Home

ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୯୭୬କୁ ବୃଦ୍ଧି

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ହେଁ ମୃତ୍ୟୁସଂଖ୍ୟାରେ ବ୍ରେକ୍‌ ଲାଗୁନି। ଶୁକ୍ରବାର ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…

ହିମାଚଳରେ ଖୋଲିଲା ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର

ଶିମଲା,୧୮।୨: ହିମାଚଳ ପ୍ରଦେଶରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିଛି। ପୂର୍ବରୁ ରାଜ୍ୟରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଖୋଲିଥିଲା। ଦୀର୍ଘ ଦିନ ପରେ ଗୁରୁବାର ସ୍କୁଲ ଖୋଲିବା ନେଇ ଛାତ୍ରୀଛାତ୍ରମାନେ ଖୁସି…

ଭୋଟ ବାକ୍ସ ନେଇ ପଳାଇଲେ ଦୁର୍ବୃତ୍ତ

ଜଗତସିଂହପୁର ଅଫିସ,୧୮ା୨: ଜଗତସିଂହପୁର ସଦର ପଟସରାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ପଟସରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ନମ୍ବର ବୁଥ୍‌ରେ ଭୋଟ୍‌ ବାକ୍ସ ଭଙ୍ଗାରୁଜା କରିଛନ୍ତି ୪୦ ରୁ ୫୦ ଦୁର୍ବୃତ୍ତ। ବୁଥ୍‌ ଭିତରେ ପଶି ଭୋଟ ବାକ୍ସ ସହ…

ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ ଇଚ୍ଛାରେ ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି…

ଗର୍ଭାବସ୍ଥାର ୩୫ ସପ୍ତାହରେ ମହିଳାଙ୍କୁ ମିଳିଲା ଗର୍ଭପାତ ଅନୁମତି

କୋଲକତା,୧୮।୨: କଲିକତା ହାଇକୋର୍ଟ ଏକ ଗୁରୁତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାରେ ଗର୍ଭାବସ୍ଥାର ୩୫ ସପ୍ତାହ ଚାଲିଥିବାବେଳେ ମହିଳାଙ୍କୁ ଗର୍ଭପାତ କରିବାକୁ ଅନୁମତି ମିଳିଛି। ଏକ ମେଡିକାଲ ବୋର୍ଡ ଗର୍ଭସ୍ଥ ଶିଶୁର ତ୍ରୁଟି ଚିହ୍ନଟ କରିଥିଲା, ଯାହା ଆଧାରରେ କୋର୍ଟ ଏହି…

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନର…

ଜୟପୁରରେ ଭୂକମ୍ପ ଝଟ୍‌କା ଅନୁଭୂତ

ଜୟପୁର,୧୮।୨: ରାଜସ୍ଥାନର ରାଜଧାନୀ ଜୟପୁରରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ରେ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ୮ଟା୧ ମିନିଟ୍‌ରେ ଜୟପୁରର ସିକର ଓ ଫତେହପୁରରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି।…

ବିଧାନସଭାରେ ତକିଆ, କମ୍ବଳ ନେଇ ପହଞ୍ଚିଲେ ବିଧାୟକ

ବେଙ୍ଗାଲୁରୁ,୧୮।୨: କର୍ନାଟକ ସରକାରର ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ଇସ୍ତଫା ଦାବିରେ ଗୁରୁବାର ରାତିସାରା ବିଧାନସଭାରେ ଉତ୍ତେଜନା ପ୍ରକାଶ ପାଇଥିଲା। କଂଗ୍ରେସ ବିଧାୟକମାନେ ଏଠାରେ ଏକ ନିଆରା ଢଙ୍ଗରେ ବିରୋଧ କରିଥିଲେ। ପାର୍ଟି ବିଧାୟକମାନେ ରାତିସାରା ବିଧାନସଭାରେ ହଙ୍ଗାମା ସୃଷ୍ଟି କରିବା ସହ…

ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ ବୋଲି ଅନୁମାନ କରାଯାଉଛି। ପାରିପାର୍ଶ୍ୱିକ ଅବସ୍ଥା ଓ ମୃତ ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ…

ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୮।୨: ଆମ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ କୁମାର ବିଶ୍ୱାସଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେଜ୍‌ରିୱାଲଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପାଇଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି କହିଛନ୍ତି। ସେ…

ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯୩ ଜଣ ଚିହ୍ନଟ ହୋଇଥିବା…

କମିବାର ନାଁ ନେଉନାହିଁ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧୮।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୯୨୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୯୨ଙ୍କ ମୃତ୍ୟୁ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri