Home

ଆଗାମୀ ପିଢ଼ି ପାଇଁ ଜଳ ସଂରକ୍ଷଣ

ଆମ ଜୀବନ ଧାରଣ ପାଇଁ ଜଳ ନିତାନ୍ତ ଆବଶ୍ୟକ। ଆମ ଶରୀରର ପ୍ରମୁଖ ଅଂଶ ହେଉଛି ଜଳ। ଜଳ ବିନା ଜୀବନ ଧାରଣ ଅସମ୍ଭବ। ଆମ ପୃଥିବୀ ପୃଷ୍ଠରେ ପାନୀୟ ଜଳର ପରିମାଣ ସୀମିତ। ତଥାପି ଆମେ ଏଥିପ୍ରତି ସଚେତନ ନ…

ମାତ୍ର ଏତିକି ଘଣ୍ଟା ଶୋଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପୁଣେ,୨୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଦିନ ମାତ୍ର ୨ ଘଣ୍ଟା ଶୋଉଛନ୍ତି ବାକି ୨୨ ଘଣ୍ଟା ସେ କାମ କରୁଛନ୍ତି ବୋଲି ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରକାନ୍ତ ପାଟିଲ ଦାବି କରିଛନ୍ତି। କୋଲହାପୁର ଉତ୍ତର ବିଧାନସଭା ଉପ-ନିର୍ବାଚନ ପୂର୍ବରୁ ଭାଜପା କର୍ମୀଙ୍କୁ…

ଜଳ ସଙ୍କଟ

ପୃଥିବୀ ଏକ ଜଳ ଗ୍ରହ ହେଲେ ସୁଦ୍ଧା ଏଠାରେ ଜଳର ଭଣ୍ଡାର ସୀମିତ। ଏହାର ପ୍ରାୟ ୯୭.୫ ପ୍ରତିଶତ ଜଳ ସମୁଦ୍ର, ମହାସମୁଦ୍ରରେ ଗଚ୍ଛିତ, ଯାହା ଲୁଣିଆ ଓ ମନୁଷ୍ୟ ବ୍ୟବହାର ଉପଯୋଗୀ ନୁହେଁ। ଅବଶିଷ୍ଟ ୨.୫ ପ୍ରତିଶତ ମଧୁର ଜଳ…

କୁଆଖାଇ ନଦୀପଠାରେ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରବାର ଲୋକେ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜଧାନୀ ଉପକଣ୍ଠ କୁଆଖାଇ ନଦୀ ବାଙ୍କଆଳ ଘାଟରେ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ କରାଯାଇଛି। ହୋଲିରେ ଗାଧୋଇବାକୁ ଆସି ସେ ନିଖୋଜ ଥିଲେ। ମୃତକ ଜଣକ ମହିଷାଖାଲ ବସ୍ତିର ବୋଲି ଆଲୋକ ଜେନା ବୋଲି ଜଣାପଡ଼ିଛି। ତାଙ୍କୁ କେହି…

ଆତ୍ମସମର୍ପଣ କରିବାକୁ ମନା କଲା ୟୁକ୍ରେନ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଦୁଇ ଦେଶ ମଧ୍ୟ ମଧ୍ୟରେ ୨୬ ଦିନ ମଧ୍ୟରେ ଲାଗିଥିବା ଏହି ଯୁଦ୍ଧ ଥମିବାର ନାଁ ନେଉନାହିଁ। ୟୁକ୍ରେନର ଅନେକ ସହରରେ ଯୁଦ୍ଧ ଜାରି ରହିଛି। ରୁଷିଆ ବାରମ୍ବାର…

ଆମୋନିଆ ଗ୍ୟାସ୍‌ ଲିକ୍‌, ଲୋକଙ୍କୁ ଅଣ୍ଡରଗ୍ରାଉଣ୍ଡରେ ରହିବାକୁ ପରାମର୍ଶ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧର ଆଜି ୨୬ତମ ଦିନ। ରୁଷିଆ ୟୁକ୍ରେନ ରାଜଧାନୀ କ୍ୱିଭ୍‌ ଦଖଲ ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛି। କିନ୍ତୁ ୟୁକ୍ରେନରୁ ଆତ୍ମସମର୍ପଣ କରିବାକୁ ଆଦୌ ଚାହୁଁନାହିଁ। ଏହି ସମୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି କହିଛନ୍ତିି,ସେ…

ଭାରତରେ ଚତୁର୍ଥ ଲହର ହେବନି ଗୁରୁତର, ବିଶେଷଜ୍ଞଙ୍କ ସୂଚନା…

ନୂଆଦିଲ୍ଲୀ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୟୁରୋପରେ…

ପେଟ୍ରୋଲ ପମ୍ପ୍‌ରୁ ୨୦ ଲକ୍ଷ ଲୁଟ୍‌

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ ପକାଇବା ବାହାନାରେ ଆସି ୬ ଦୁର୍ବୃତ୍ତ ଏହି ଲୁଟ୍‌ କରିଛନ୍ତି। ସୂଚନାନୁସାରେ, ସକାଳୁ ପଦ୍ମପୁର…

ରୁଷିଆ ଆକ୍ରମଣ ବନ୍ଦ ନ ହେଲେ ତୃତୀୟ ବିଶ୍ୱଯୁଦ୍ଧ ନିଶ୍ଚିତ…

କ୍ୱିଭ୍‌,୨୧।୩ : ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଆକ୍ରମଣ ଜାରି ରହିଛି। ଏହାକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ବଡ ବିବୃତ୍ତିି ଦେଇଛନ୍ତି। ଜେଲେନସ୍କି କହିଛନ୍ତି ଯେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଆଲୋଚନା ପାଇଁ…

୪୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୫୪୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି…

ମାଙ୍କଡ଼ା ପଥର ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ ମିଳିତ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି। ଶୁକ୍ରବାର କୁମାରବସ୍ତରେ ବେଆଇନ ଭାବେ…

ଘର, ପାଚେରି ଭାଙ୍ଗିଲା: ଲୋକେ ଭୟଭୀତ

ନିରାକାରପୁର,୨୧।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ଲୋକଙ୍କ ବାରି ଓ କ୍ଷେତରେ ପଶି ଫସଲ ଖାଇବା ସହ ଦଳଚକଟି ନଷ୍ଟ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?