Home

ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚି ଯାଇଛନ୍ତି। ଏହି ପର୍ଯ୍ୟାୟରେ…

ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୧୯।୨ : ବଳାତ୍କାର ମାମଲାରେ ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ। ଜଣେ ନାବାଳିକଙ୍କର ବଳାତ୍କାର ମାମଲାର ବିଚାର ସମୟରେ କୋଲକାତା ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ବିଭାସ ପଟ୍ଟନାୟକ ଏବଂ ଜୟମାଲୟ…

‘ଟାଇଗର-୩’ ଶୁଟିଂ ସାରି ମୁମ୍ବାଇ ଫେରିଲେ ଭାଇଜାନ, କ୍ଲିନ୍‌ ସେଭ୍‌ ଦେଖି ପ୍ରଶଂସକ କହିଲେ…

ମୁମ୍ବାଇ: ଫିଲ୍ମ ‘ଟାଇଗର-୩’ର ଶୁଟିଂ ସାରି ମୁମ୍ବାଇ ଫେରିଛନ୍ତି ଭାଇଜାନ। ଶନିବାର ତାଙ୍କୁ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ୍‌ କରିଛନ୍ତି ପ୍ରଶଂସକ। ଭାଇଜାନଙ୍କ କ୍ଲିନ୍‌ ସେଭ୍‌ ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ ହୋଇଛନ୍ତି। ସଲମାନ ଏବଂ କ୍ୟାଟ୍ରିନା ଦିଲ୍ଲୀ ଏନ୍‌ସିଆରରେ ଏହି ଫିଲ୍ମର କିଛି…

ସତ୍ୟପାଠ କେବଳ ଖଣ୍ଡେ କାଗଜ ନୁହେଁ, ବରଂ ଶପଥ ନେଇ ଦିଆଯାଇଥିବା ବୟାନ…

ନୂଆଦିଲ୍ଲୀ,୧୯।୨ : କୋର୍ଟଙ୍କ ସମ୍ମୁଖରେ ଦାଖଲ ହୋଇଥିବା ସତ୍ୟପାଠ ଏକ କାଗଜ ଖଣ୍ଡ ନୁହେଁ, ବରଂ ଏହା ଶପଥ ନେଇ ଦିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ବୟାନ। ତେଣୁ ଏହାକୁ କେବେ ମଧ୍ୟ ଅଣଦେଖା କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା…

କେନ୍ଦ୍ରମନ୍ତ୍ରୀଙ୍କ ଭୋଟ୍‌ ଆଉ କିଏ ଦେଇଥିବା ଅଭିଯୋଗ

ଚେନ୍ନାଇ,୧୯ା୨: ତାମିଲନାଡୁ ପୌର ନିର୍ବାଚନ ବେଳେ କେନ୍ଦ୍ରମନ୍ତ୍ରୀ ଏଲ୍‌. ମୁରୁଗାନ୍‌ଙ୍କ ଭୋଟ ଅନ୍ୟ କେହି ଦେଇଥିବା ଭାଜପା ରାଜ୍ୟ ସଭାପତି କେ. ଆନ୍ନାମଲାଇ ଶନିବାର ଅଭିଯୋଗ ଆଣିଛନ୍ତି। ସରକାରୀ କଳର ଅପବ୍ୟବହାର କେଉଁ ସ୍ତରରେ ପହଞ୍ଚତ୍ଲାଣି ତାହା ଏଥିରୁ ସ୍ପଷ୍ଟ ବୋଲି…

ରବିବାର ପଞ୍ଜାବରେ ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଚଣ୍ଡିଗଡ଼,୧୯।୨ : ରବିବାର ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ରାଜ୍ୟର ୧୧୭ ବିଧାନସଭା ଆସନରେ ସକାଳ ୮ଟାଠାରୁୂ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମତଦାନ ହେବ। ରାଜ୍ୟରେ…

ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କଲା ରୁଷିଆ…

ମସ୍କୋ,୧୯।୨ : ୟୁକ୍ରେନ୍‌ ସହିତ ବିବାଦ ଲାଗି ରହିଥିବାବେଳେ ଏହାକୁ ଅଧିକ ବୃଦ୍ଧି କରିଛି ରୁଷିଆ। ରୁଷିଆ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରି ସମ୍ଭାବ୍ୟ ଯୁଦ୍ଧ ସଙ୍କଟକୁ ପୁଣି ବଢ଼ାଇଛି। ଏହି କ୍ଷେପଣାସ୍ତ୍ର ଦେଶର ଆଣବିକ ପରୀକ୍ଷାକୁ ପ୍ରୋତ୍ସାହିତ କରିବା ଲାଗି…

ଅନମୋଲ ଅମ୍ବାନୀଙ୍କ ମେହେନ୍ଦୀ କାର୍ଯ୍ୟକ୍ରମରେ ସାମିଲ ହେଲେ ଜୟା ବଚ୍ଚନ

ମୁମ୍ବାଇ: ବର୍ତ୍ତମାନ ବିବାହ ଋତୁ ଚାଲିଛି। ବଲିଉଡ୍‌ ଷ୍ଟାରଙ୍କଠାରୁ ଆରମ୍ଭ କରି ଅନେକ ସେଲିବ୍ରିଟିଙ୍କ ବିବାହ ଖବର ଜାଣିବାକୁ ମିଳୁଛି। ଏବେ ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀ ଏବଂ ଟିନା ଅମ୍ବାନୀଙ୍କ ବଡ଼ ପୁଅ ଅନମୋଲ ମଧ୍ୟ କ୍ରିଷ୍ଣା ଶାହାଙ୍କ ସହ…

‘ଆସନ୍ତା ସପ୍ତାହରେ ଆକ୍ରମଣ କରିବ ରୁଷିଆ’

ଓ୍ବାଶିଂଟନ,୧୯ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ସେ ନିଶ୍ଚିତ ଯେ, ରୁଷିଆ ଆସନ୍ତା ସପ୍ତାହରେ ୟୁକ୍ରେନ ଉପରେ ଆକ୍ରମଣ କରିବ। ଏହି କାରଣରୁ ରୁଷିଆ ସମର୍ଥିତ ବିଦ୍ରୋହୀଙ୍କ ପରିବାରକୁ ସୁରକ୍ଷିତ ସ୍ଥାନକୁ ପଠାଯାଉଛି। ୟୁକ୍ରେନ ଉପରେ ଆକ୍ରମଣ ପାଇଁ ଏକ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୬୭,୧୦୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କୁମାର ବିଶ୍ୱାସଙ୍କୁ ଓ୍ବାଇ-ଶ୍ରେଣୀ ସୁରକ୍ଷା…

ନୂଆଦିଲ୍ଲୀ,୧୯।୨ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ପୂର୍ବତନ ନେତା କୁମାର ବିଶ୍ୱାସଙ୍କୁ ଓ୍ବାଇ-ଶ୍ରେଣୀ ସୁରକ୍ଷା ପ୍ରଦାନ କରିଛନ୍ତି। ଏଣିକି ସିଆର୍‌ପିଏଫ୍‌ ପକ୍ଷରୁ କୁମାର ବିଶ୍ୱାସଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦିଆଯିବ। କୁମାର ଏଏପି ସଂଯୋଜକ ତଥା ଦିଲ୍ଲୀ…

୪୫ ବୁଥ୍‌ରେ ଆସନ୍ତା ୨୩ରେ ହେବ ସାନି ମତଦାନ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍‌ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୩ରେ ୪ଟି ଜିଲା ଅର୍ଥାତ୍‌ ଯାଜପୁର, ଢେଙ୍କାନାଳ, ପୁରୀ, ଭଦ୍ରକର ୪୫ଟି ବୁଥ୍‌ରେ ସାନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri