Home

ସୁସ୍ମିତାଙ୍କୁ ଭିଡରୁ ରକ୍ଷା କଲେ ପୂର୍ବତନ ପ୍ରେମିକ

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କ ବୟଫ୍ରେଣ୍ଡ ରୋହମନ ଶଲଙ୍କ ସହ ତାଙ୍କ ବ୍ରେକ୍‌ଅପ୍‌କୁ ନେଇ ଆଲୋଚନା ଜୋର ଧରିଥିଲା। ସୁସ୍ମିତା ସୋସିଆଲ ମିଡିଆ ମାଧ୍ୟମରେ ନିଜ ବ୍ରେକ୍‌ଅପ୍‌ ଖବର ପ୍ରଶଂସକଙ୍କୁ ଜଣାଇଥିଲେ। କିନ୍ତୁ ପୁଣି…

ରୁଷିଆ ଆକ୍ରମଣକୁ ନେଇ ଭାରତର ଆଭିମୁଖ୍ୟ ‘ନରମ’: ବାଇଡେନ୍‌

ନ୍ୟୁୟର୍କ,୨୨।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଭାରତର ଆଭିମୁଖ୍ୟକୁ ଦୁର୍ବଳ ବୋଲି କହିଛନ୍ତି। ଆମେରିକାର ଅନ୍ୟ ସହଯୋଗୀ ଦେଶ ତୁଳନାରେ ଭାରତର ପ୍ରତିକ୍ରିୟା ଅସ୍ଥିର ବୋଲି ସେ କହିଛନ୍ତି। ୱାଶିଂଟନରେ ଆମେରିକାର ବିଜ୍‌ନେସ୍‌ ଲିଡର୍ସମାନଙ୍କୁ ସମ୍ବୋଧିତ କରି…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୫୮୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କ ମୃତ୍ୟୁ…

ରାଗିଗଲେ ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ୍‌,୨୨।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୨୬ ଦିନ ହେବ ଯୁଦ୍ଧ ଚାଲିଛି। ରୁଷିଆର କ୍ଷେପଣାସ୍ତ୍ର ମାଡରେ ୟୁକ୍ରେନର ଅନେକ ସହର କ୍ଷତିଗ୍ରସ୍ତ ହୋଇଛି। ଯୁଦ୍ଧ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ନାଟୋ ଉପରେ ଖୋଲାଖୋଲି ବର୍ଷିଛନ୍ତି। ଯୁଦ୍ଧରେ ପ୍ରତ୍ୟକ୍ଷ…

ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୨୨।୩: ଦେଶବାସୀଙ୍କ ଉପରେ ପୁଣି ମହଙ୍ଗା ମାଡ଼। ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି। ସୋମବାର ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି। ଶେଷ ଥର ପାଇଁ ଅକ୍ଟୋବର ୬ରେ ଘରୋଇ ସିଲିଣ୍ଡର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୭ ଜଣ…

ମୋଦିଙ୍କୁ ଆଣ୍ଠୁମାଡି ଦଣ୍ଡବତ କଲେ ୧୨୬ ବର୍ଷୀୟ ବୃଦ୍ଧ: ଜାଣନ୍ତୁ ତାଙ୍କ ଦୀର୍ଘାୟୁ ପଛର ରହସ୍ୟ

ନୂଆଦିଲ୍ଲୀ,୨୨।୩: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଚଳିତବର୍ଷ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଲୋକଙ୍କୁ ସମ୍ମାନୀତ କରିଛନ୍ତି। ବାରାଣସୀର ୧୨୬ ବର୍ଷ ବୟସ୍କା ସ୍ବାମୀ ଶିବାନନ୍ଦଙ୍କୁ ଭାରତୀୟ ଜୀବନଶୈଳୀ ଏବଂ ଯୋଗର ପ୍ରଚାର ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି। ସମ୍ମାନ…

ବଢୁଛି ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା

ମସ୍କୋ/ୱାଶିଂଟନ,୨୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଲଗାତାର ଭାବେ ଆକ୍ରମଣ କରି ଚାଲିଛି । ଏଥିରେ ହଜାର ହଜାର ୟୁକ୍ରେନ୍ ନାଗରିକଙ୍କ ମୃତ୍ୟୁ ହେବା ସହ ବଡ ବଡ ସହର ସବୁ ଧ୍ୱଂସ ପାଇ ଗଲାଣି । ରୁଷିଆର ଏହି ଆକ୍ରମଣକୁ…

ପୁଣି ବଢିଲା ପେଟ୍ରୋଲ-ଡିଜେଲ୍‌

ନୂଆଦିଲ୍ଲୀ,୨୨।୩: ପୁଣି ମହଙ୍ଗା ମାଡ। ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ ଗ୍ରାହକଙ୍କ ପାଇଁ ଡିଜେଲ ମୂଲ୍ୟ ଲିଟର ପିଛା ୨୫ ଟଙ୍କା ବୃଦ୍ଧି…

ଅନ୍ତିମ ରଣକୌଶଳ ଉପରେ ଭରସା

ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୨୨ା୩:ଯାଜପୁର ଜିଲାର ବ୍ୟାସନଗର ଓ ଯାଜପୁର ପୌର ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକି । ସେଥିପାଇଁ ସହରର ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନର ଅନ୍ତିମ…

ମୃତ୍ୟୁ ପାଖରେ ହାର୍‌ ମାନିଲା ୫୦ ବର୍ଷର ଅଭିଜ୍ଞତା

କେନ୍ଦ୍ରାପଡ଼ା ଅଫିସ,୨୨ା୩:ମୃତ୍ୟୁ କାହା ପାଖକୁ କେତେବେଳେ ଆସେ ସେ କଥା କହିବା ଅସମ୍ଭବ। ରଥୀ ମହାରଥୀ ହୁଅନ୍ତୁ କି ସାଧାରଣ ମଣିଷ, ସବୁ କାଳ ହାତରେ ବନ୍ଧା। ଏପରି କି ମୃତ୍ୟୁ ପାଖରେ ନାନା କୌଶଳ ଓ ଅଭିଜ୍ଞତା ବି ହାରମାନେ…

ପ୍ରଚାରରେ ହେଭିଓ୍ବେଟ୍‌ଙ୍କ ଦେଖା ମିଳିଲାନି

ପଟ୍ଟାମୁଣ୍ଡାଇ ୨୨ା୩(ସ୍ବ.ପ୍ର.):ପଟ୍ଟମୁଣ୍ଡାଇ ପୌର ପରିଷଦ ପାଇଁ ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର ଅନ୍ତିମ ପର୍ଯ୍ୟାୟରେ ପୂରା ଦମ୍‌ ଲଗାଇ ଦେଇଛନ୍ତି। ପଞ୍ଚାୟତ ନିର୍ବାଚନରେ ପଟ୍ଟାମୁଣ୍ଡାଇ ବ୍ଲକରେ ସମସ୍ତ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?