ସ୍ମରଣ ଶକ୍ତି ହ୍ରାସ କରେ ଅତ୍ୟଧିକ ମିଠା
ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ…
ତେଲେଙ୍ଗାନାରେ ପ୍ରଥମଥର ବିବାହ କଲେ ସମଲିଙ୍ଗୀ ଯୋଡି
ହାଇଦ୍ରାବାଦ,୨୦।୧୨: ତେଲେଙ୍ଗାନାରେ ପ୍ରଥମଥର ସମଲିଙ୍ଗୀ ଯୋଡି ସୁପ୍ରିୟୋ ଚକ୍ରବର୍ତ୍ତୀ ଏବଂ ଅଭୟ ଡାଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପ୍ରାୟ ଏକ ଦଶନ୍ଧି ଧରି ପ୍ରେମ ସମ୍ପର୍କରେ ଉଭୟ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିୟୋ କହିଛନ୍ତି ଯେ, ସେମାନଙ୍କ…
ଏମ୍. ଆଇ. ହେଲିକପ୍ଟର
ନିକଟରେ ଭାରତର ପୂର୍ବତନ ସେନାଧ୍ୟକ୍ଷ ବିପିନ ରାୱତଙ୍କ ସମେତ ସେନାର କିଛି କର୍ମଚାରୀଙ୍କୁ ନେଇ ଯାଉଥିବା ସେନାର ଏକ ହେଲିକପ୍ଟର ତାମିଲନାଡୁ ନୀଳଗିରିର ଦୁର୍ଗମ ଜଙ୍ଗଲ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହେବା ଦ୍ୱାରା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ଭାରତୀୟ…
ସହଚର ହେଲାଣି ବାତ୍ୟା, ବନ୍ୟା
ଯାଜପୁର ଅଫିସ,୨୦।୧୨: ରାଜ୍ୟର ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଏବଂ ଜଳ ପ୍ରଦୂଷଣ ମାତ୍ରା ଅଣାୟତ୍ତ ହେବାରେ ଲାଗିଛି। ଏଭଳିସ୍ଥଳେ ରାଜ୍ୟବାସୀ ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ଅନେକ ଥର ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ହନ୍ତସନ୍ତ ହେଲେଣି। ଦିନକୁ ଦିନ…
ପ୍ରେମ ପାଇଁ ସମୟ ପାଇନି
ଶିଶୁ କଳାକାର ଓ ପରେ ଚଳଚ୍ଚିତ୍ର ନାୟିକା ସାଜି ଅଗଣିତ ଦର୍ଶକଙ୍କ ହୃଦୟରେ ରାଜ୍ କରୁଥିବା ଅଭିନେତ୍ରୀ ହେଉଛନ୍ତି ଭୂମିକା ଦାଶ। ପିଲାଟି ଦିନରୁ ଓଡ଼ିଶୀ ନୃତ୍ୟ ପ୍ରତି ଆଗ୍ରହୀ ଥିଲେ। ପ୍ରଥମ ଚଳଚ୍ଚିତ୍ର ‘ରୁମ୍କୁ ଝୁମାନା’ରେ ଶିଶୁ କଳାକାର ଭାବେ…
ସିଡିଏମ୍ଓଙ୍କ ପ୍ରମାଣପତ୍ରକୁ କାଟିଦେଲେ ୪ ଡାକ୍ତର: ଶିକ୍ଷକ ନିଯୁକ୍ତିରୁ ବଞ୍ଚିତ ହେଲେ ୬୭ ଦିବ୍ୟାଙ୍ଗ
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ୧୬ ତାରିଖରେ ରାଜ୍ୟ ସରକାର ୬,୧୩୧ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି। ମୋଟ ୧୧,୪୦୦ ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସବୁ ପ୍ରକାର ପରୀକ୍ଷା ପରେ ଉପରୋକ୍ତ ନିଯୁକ୍ତି ଦିଆଯାଇଛି। ହେଲେ…
ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା
ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ…
ଫଶିଲେ ଐଶ୍ୱର୍ଯ୍ୟା
ମୁମ୍ବାଇ,୨୦।୧୨: ବହୁ ଚର୍ଚ୍ଚିତ ପାନାମା ପେପର ଲିକ ମାମଲାରେ ବଚ୍ଚନ ପରିବାରର ବୋହୂ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସୋମବାର ଦିଲ୍ଲୀର ଲୋକନାୟକ ଭବନରେ ଇଡିରେ ହାଜର ହେବେ। ଇଡି ତାଙ୍କୁ ପଚରାଉଚରା ପାଇଁ ଡାକିଛି। ଦୀର୍ଘ ଦିନ ଧରି ପାନାମା…
ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା
ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ ବର୍ଷ…
‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’
ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ନବଜୋତ…
୫୭୨ ଦିନ ପରେ ଆଜି ସବୁଠୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୫୬୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୩୨ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା…
ଶିଥିଳତା ପଛରେ ସମନ୍ବୟ ଅଭାବ
ଖୋର୍ଦ୍ଧା ଅଫିସ,୨୦ା୧୨: ୧୮୧୭ ପାଇକ ବିଦ୍ରୋହର ଦ୍ୱିଶତ ବାର୍ଷିକୀ ଅବସରରେ ବରୁଣେଇ ପାହାଡ଼ ପାଦଦେଶରେ ୨୦୧୯ ଡିସେମ୍ବର ୮ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ସ୍ମାରକୀ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସକୁ ଦୁଇବର୍ଷ ବିତିଲାଣି ଅଥଚ ଏପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ…
Archives


