ହ୍ରିତିକ୍ଙ୍କ ସହ ଚୁମ୍ବନ ଦୃଶ୍ୟକୁ ନେଇ ଏହି ଅଭିନେତ୍ରୀଙ୍କୁ ମିଳିଥିଲା ନୋଟିସ୍, ପରେ ରଣବିରଙ୍କୁ…
ବମ୍ବେ: ପାନାମା ପେପର୍ସ ଲିକ୍ ମାମଲାକୁ ନେଇ ଚର୍ଚ୍ଚାରେ ବଲିଉଡର ଖ୍ୟାତନାମା ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ବିଗତ ଦିନଗୁଡ଼ିକ ଦେଖିଲେ ଏହା ପ୍ରଥମ ଥର ନୁହେଁ ଯେତେବେଳେ କେଉଁ…
ଏବେ ପ୍ରିୟଙ୍କା କହିଲେ କାରଣ
ବମ୍ବେ: ନିଜଠାରୁ ବୟସରେ ଢ଼େରଗୁଣା ସାନ ପ୍ରେମିକାଙ୍କ ହାତ ଧରି ଚର୍ଚ୍ଚାରେ ରହିଥିଲେ ପ୍ରିୟଙ୍କା ଚୋପ୍ରା। ନିକଟରେ ସେ ନିଜ ନାମରୁ ‘ଜୋନାସ’ ସରନେମ୍ ହଟାଇଥିଲେ। ଏହାପରଠାରୁ ନିକ୍ ଏବଂ ତାଙ୍କ ମଧ୍ୟରେ ସମ୍ପର୍କ ଖଟା ହୋଇଥିବା ଚର୍ଚ୍ଚା ହେଉଥିଲା। ହେଲେ…
କରୋନା ଟିକା ନ ନେଇଥିଲେ ଜାନୁୟାରୀ ୧ରୁ ଏସବୁ ମନା
ଚଣ୍ଡିଗଡ,୨୨।୧୨: ହରିୟାଣାରେ କରୋନା ଟିକା ନେଇ ନ ଥିବା ଲୋକଙ୍କ ଉପରେ ଜାନୁଆରୀ ୧ରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବିଜ କହିଛନ୍ତି ଯେ, ଯେଉଁ ବ୍ୟକ୍ତି…
ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ରାଜନୀତି
ମୁମ୍ବାଇ,୨୨।୧୨: ଗତ ୪୫ ଦିନ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୌଣସି ସାଧାରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିନାହାଁନ୍ତି କିମ୍ବା ଅଫିସକୁ ଆସୁନାହାଁନ୍ତି। ନିକଟରେ ତାଙ୍କର ଏକ ଗଳା ଅପରେଶନ ହୋଇଥିଲା। ଏହାପରେ ସେ ଏବେ ବିଶ୍ରାମ ନେଉଛନ୍ତି। ମହାରାଷ୍ଟ୍ର ଭାଜପା…
ଯୁବକଙ୍କୁ ହତ୍ୟା ଉଦ୍ୟମ: ୩ ଗିରଫ
ପୁରୁଷୋତ୍ତମପୁର,୨୨ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ତିନି ଜଣିଆ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ସକ୍ଷମ ହୋଇଛି। ଏନେଇ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି…
‘ଅକ୍ଷୟ ମୋତେ ବ୍ୟବହାର କରି…’ ବ୍ରେକ୍ଅପ୍ ପରେ ଶିଳ୍ପା…
ବମ୍ବେ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ସଫଳ ଅଭିନେତାଙ୍କ ମଧ୍ୟରୁ ଜଣେ। ସେ ନିଜର କର୍ମ ଜୀବନ ସହ ବ୍ୟକ୍ତିଗତ ଜୀବନ ମଧ୍ୟରେ ସମନ୍ବୟ ରଖିଥାନ୍ତି। ହେଲେ ବିଗତ ଦିନ ଦେଖିଲେ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାମ ଯୋଡ଼ି ହୋଇଛି।…
ପୁଣି କଂଗ୍ରେସରେ ଗୋଷ୍ଠୀକନ୍ଦଳ
ଡେରାଡୁନ,୨୨।୧୨: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ଚିନ୍ତା ବଢିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ କଂଗ୍ରେସ ସଂଗଠନ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ, ଉତ୍ତରାଖଣ୍ଡ କଂଗ୍ରେସରେ ନେତାଙ୍କ…
ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…
ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍ ଇଲୋକ୍ଟ୍ରାର ରୋଲ୍) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା ପ୍ରସ୍ତୁତି…
ପାକିସ୍ତାନରେ ମନ୍ଦିର ଭଙ୍ଗାରୁଜା ଭିଡିଓ ଶେୟାର କଲେ ଏହି କ୍ରିକେଟର୍: ପ୍ରଧାନମନ୍ତ୍ରୀଙ୍କୁ କଲେ ଅନୁରୋଧ
ଇସଲାମାବାଦ୍,୨୨।୧୨: ପାକିସ୍ତାନରେ ସଂଖ୍ୟାଲଘୁମାନଙ୍କ ଉପରେ ଅତ୍ୟାଚାର ମାମଲା ପୁଣି ସାମ୍ନାକୁ ଆସିଛି। ପାକିସ୍ତାନୀ କ୍ରିକେଟର ଦାନିଶ କାନେରିଆ ଏହା ସହ ଜଡିତ ଏକ ଭିଡିଓ ଶେୟାର କରିଛନ୍ତି। ଧାର୍ମିକ ସ୍ବାଧୀନତା ରକ୍ଷା କରିବାକୁ କାନେରିଆ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନିବେଦନ କରିଛନ୍ତି।…
ଏଣିକି ଅନ୍ଲାଇନ୍ ଶପିଂ ପାଇଁ ଆଉ ଲୋଡ଼ା ପଡ଼ିବନି ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡ
ନୂଆଦିଲ୍ଲୀ,୨୨ା୧୨: ଏଣିକି ଅନ୍ଲାଇନ୍ ଶପିଂ ପାଇଁ ଆଉ ଲୋଡ଼ା ପଡ଼ିବନି ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡ। ଆମାଜନ, ଫ୍ଲିପ୍ କାର୍ଡ ଏବଂ ବିଗ୍ ବାସ୍କେଟ ଆପଣଙ୍କ ପସନ୍ଦର ଓ୍ବେବ୍ସାଇଟ୍ରୁ ଶପିଂ କରିବ ହେବ ଅଧିକ ସହଜ ଓ ସୁରକ୍ଷିତ। ରିଜର୍ଭ ବ୍ୟାଙ୍କ…
୩୦ ବର୍ଷ ଯାଏ ଏହି ୪ ରାଶିର ଯୁବକ-ଯୁବତୀଙ୍କୁ କରିବାକୁ ପଡ଼ିଥାଏ ସଂଘର୍ଷ; ପରେ ସଫଳତା ପାଦ ଚୁମେ
ସଫଳତା ପାଇବାକୁ ହେଲେ ପ୍ରତ୍ୟେକ ମଣିଷକୁ ସଂଘର୍ଷ କରିବାକୁ ପଡ଼ିଥାଏ। ଏଥିପାଇଁ କାହାକୁ କମ୍ ତ କାହାକୁ ଅଧିକ ସମୟ ଲାଗିଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କାହାକୁ କେତେବେଳେ ଏବଂ କେମିତି ସଫଳତା ମିଳିବ ତାହା ଗ୍ରହ ନକ୍ଷତ୍ରଙ୍କ ସ୍ଥିତି ଉପରେ ନିର୍ଭର…
୨୦୨୨ରେ ଚମକିବ ଏହି ୪ ରାଶି ଲୋକଙ୍କ ଭାଗ୍ୟ; ନୂଆ ଚାକିରି ସାଙ୍ଗକୁ ଢ଼େର ଗୁଣା ବଢ଼ିଯିବ ରୋଜଗାର…
ଆଉ ଦିନ କେଇଟାରେ ନୂଆ ବର୍ଷ। ଏହା ଆଣିପାରେ ନୂଆ ସମ୍ଭାବନା। ଏବେଠାରୁ ନୂତନ ବର୍ଷକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଥିବା ବେଳେ, ଆଜି ଆମେ ଆପଣଙ୍କୁ କହିବୁ କାହା ପାଇଁ ଏହା କେତେ ଶୁଭ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏହି…
Archives


