Home

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ ଲାଇଟ୍‌ ଲଗାଇବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ। ଉଭୟ ଗୋଷ୍ଠୀର…

ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ ଦେଖାଇ ମିଲର୍ସ ଧାନ ଉଠାଉ ନାହାନ୍ତି। ଟୋକନ ଅବଧି ଶେଷ ହେବାକୁ ବସିଥିବା…

ପରଲୋକରେ ଗୀତିକାର ରାଜନାରାୟଣ ବିସାରିଆ

ନୂଆଦିଲ୍ଲୀ,୧୮।୨: ବରିଷ୍ଠ ହିନ୍ଦୀ କବି, ଗୀତିକାର, ନାଟ୍ୟକାର ତଥା ପ୍ରସାରଣକାରୀ ରାଜନାରାୟଣ ବିସାରିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ହୃଦଘାତ ଯୋଗୁ ଗତ କିଛି ଦିନରୁ ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ ପାଇଁ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ବିଭିନ୍ନ ବୁଥ୍‌ରେ…

ମୁଁ ବିଶ୍ୱର ସବୁଠୁ ଭଲ ଆତଙ୍କବାଦୀ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୨: ଆମ ଆଦମୀ ପାର୍ଟି(ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ ମୁହଁ ଖୋଲିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, କୁମାର ବିଶ୍ୱାସ ଜଣେ ହାସ୍ୟ କବି, ସେ କିଛି କହିପାରିବେ, ଯାହାକୁ ମୋଦୀଜୀ…

ଆଜି ସରିବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର, ୨୦ରେ ଭୋଟ୍‌

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତମାସ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆଜି ରାଜ୍ୟରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ଦିନକ ପରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।…

ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ ଗିରଫ

ମୁମ୍ବାଇ,୧୮।୨: ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ କାସକରଙ୍କୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ଥାଣେ ଜେଲ୍‌ରୁ ଦାଉଦଙ୍କ ଭାଇ ଇକ୍‌ବାଲ କାସକରଙ୍କୁ ଇଡି ଗିରଫ କରିଥିବା ଜଣାପଡ଼ିଛି। ତାଙ୍କୁ ଏକ…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଫେରିବାଲା

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନରେ ଟ୍ରେନ୍‌କୁ ଚଢୁଥିବା ସମୟରେ ଜଣେ ଫେରିବାଲା ଖସିପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ କଟିଯାଇଛି। ସେ ହେଲେ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ମଠପାଟଣାର ଦିବାକର ସାହୁ। ସେ ପ୍ରତିଦିନ ନିରାକାରପୁର…

ପ୍ରଶଂସକଙ୍କ ହୃଦୟ ଜିତିଲେ ଅକ୍ଷୟ

ବଲିଉଡର ଖିଲାଡି ଅକ୍ଷୟ କୁମାରଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ଟ୍ରେଲର ରିଲିଜ ହୋଇଛି। ଫିଲ୍ମରେ ପ୍ରଥମ ଥର ଅକ୍ଷୟଙ୍କୁ ଏକ ଭୟଙ୍କର ଭୂମିକାରେ ଦେଖିବାକୁ ମିଳିଛି। ଏହି ଫିଲ୍ମର ନିର୍ମାତା ସାଜିଦ ନାଡିଆୱାଲାଙ୍କ ଜନ୍ମଦିନ ଅବସରରେ ଟ୍ରେଲର ରିଲିଜ ହୋଇଛି।…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ,୧୮ା୨(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ସୁନାବେଡ଼ା ମ୍ୟୁନିସିପାଲିଟି ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ପାରଳାଖେମୁଣ୍ଡି, ଭୁବେନେଶ୍ୱର କୋରାପୁଟ ଆଦି ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛ।…

ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲା: ୩୮ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଅହମ୍ମଦାବାଦ,୧୮।୨: ଗୁଜରାଟର ଅହମ୍ମଦାବାଦରେ ୨୦୦୮ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ଏହି ମାମଲାରେ ଶୁକ୍ରବାର ଅହମ୍ମଦାବାଦର ସ୍ବତନ୍ତ୍ର କୋର୍ଟ ୪୯ଜଣଙ୍କ ମଧ୍ୟରୁ ୩୮ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଅବଶିଷ୍ଟ ୧୧ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ…

ବିବାଦରେ ବିଶ୍ୱର ଏକ ନମ୍ବର ଧନୀ

କାଲିଫର୍ନିଆ,୧୮।୨:ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲାର ମାଲିକ ଏଲୋନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ଥାଆନ୍ତି। କେତେବେଳେ ସେ ତାଙ୍କର ବ୍ୟବସାୟ ତ ଆଉ କେତେବେଳେ ତାଙ୍କ ଟୁଇଟ୍‌ ଯୋଗୁ ସେ ଆଲୋଚନାକୁ ଆସନ୍ତି। ନିକଟରେ ସେ ଏକ ଟୁଇଟ୍‌ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri