Home

ଗୋଆରେ ଛୁଟି କାଟୁଛନ୍ତି ତେନ୍ଦୁଲକରଙ୍କ ଝିଅ

ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ସୁପରହିଟ୍‌। ସାରାଙ୍କ ପ୍ରତ୍ୟେକ ଫଟୋ ତୀବ୍ର ବେଗରେ ଭାଇରାଲ ହୋଇଥାଏ। ଏବେ ସାରାଙ୍କର ଏକ ଫଟୋ ଭାଇରାଲ ହେଉଛି। ସାରା ବର୍ତ୍ତମାନ ଗୋଆରେ ଛୁଟି କାଟୁଛନ୍ତି। ସାରା…

କ୍ଷତି ସହିଲେ କୋହଲି

ନୂଆଦିଲ୍ଲୀ,୨୨।୧୨: ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଦୁଇଟି ଝଟକା ଲାଗିଛି। ତାଙ୍କ ନେତୃତ୍ୱରେ ଇଂଲଣ୍ଡ ପ୍ରଥମେ ସେ ଆଡିଲେଡରେ ଆଶେସ ସିରିଜର କ୍ରମାଗତ ଦ୍ୱିତୀୟ ଟେଷ୍ଟରେ ହାରିଛି। ଏବେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ସେ ପ୍ରଥମ ସ୍ଥାନରୁ ତଳକୁ ଖସିଛନ୍ତି। ତାଙ୍କ…

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ବୈଠକରେ…

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ ସତର୍କ…

ଖଦାନରେ ଭୂସ୍ଖଳନ, ୭୦ରୁ ଅଧିକ ନିଖୋଜ…

ନାପିଦ୍ୱ, ୨୨।୧୨: ମ୍ୟାନମାରର ଏକ ଖଦାନରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉତ୍ତର ମ୍ୟାନମାରର ଜେଡ୍‌ ଖଦାନରେ ବୁଧବାର ଭୂସ୍ଖଳନ ଘଟିଛି। ଫଳରେ ଏଠାରେ କାମ କରୁଥିବା ୭୦ରୁ ଅଧିକ ଜଣ ଲୋକ ନିଖୋଜ ଥିବା କୁହାଯାଉଛି। ଏଠାରେ…

୪ ବର୍ଷରେ ୩,୧୧୭ ଜଣଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ…

ନୂଆଦିଲ୍ଲୀ, ୨୨।୧୨: ଗତ ୪ ବର୍ଷ ମଧ୍ୟରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ମୋଟ ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଅନୁମତି ପ୍ରଦାନ କରାଯାଇଛି। ଏସମ୍ପର୍କରେ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ସୂଚନା ପ୍ରଦାନ…

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ କାର୍ଯ୍ୟକଳାପ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଭାଇରାଲ ଭିଡିଓରେ ସାରା…

‘୮୩’ ଫିଲ୍ମ ପାଇଁ କପିଳ ଦେବ କେତେ ଟଙ୍କା ନେଇଛନ୍ତି ଜାଣନ୍ତି

ଅଭିନେତା ରଣଭୀର ସିଂଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ୧୯୮୩ ମସିହାରେ କପିଲ ଦେବଙ୍କ ଅଧିନାୟକତ୍ୱରେ ଲର୍ଡସରେ…

ରବି ଶାସ୍ତ୍ରୀଙ୍କୁ ନେଇ ସାଂଘାତିକ କଥା କହିଲେ ଅଶ୍ୱିନ୍‌

କେପଟାଉନ୍‌,୨୨।୧୨: ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କୁ ନେଇ ବଡ ଖୁଲାସା କରିଛନ୍ତି ଭାରତୀୟ ସ୍ପିନ୍‌ ବୋଲର୍‌ ଆର୍‌.ଅଶ୍ୱିନ୍‌। ରବି ଶାସ୍ତ୍ରୀଙ୍କ ଗୋଟିଏ ମନ୍ତବ୍ୟ ତାଙ୍କୁ ସମ୍ପୂର୍ଣ୍ଣ ଭାଙ୍ଗିଦେଇଥିଲା। ଅଶ୍ୱିନ କହିଛନ୍ତି ଯେ, ୨୦୧୮-୧୯ ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କୁ ଅଣଦେଖା…

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି ଯେ…

ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍‌ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦…

‘ଭଲ ଜୀବନସାଥୀଟିଏ ଖୋଜୁଛି’

ବିବାହ ପାଇଁ ମ୍ୟାଟ୍ରିମୋନି ସାଇଟ୍‌ସର ସହାୟତା ନିଆଯାଉଥିବା ଦେଖିଥିବେ ବା ଶୁଣିଥିବେ। ମାତ୍ର ଆମେରିକା ଟେକ୍ସାସର ଜଣେ ବ୍ୟକ୍ତି ଝିଅ ଖୋଜିବା ପାଇଁ ଏକ ଭିନ୍ନ ତରିକା ଆପଣାଇଛନ୍ତି। ୬୬ ବର୍ଷୀୟ ଜିମ୍‌ ବେଜ୍‌ ଜୀବନସାଥୀ ଖୋଜିବା ପାଇଁ ଏକ ବୋର୍ଡରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri