Home

ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍‌

ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ମାଲକାନଗିରି ଜିଲାର କରୁକୋଣ୍ଡା ବ୍ଲକର ୩ଟି…

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍‌ ନମ୍ବର ୬ ଓ ୭ ବୁଥ୍‌…

ପଞ୍ଚଭୂତରେ ବିଲୀନ ବାପି ଦା’

କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଅଭିନେତ୍ରୀ ବିଦ୍ୟା ବାଲାନ, ଭୂଷଣ କୁମାର, ଶକ୍ତି କପୁର, ସୁନୀଲ ପାଲ, ଶାନ,…

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।…

ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ଓ ଅନ୍ୟ ଅଧ୍ୟାପକମାନେ ଆସି ବୁଝାଶୁଝା କରିଥିଲେ। ଅନ୍‌ଲାଇନ୍‌ରେ ପାଠପଢ଼ା…

ମୁଁ କଂଗ୍ରେସ ଛାଡୁନି, ଯଦି କେହି ଧକ୍କା ଦେଇ ବିଦା କରିବ ତେବେ…

ନୂଆଦିଲ୍ଲୀ,୧୭।୨: କଂଗ୍ରେସ ନେତା ମନୀଷ ତିୱାରୀ କଂଗ୍ରେସ ଛାଡିବା ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଭାଜପାରେ ଯୋଗଦେବେ କି ନାହିଁ ବୋଲି ପଚରାଯିବାରୁ ସେ ସ୍ପଷ୍ଟ ଭାବେ କହିଛନ୍ତି, ସେ କଂଗ୍ରେସ ଦଳ ଛାଡୁ ନାହାଁନ୍ତି, କିନ୍ତୁ ଯଦି…

ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି

ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି । ଅବୋହରରେ ମୋଦି ଏକ ଜନସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍…

ନୀରବତା ଭାଙ୍ଗିଲେ ମନମୋହନ, କମ୍‌ କହିଛି ଅଧିକ କାମ କରିଛି କହିଲେ…

ନୂଆଦିଲ୍ଲୀ, ୧୭।୨ : ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ଜାରି ରହିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ନୀରବତା ଭାଙ୍ଗିଛନ୍ତି। ଏକ ଭିଡ଼ିଓ ଜାରି କରିବା ସହିତ ସେ ବିଧାନସଭା ନିର୍ବାଚନରେ…

ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା ଏକ…

‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍‌ ଭାରତରେ ଥାନ୍ତା’

ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି ଭାରତର ସ୍ବାଧୀନତା ସମୟରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥାନ୍ତେ, ତେବେ କରତାରପୁର କରିଡର ଏବଂ…

ଭିଜିଲାନ୍ସ ଜାଲରେ ଏନ୍‌ଏସି ଜମାଦାର

ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିଥିଲା।…

ବାପି ଦାଙ୍କୁ ଶେଷ ସମ୍ମାନ ଜଣାଇଲେ ସେଲିବ୍ରିଟି…

ମୁମ୍ବାଇ,୧୭।୨ : ଡିସ୍କୋ କିଙ୍ଗ୍‌ ବାପି ଲାହିରୀଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତାଙ୍କର ଶେଷ ଯାତ୍ରା ଗୁରୁବାର ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ମୁମ୍ବାଇର ଓ୍ବିଲେ ପାର୍ଲରେ ଅବସ୍ଥିତ ପୱନ ହଂସ ଶ୍ମଶାନ ଘାଟରେ ପହଞ୍ଚିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri