପାରିବେ। ଗତ ୨ ର୍ବେ ହେବ କରୋନା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ପଞ୍ଚାୟତ ଓ ପୌର ପରିଷଦ ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବରିଷ୍ଠ ଅଧିକାରୀ। ରବିବାର ନବୀନ ନିବାସକୁ ଯାଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ…

‘କଶ୍ମୀର ଫାଇଲ୍ସ’ ଫିଲ୍ମ ଦେଖି ସଲମାନ କହିଲେ…

ମାର୍ଚ୍ଚ ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୧୯୯୦ରେ କଶ୍ମୀରୀ ପଣ୍ଡିତଙ୍କ ଅସହାୟ ଯନ୍ତ୍ରଣା ଉପରେ ଆଧାରିତ। ଫିଲ୍ମର କାହାଣୀ ଦର୍ଶକଙ୍କ ହୃଦୟକୁ ଛୁଇଁଛି। ଏହି…

ନାବାଳିକା ପୀଡ଼ିତା ସ୍ତ୍ରୀ ଭାବେ ଅଭିଯୁକ୍ତଙ୍କ ସହିତ ବାସ କରି ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି, ପୋକ୍ସୋ ମାମଲାକୁ ଖାରଜ କଲେ କୋର୍ଟ …

ଶିଲଂ, ୨୭।୩ : ନିକଟରେ ମେଘାଳୟ ହାଇକୋର୍ଟ ଜଣେ ବ୍ୟକ୍ତିଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ଯୌନ ନିର୍ଯାତନା ଆଇନ ୨୦୧୨ ଶିଶୁଙ୍କ ସୁରକ୍ଷା ଏବଂ ଅପରାଧିକ ପ୍ରକ୍ରିୟା(ପୋକ୍ସୋ) ମାମଲାକୁ ଖାରଜ କରିଛନ୍ତି। କୋର୍ଟ ଉଲ୍ଲେଖ କରିଛନ୍ତି ଯେ ଅଭିଯୁକ୍ତ ବ୍ୟକ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?