Home

ହୃଦ୍‌ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ କୁମୁରସିଙ୍ଗା…

ପୋଲିଂ, ପ୍ରାର୍ଥୀଙ୍କ ଏଜେଣ୍ଟମାନଙ୍କ ଲାଗି କଟକଣା କୋହଳ ହେଉ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଆଦୌ ସ୍ପଷ୍ଟ ନୁହେଁ। ଶାସକ ଦଳ ଏବଂ ସେମାନଙ୍କ କର୍ମୀଙ୍କୁ ସୁହାଇଲା ଭଳି ଆଇନକାନୁନ ପ୍ରଚଳିତ କରୁଥିବାବେଳେ ସାମୂହିକ ସ୍ବାର୍ଥ ଓ ହିତକୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି।…

ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା

ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍‌ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ସାମିଲ ହେବା ସହ ଭାଜପା ଏବଂ ଆମ୍‌…

ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାମରେ ମାମଲା

ସମ୍ବଲପୁର,୧୬ା୨(ବ୍ୟୁରେ): ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ନାମରେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଛି। ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୪୨/୨୧) ରୁଜୁ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ମମତା…

୬୦ ବର୍ଷରେ ମଜୁରିଆରୁ ମଡେଲ

କୋଝିକୋଡ, ୧୬ା୨: ବେଳେବେଳେ ଭାଗ୍ୟ ବଦଳିବାକୁ ବେଶୀ ସମୟ ଲାଗି ନ ଥାଏ। ଛୋଟ ଛୋଟ କାମରେ ମଧ୍ୟ ଜଣେ ଖୁବ୍‌ଶୀଘ୍ର ପରିଚିତି ହାସଲ କରିନେଇଥାନ୍ତି ଏବଂ ଚାରିଆଡେ ଚର୍ଚ୍ଚା ସାଉଣ୍ଟିଥାନ୍ତି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି କେରଳର କୋଝିକୋଡରେ,…

ଶ୍ରୀଲଙ୍କାକୁ ୪୦ ହଜାର ଟନ୍‌ ଇନ୍ଧନ ପଠାଇଲା ଭାରତ…

କଲୋମ୍ବୋ/ନୂଆଦିଲ୍ଲୀ, ୧୫।୨ : ଶକ୍ତି ସଙ୍କଟ ସହିତ ସମସ୍ୟାରେ ପଡ଼ିଥିବା ଶ୍ରୀଲଙ୍କାର ସହାୟତା ପାଇଁ ଭାରତ ମଙ୍ଗଳବାର ୪୦ ହଜାର ଟନ୍‌ ଇନ୍ଧନ ପଠାଇଛି। ଶ୍ରୀଲଙ୍କାରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଗୋପାଳ ବାଗ୍‌ଲେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି…

ରୁଷିଆ ଆକ୍ରମଣ ଭୟ, ଏକେ-୪୭ ଚଳାଇବା ଟ୍ରେନିଂ ନେଉଛନ୍ତି ୟୁକ୍ରେନ୍‌ର ୭୯ ବର୍ଷୀୟ ବୃଦ୍ଧା

ଚେରଭୋନ, ୧୫ା୨: ରୁଷିଆର ଆକ୍ରମଣ ଆଶଙ୍କା ଭିତରେ ଦେଶର ସୁରକ୍ଷା ଦାୟିତ୍ୱ ନିଜ ମୁଣ୍ଡକୁ ନେଇଛନ୍ତି ୟୁକ୍ରେନ ବାସୀ। ଶକ୍ତିଶାଳୀ ରୁଷିଆ ଆଗରେ ନିଜ ଦୃଢ଼ ମନୋବଳ ଦେଖାଇବାକୁ ୟୁକ୍ରେନ ବାସୀ ରାଲି ଆୟୋଜନ କରୁଥିବାବେଳେ ବୃଦ୍ଧା, ପିଲାମାନେ ମଧ୍ୟ ନିଜ…

ଦୁର୍ଘଟଣାରେ ଚାଲିଗଲା ଲୋକପ୍ରିୟ ଅଭିନେତାଙ୍କ ଜୀବନ

ଚଣ୍ଡିଗଡ଼,୧୫।୨: ସଡ଼କ ଦୁର୍ଘଟଣାରେ ଆଖି ବୁଜିଲେ ଲୋକପ୍ରିୟ ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ। ମଙ୍ଗଳବାର ସେ ନିଜ ବନ୍ଧୁମାନଙ୍କ ସହ ସ୍କର୍ପିଓରେ ଦିଲ୍ଲୀରୁ ପଞ୍ଜାବ ଫେରୁଥିଲେ। ସିଙ୍ଘୁ ସୀମା ନିକଟ କୁଣ୍ଡଳି ମାନସର ରାଜପଥରେ ତାଙ୍କ ଗାଡ଼ି ଦୁର୍ଘଟଣାର ଶିକାର ହୋଇଥିଲା।…

ପରଲୋକରେ ଭେଟେରାନ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀ

କୋଲକାତା,୧୫।୨: କୋକିଳକଣ୍ଠୀ ଲତା ମଙ୍ଗେସକରଙ୍କ ପରେ ଆଉ ଜଣେ ଲୋକପ୍ରିୟ ଗାୟିକା ଦୁନିଆରୁ ବିଦାୟ ନେଇଛନ୍ତି। ୯୦ ବର୍ଷ ବୟସରେ ଭେଟେରାନ ବଙ୍ଗାଳୀ ଗାୟିକା ସନ୍ଧ୍ୟା ମୁଖାର୍ଜୀଙ୍କ ମଙ୍ଗଳବାର ପରଲୋକ ଘଟିଛି। ଚଳିତ ବର୍ଷ ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ…

ପ୍ରଚାର ପାଇଁ ମେୟର ପ୍ରାର୍ଥୀଙ୍କୁ ମିଳିବ ୬, କର୍ପୋରେଟରଙ୍କୁ ୨ ଗାଡ଼ି

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆଗାମୀ ପୌର ନିର୍ବାଚନ ଲାଗି ପ୍ରଚାର ନିମନ୍ତେ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ମେୟର ପ୍ରାର୍ଥୀ ସର୍ବାଧିକ ୬, କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ।…

ଭାରତଠାରୁ ସହାୟତା ଲୋଡ଼ିଲେ ପିଟରସେନ

ନୂଆଦିଲ୍ଲୀ,୧୫।୨: ସୋସିଆଲ ମିଡିଆ ଜରିଆରେ ଭାରତଠାରୁ ସହାୟତା ଲୋଡ଼ିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସେନ। ସେ ମଙ୍ଗଳବାର ନିଜର ଟୁଇଟର ଆକାଉଣ୍ଟରୁ ଟୁଇଟ୍‌ କରି ନିଜର ପ୍ୟାନ୍‌ କାର୍ଡ ହଜିଯାଇଥିବା କହିଛନ୍ତି। ଏଥିଲାଗି ସହାୟତା କିଏ…

ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…

ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ଲୁଧିଆନାର ୧୪ ଆସନରେ ସର୍ବାଧିକ ୧୭୫ ପ୍ରାର୍ଥୀ ଚିର୍ବାଚନ ମଇଦାନରେ ରହିଛନ୍ତି। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri