Home

ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ପୋଲିସର ତଦନ୍ତକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୁଖ୍ୟ…

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ ଅଜଣା ଜନ୍ତୁର ପାଦଚିହ୍ନ ପଡିଛି। ଜଙ୍ଗଲ ବାଲି ରାସ୍ତାରେ ଏହି ଅଜଣା ଜନ୍ତୁ ଚାଲିକି…

କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ

ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍‌ଟିଏଜିଆଇ (ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରୀ ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ) ସୁପାରିସ୍‌ କରିଛି। ପ୍ରଥମ ଡୋଜ୍‌ କୋଭିଶିଲ୍ଡ ଟିକା…

ପୌର ନିର୍ବାଚନ ପୂର୍ବରୁ ଜୟପୁରରେ ଫୁଟିଲା ଗୁଳି

ଜୟପୁର, ୨୧ା୩ (ନି.ପ୍ର.): ଜୟପୁର ସହରରେ ପୌର ନିର୍ବାଚନ ପୂର୍ବରୁ ଗୁଳି ଫୁଟିଛି। କେତେକ ଦୁର୍ବୃତ୍ତ ଗୋପବନ୍ଧୁ ନଗରର କାର୍ତ୍ତିକ ନାଗଙ୍କୁ ଅପହରଣ କରି ଗୁଳିକରି ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ଜୟପୁରରେ ରାଜନୀତି ସରଗରମ ହୋଇଛି। ଘଟଣା ପଛରେ…

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨ ଗ୍ରାମରେ ହୋଲି ଖେଳ ପରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ନବନିର୍ବାଚିତ ସମିତି ସଭ୍ୟାଙ୍କ ଘର…

ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର

ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇ ସାରିଲେଣି । ମାର୍ଚ୍ଚ ୧ରେ…

ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସାରିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦୁଇଦିନ ମଧ୍ୟରେ ସମସ୍ତ ଇଭିଏମ୍‌ରେ କମିଶନିଂ…

ଆଇପିଏଲ୍‌ରେ ଦୁଇ ଅଲରାଣ୍ଡରଙ୍କ ନାଁରେ ରହିଛି ଲଜ୍ଜାଜନକ ରେକର୍ଡ

ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୨ ଆରମ୍ଭ ହେବାକୁ ୫ ଦିନ ବାକି ଅଛି। ଆଇପିଏଲର ୧୫ତମ ସିଜନ ମାର୍ଚ୍ଚ ୨୬ରୁ ଆରମ୍ଭ ହେଉଛି। ଏହି ସିଜିନ୍‌ର ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ।…

ଏଣିକି ୮-୧୨ ସପ୍ତାହ ମଧ୍ୟରେ ଦିଆଯିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌

ନୂଆଦିଲ୍ଲୀ,୨୦।୩:ଭାରତରେ ଟିକାକରଣର ନିୟମ ସ୍ଥିର କରିବା ପାଇଁ ସରକାରଙ୍କ ଦ୍ୱାରା ଗଠିତ ଟାସ୍କ ଫୋର୍ସ ଏନ୍‌ଟିଏଜିଆଇ(NTAGI) କରୋନା ଟିକା କୋଭିଶିଲ୍ଡର ଦୁଇ ଡୋଜ ମଧ୍ୟରେ ଅବଧି ହ୍ରାସ କରିବାକୁ ପ୍ରସ୍ତାବ ଦେଇଛି। ଏବେ ଟିକାକରଣ ନୀତି ଅନୁଯାୟୀ, କୋଭିଶିଲ୍ଡର ପ୍ରଥମ ମାତ୍ରା…

ଆରଜେଡି ସହ ହାତ ମିଶାଇଲେ ଶରଦ ଯାଦବ

ପାଟନା,୨୦।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ଯାଦବଙ୍କ ଦଳ ଲୋକତାନ୍ତ୍ରିକ ଜନତା ଦଳ (ଏଲଜେଡି)ର ଆରଜେଡିରେ ବିଲୟ ଘଟିଛି। ଏହି ଅବସରରେ ଆରଜେଡି ନେତା ତେଜସ୍ବୀ ଯାଦବ କହିଛନ୍ତି, ବିରୋଧୀ ଦଳ ସରକାରଙ୍କ ସହ ଲଢିବା ପାଇଁ ପ୍ରସ୍ତୁତି ବିଳମ୍ବ କରିଛନ୍ତି।…

ଦ୍ୱିତୀୟଥର ମଣିପୁର ମୁଖ୍ୟମନ୍ତ୍ରୀ ହେବେ ଏନ ବିରେନ ସିଂ

ଇମ୍ଫାଲ,୨୦।୩: ମଣିପୁରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ରବିବାର ସ୍ପଷ୍ଟ ହୋଇଛି। ମଣିପୁର ଭାଜପା ବିଧାୟକ ଦଳର ବୈଠକରେ କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କୁ ବିଧାୟକ ଦଳର ନେତା ଭାବରେ ଚୟନ କରାଯାଇଛି। ଫଳରେ ବିରେନ ସିଂ କ୍ରମାଗତ ଦ୍ୱିତୀୟ ଥର…

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ଅର୍ଥାତ୍‌ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଘରେ ଏବଂ ହୋଟେଲରେ ପଖାଳ ମଜା ଉଠାଇଛନ୍ତି ଲୋକେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ପଖାଳ ଖାଇ ଲୋକଙ୍କୁ ପଖାଳ ଦିବସର ଶୁଭେଚ୍ଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?