ରୁଷିଆକୁ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି: କହିଲେ ଏଭଳି
ଓ୍ବାଶିଂଟନ,୧୯।୨: ୟୁକ୍ରେନ ସହ ରୁଷିଆ ମୁହାଁମୁହିଁ ସ୍ଥିତିରେ ରହିଛି। ଏହାକୁ ନେଇ ଆମେରିକା ସମେତ ଅନ୍ୟ ପାଶ୍ଚାତ୍ୟ ଦେଶମାନେ ରୁଷିଆକୁ ଆଲୋଚନା ମାଧ୍ୟମରେ ସମାଧାନର ରାସ୍ତା ବାହାର କରିବାକୁ କହୁଛନ୍ତି। ଏଭଳି ସମୟରେ ଆମେରିକା ରୁଷିଆକୁ ଚେତାବନୀ ମଧ୍ୟ ଦେଇଛି। ଆମେରିକା…
ବଢ଼ୁଛି ଯୁଦ୍ଧ ଆଶଙ୍କା: ପୂର୍ବ ୟୁକ୍ରେନରେ ଭୟଙ୍କର ବିସ୍ଫୋରଣ
କାଇଭ୍,୧୯।୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ପ୍ରାୟ ସମୟରେ ଆମେରିକା ଯୁଦ୍ଧ ଆଶଙ୍କା କରୁଥିବା ବେଳେ ଏହି ଅଭିଯୋଗକୁ ଖଣ୍ଡନ କରିଆସୁଛି ରୁଷିଆ। ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବ ନାହିଁ କହୁଥିବା ବେଳେ କିନ୍ତୁ ସ୍ଥିତି ପୁରା ଓଲଟା…
ଭାରତକୁ ବଡ଼ ଝଟ୍କା; ଟିମ୍ରୁ ବାଦ ପଡ଼ିଲେ କୋହଲି
ନୂଆଦିଲ୍ଲୀ,୧୯।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ପରେ ଟି-୨୦ ସିରିଜ ଉପରେ କବ୍ଜା କରିନେଇଛି ଭାରତ। ଏବେ ଦଳ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ୨-୦ରେ ଆଗୁଆ ରହିଛି। କୋଲକାତାରେ ଏହାର ତୃତୀୟ ମୁକାବିଲା ଖେଳାଯିବ। ହେଲେ ଏହି ମ୍ୟାଚ୍ ପୂର୍ବରୁ…
ଲଗାତର ୩ ଦିନ ପରେ ମୁମ୍ବାଇରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ମୁମ୍ବାଇ,୧୯।୨: ମହାରାଷ୍ଟ୍ରରେ କିଛି ଦିନ ହେବ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଲଗାତର ଭାବେ ରାଜ୍ୟରେ କରୋନା ଗ୍ରାଫ୍ ତଳକୁ ଖସୁଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ମହାରାଷ୍ଟ୍ରରେ ମୋଟ ୨ହଜାର ୬୮ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ…
୮୦ପ୍ରତିଶତ ବୟସ୍କଙ୍କୁ ଦିଆଯାଇଛି କରୋନା ଟିକା
ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଦ୍ରୁତ ଗତିରେ ଚାଲିଛି। ଏଥିସହ ଦେଶ ଟିକାକରଣ ମାମଲାରେ ଆଉ ଏକ ଉପଲବ୍ଧି ହାସଲ…
ଶୋପିଆନ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ଜଣ ସୁରକ୍ଷାକର୍ମୀ ସହୀଦ…
ପରଲୋକରେ କନ୍ନଡ ଅଭିନେତା ରାଜେଶ
ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗ ଓ କିଡନୀ…
ଏସ୍ପି ପ୍ରାର୍ଥୀ ଅଭୟ ସିଂହ ଗିରଫ
ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ କେଉଁ କେଉଁ ସ୍ଥାନରେ ବିଭିନ୍ନ ଦଳ ମଧ୍ୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିବା…
ଶିକ୍ଷକ ନ ଥିବା ସ୍କୁଲ
ଲକ୍ଷ୍ନୌ: ଏମିତି ଏକ ସ୍କୁଲ ଯେଉଁଠି ନା ଅଛନ୍ତି ଶିକ୍ଷକ ନା ପ୍ରିନ୍ସିପାଲ। ଅଛନ୍ତି କେବଳ ଛାତ୍ରୀଛାତ୍ର। କଥାଟା ଶୁଣିଲେ ସମସ୍ତଙ୍କୁ ହୁଏତ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ଏକ ଭିନ୍ନ ଧରଣର ସ୍କୁଲରେ ପାଠପଢ଼ି ପିଲାମାନେ ବେଶ୍ ସଫଳତା ହାସଲ…
ସାମ୍ସଙ୍ଗ ଏସ୍୨୨ ସିରିଜ୍ର ଶୁଭାରମ୍ଭ
ଭୁବନେଶ୍ୱର,୧୯।୨: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାମ୍ସଙ୍ଗ୍ ପକ୍ଷରୁ ଭାରତରେ ଏହାର ପ୍ରିମିୟମ ଫ୍ଲାଗ୍ଶିପ ‘ଗ୍ୟାଲାକ୍ସି ଏସ୍୨୨ ଅଲ୍ଟ୍ରା, ଗ୍ୟାଲାକ୍ସି ଏସ୍୨୨+ ଏବଂ ଗ୍ୟାଲାକ୍ସି ଏସ୍୨୨’ ସିରିଜ୍ର ଶୁଭାରମ୍ଭ କରାଯାଇଛି। ଏହି ପ୍ରିମିୟମ ସ୍ମାର୍ଟଫୋନ ପାଇଁ ନୂତନ ମାନକ ସ୍ଥିର କରିବା…
ଓମିକ୍ରନଠାରୁ ଘାତକ ଏହାର ଛୋଟ ଭାଇ ବିଏ.୨: ଡବ୍ଲୁଏଚଓ
ଜେନେଭା,୧୯ ।୨: ଦେଶରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ଧିରେ ଧିରେ କମ୍ ହୋଇ ଆସୁଥିବା ବେଳେ ଏବେ ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଚେତାବନି ଦେଇଛି । ଡବ୍ଲୁଏଚଓ କହିଛି ଓମିକ୍ରନର ଏକ ବିଶେଷ ଭାରିଏଣ୍ଟ ବିଏ.୨ରେ…
ଭୁବନେଶ୍ୱରରେ ଲାଟ୍ ଲିଭ୍ର ୧ମ ଏକ୍ସକ୍ଲୁସିଭ ଷ୍ଟୋର
ଭୁବନେଶ୍ୱର,୧୯।୨: ବର୍ତ୍ତମାନର ଜଟିଳ ସମୟ ମଧ୍ୟରେ ସହରବାସୀଙ୍କୁ ଗୋଟିଏ ଛାତ ତଳେ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ଲକ୍ଷ୍ୟ ନେଇ କମ୍ପାନୀ ଭୁବନେଶ୍ୱରରେ ତା’ର ପ୍ରଥମ ‘ଲାଟ୍ ଲିଭ୍’ ଏକ୍ସକ୍ଲୁସିଭ୍ ଷ୍ଟୋରର ଶୁଭାରମ୍ଭ କରିଛି। ଗୁରୁବାର ସ୍ଥାନୀୟ କଳ୍ପନା ଛକସ୍ଥିତ…
Archives


